ଜାତୀୟ

ନୀତୀଶଙ୍କ ହେଲିକପ୍ଟର ପଙ୍ଖା ପବନରେ ଉଡ଼ିଗଲା ସଭାମଞ୍ଚ, ଅଳ୍ପକେ ବର୍ତ୍ତିଲେ ଲୋକେ

ପାଟନା,୧୫ା୧୦: ମୁଙ୍ଗର ଜିଲାରେ ଜେଡିୟୁ ପ୍ରାର୍ଥୀଙ୍କ ସମର୍ଥନରେ ସାଧାରଣ ସଭାକୁ ଆସିଥିବା ସିଏମ୍‌ ନୀତୀଶ କୁମାରଙ୍କ ହେଲିକପ୍ଟର ଅବତରଣ ସମୟରେ ହଠାତ୍‌ ଏକ ଅଘଟଣ ଘଟିଛି। ହେଲିକପ୍ଟର…

6 years ago

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର ପ୍ର୍ରଥମ…

6 years ago

ଟିଆର୍‌ପି ଦୁର୍ନୀତି: ୧୨ ସପ୍ତାହ ପାଇଁ ରେଟିଙ୍ଗ୍ସ୍‌ ଜାରି ବନ୍ଦ କଲା ବାର୍କ

ନୂଆଦିଲ୍ଲୀ, ୧୫।୧୦: ଟିଆର୍‌ପି ଦୁର୍ନୀତି ନେଇ ଦେଶରେ ଛକାପଞ୍ଝା ଜାରି ରହିଛି। ଏପରିସ୍ଥଳେ ବ୍ରୋଡ୍‌କାଷ୍ଟ୍‌ ଅଡିଆନ୍ସ୍‌ ରିସର୍ଚ୍ଚ କାଉନସିଲ୍‌(ବାର୍କ) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୨…

6 years ago

ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ନେଇ ମିଥ୍ୟା ଖବର: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୧୨୦ ଅବସରପ୍ରାପ୍ତ ଯବାନ

ନୂଆଦିଲ୍ଲୀ, ୧୫।୧୦: ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ଥିବା ନେଇ ମିଥ୍ୟା ଖବର ସୋସିଆଲ୍‌ ମିଡ଼ିଆରେ ୨୦୧୩ ମେ’ଠାରୁ ପ୍ରଚାରିତ ହେବାରେ ଲାଗିଛି। ଏହାର ବିରୋଧ କରି…

6 years ago

ଲଦାଖରେ ୧୬ ହଜାର ଫୁଟ ଉଚ୍ଚରେ ପ୍ରବଳ ଥଣ୍ଡାରେ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟୁଛି !

ଲେହ, ୧୫।୧୦: ପୂର୍ବ ଲଦାଖରେ ସମୁଦ୍ର ପତ୍ତନଠାରୁ ୧୬ ହଜାର ଫୁଟ ଉଚ୍ଚରେ ୫ ହଜାର ଚାଇନା ସୈନ୍ୟ ମୁତୟନ ହୋଇଛନ୍ତି। ତେବେ ପ୍ରବଳ ଥଣ୍ଡାଯୋଗୁ ଏଠାରେ…

6 years ago

ମୋଦିଙ୍କ ସମ୍ପତ୍ତି ବଢ଼ିଛି, ଶାହାଙ୍କର କମିଛି

ନୂଆଦିଲ୍ଲୀ, ୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ନିଜ ନିଜର ସମ୍ପତ୍ତିର ସୂଚନାକୁ ସାର୍ବଜନୀକ କରିଛନ୍ତି। ଏହି ସୂଚନା www.pmindia.gov.inରେ ଉପଲବ୍ଧ ହେଉଛି। ଏଥିରେ…

6 years ago

କୁପଓ୍ବାରାରେ ବାଟ୍‌ ଆକ୍ରମଣ ଉଦ୍ୟମ ପଣ୍ଡ: ଜୀବନ ବିକଳରେ ଦୌଡ଼ିଲେ ପାକିସ୍ତାନୀ କମାଣ୍ଡର-ଆତଙ୍କବାଦୀ

ଶ୍ରୀନଗର, ୧୫।୧୦: ଜମ୍ମୁ-କଶ୍ମୀରରେ ଭାରତୀୟ ସେନା ପକ୍ଷରୁ ପାକିସ୍ତାନ ସୈନ୍ୟ ବାହିନୀର ବର୍ଡର ଆକ୍ସନ୍‌ ଟିମ୍‌(ବାଟ୍‌)ର ଏକ ଆକ୍ରମଣ ଉଦ୍ୟମକୁ ପଣ୍ଡ କରି ଦିଆଯାଇଛି। କୁପଓ୍ବାରା ଜିଲାର…

6 years ago

ପୃଥ୍ବୀ, ଅଗ୍ନି, ବ୍ରହ୍ମୋସ୍‌ ହେଉଛନ୍ତି କଲାମ୍‌ଙ୍କର ୩ ପୁଅ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। କଲାମ ଅବିବାହିତ ହୋଇ ମଧ୍ୟ…

6 years ago

ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଦେଶ

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ଏହି ଅବସରରେ ବହୁ ପ୍ରତିଷ୍ଠିତ ବ୍ୟକ୍ତି କଳାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

6 years ago

ବିହାରରେ ଏକ୍‌ଜିଟ୍‌ ପୋଲ ଉପରେ କଟକଣା

ନୂଆଦିଲ୍ଲୀ, ୧୫ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ନିିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ଅକ୍ଟୋବର ୨୮ ସକାଳ ୭ଟାରୁ…

6 years ago