ଶ୍ରୀନଗର,୧୭।୭:ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ଲଦାଖରେ ପହଞ୍ଚିଛନ୍ତି। ତାଙ୍କ ସହ ଡିଫେନ୍ସ ଷ୍ଟାଫ ଜେନେରାଲ ମୁଖ୍ୟ ଜେନେରାଲ ବିପିନ ରାୱତ ଏବଂ ସେନା ମୁଖ୍ୟ ଜେନେରାଲ…
ଗୁଆହାଟୀ,୧୭ା୭(ଆଇଏଏନ୍ଏସ୍):ଆସାମରେ ବନ୍ୟା ସ୍ଥିତି ସଙ୍ଗିନ୍ ରହିଛି। ଗୁରୁବାର ଆଉ ୫ ଜଣଙ୍କ ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭୧ରେ ପହଞ୍ଚତ୍ଛି। ୨୭ ଜିଲାରୁ ପ୍ରାୟ…
ରାଞ୍ଚତ୍,୧୭ା୭:(ଆଇଏଏସ୍ଏସ୍):ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ରାଜନୈତିକ ସଙ୍କଟ ପରେ ଏବେ ଝାଡ଼ଖଣ୍ଡର କଂଗ୍ରେସ ବିଧାୟକମାନେ ଭାଜପା ଶିବିରକୁ ଡେଇଁପାରନ୍ତି ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାଜପା ଏବେ କଂଗ୍ରେସର…
ନୂଆଦିଲ୍ଲୀ,୧୭ା୭:ଭାରତର ଦ୍ୱିତୀୟ କୋଭିଡ୍ ଟିକା ଜିକୋଭ-ଡିର ମାନବ ଶରୀରରେ ପରୀକ୍ଷା ଆରମ୍ଭ ହୋଇଛି। ଜାଇଡସ୍ କାଡିଲା କମ୍ପାନୀ ଦ୍ୱାରା ପ୍ରସ୍ତୁତ ଏହି ଟିକା ପାଇଁ ବାୟୋଟେକ୍ନୋଲୋଜି ବିଭାଗ…
କୋଲକାତା,୧୭ା୭(ପି.ଟି.):କଲିକତା ହାଇକୋର୍ଟ ମୁଖ୍ୟ ବିଚାରପତି ଟିବିଏନ୍ ରାଧାକ୍ରିଷ୍ଣନ୍ ବିଚାର ବିଭାଗୀୟ ବ୍ୟବସ୍ଥାରେ ଏକ ନୂଆ ପରମ୍ପରା ଆରମ୍ଭ କରିଛନ୍ତି। ତାଙ୍କୁ ‘ମାଇଁ ଲର୍ଡ’ କିମ୍ବା ‘ଲର୍ଡଶିପ୍’ ପରିବର୍ତ୍ତେ…
ରାୟପୁର, ୧୬।୭- ଚାଷୀଙ୍କଠାରୁ ୨ ଟଙ୍କାରେ ଗୋବର କିଲୋ କିଣିବାକୁ ଛତିଶଗଡ଼ ଭୂପେଷ ବାଘେଲା ସରକାର ନିଷ୍ପତ୍ତି ନେଇଛନ୍ତି। ‘ଗୋଦାନ ନ୍ୟାୟ ଯୋଜନା’ରେ ଚାଷୀଙ୍କଠାରୁ ସିଧାସଳଖ କିଲୋ…
କରୋନା ସଂକ୍ରମଣ ଯୋଗୁ ସମଗ୍ର ବିଶ୍ୱରେ ଲକ୍ଡାଉନ୍ ଜାରିରହିଛି। କେତେକ ସ୍ଥାନରେ ଲକ୍ଡାଉନ୍ ଶେଷ ହୋଇଥିବା ବେଳେ ଆଉ କେଉଁଠି ଦ୍ୱିତୀୟ, ତୃତୀୟ ଥର ଲକ୍ଡାଉନ୍ ଜାରି…
ଭୋପାଳ,୧୬।୭: ମଧ୍ୟପ୍ରଦେଶର ଗୁନା ଜିଲାରେ ଏକ ଜମିକୁ ଖାଲି କରିବାକୁ ଯାଇଥିବା ପୋଲିସର ବର୍ବରକାଣ୍ଡକୁ ନେଇ ଚାରିଆଡୁ ପ୍ରତିକ୍ରିୟା ମିଳୁଛି। ଏହି କ୍ରମରେ କଂଗ୍ରେସର ପୂର୍ବ ଅଧ୍ୟକ୍ଷ…
ନୂଆଦିଲ୍ଲୀ,୧୬।୭: ପାକିସ୍ତାନ ଜେଲରେ ବନ୍ଦିଥିବା କୁଳଭୂଷଣ ଯାଦବ ମାମଲାରେ ଭାରତକୁ ଦ୍ୱିତୀୟ କନସୁଲାର ଆକ୍ସେସ ଦେକାବୁ ଶେଷରେ ରାଜି ହୋଇଛନ୍ତି ପାକିସ୍ତାନ ସରକାର। କୁଳଭୂଷଣଙ୍କ ମାମଲାରେ ଭାରତ…
ଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ଧନୀ ବ୍ୟକ୍ତି ନିଜ ସନ୍ତାନକୁ ନାମୀ ସ୍କୁଲରେ ଆଡମିଶନ କରିବା ପାଇଁ ଏମିତି ପନ୍ଥା…