ଜାତୀୟ

ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ…

6 years ago

ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ଚାକିରି ଦେବେ ସରକାର

କୋଲକାତା, ୬।୧୦: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ହୋମ୍‌ଗାର୍ଡ ଚାକିରି ଦେବାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି।…

6 years ago

ହରିୟାଣା ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ଼, ୬।୧୦: ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତଲା କରୋନା ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ହୋଇଥିବା ନେଇ ଦୁଶ୍ୟନ୍ତ ନିଜେ ସୂଚନା ଦେବା ସହ ଭଲ ଅନୁଭବ…

6 years ago

ବିହାର ନିର୍ବାଚନ ପାଇଁ ଆସନ ଭାଗବଣ୍ଟା: ଜାଣନ୍ତୁ ଜେଡିୟୁ, ଭାଜପା କେତେ ଆସନରେ ଲଢ଼ିବେ

ପାଟନା, ୬।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ମହାମେଣ୍ଟ ଗଠନ ହେବାପରେ ଏବେ ଏନ୍‌ଡିଏ ପକ୍ଷରୁ ମଙ୍ଗଳବାର ଆସନ ଭାଗବଣ୍ଟା ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

6 years ago

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଭାଇ ଅନିଲଙ୍କ ପରଲୋକ

ମୁମ୍ବାଇ, ୬।୧୦: ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅଜୟ ଦେବଗନଙ୍କ ଭାଇ ଅନିଲ ଦେବଗନଙ୍କ ଦେହାନ୍ତ ହୋଇଛି। ନିଜେ ଅଜୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ କେଉଁ…

6 years ago

ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ: ଗୋଟିଏ ଦିନ ପୂର୍ବରୁ ରାହୁଲଙ୍କ ସହ କରିଥିଲେ ରାଲି

ଚଣ୍ଡିଗଡ଼,୬ ।୧୦: ପଞ୍ଜାବର ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଂ ସିଦ୍ଧୁ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଏହାକୁ ନେଇ ସାରା ପଞ୍ଜାବ ସମେତ କଂଗ୍ରେସ ଦଳରେ ଭୟର…

6 years ago

କରୋନାରେ ମୃତ ୪ଶହ ଲୋକଙ୍କ ଅନ୍ତିମ ସଂସ୍କାର କରିଛନ୍ତି ଏହି ବ୍ୟକ୍ତି

କରୋନା ସମୟରେ ଅନେକ ଘଟଣା ଶୁଣିବାକୁ ମିଳିଛି। ଅନେକ ଲୋକଙ୍କର କାମଧନ୍ଦା ବନ୍ଦ ହୋଇଯାଇଛି ତ ଆଉ କେହି ଶହରରୁ ଜୀବିବା ହରାଇ ଗାଁକୁ ଚାଲିଆସିଛନ୍ତି। ଅଧିକାଂଶ…

6 years ago

କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି ସଚେତନତା…

6 years ago

ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରର ଦୁଃଖ ଦେଖୁଛି ଦେଶ: ରାହୁଲ

ଚଣ୍ଡିଗଡ଼,୬ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍କଳବାର ହାଥରସ ବଳାତ୍କାର ଘଟଣାକୁ ନେଇ ପୁଣିଥରେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ଏକ ଖବରଦାତା…

6 years ago

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ ଆବଣ୍ଟନରେ…

6 years ago