ଜାତୀୟ

ପତଞ୍ଜଳିର କରୋନିଲକୁ ମହାରାଷ୍ଟ୍ର ଆସିବା ମନା: ନକଲି ଔଷଧ ରାଜ୍ୟରେ ହେବନି ବିକ୍ରି, କହିଲେ ମନ୍ତ୍ରୀ

ମୁମ୍ବାଇ, ୨୫।୬: ପତଞ୍ଜଳି ପକ୍ଷରୁ କରୋନା ପାଇଁ ପ୍ରସ୍ତୁତ କରାଯାଇଥିବା କରୋନିଲକୁ ରାଜ୍ୟରେ ବିକ୍ରି ଲାଗି ମହାରାଷ୍ଟ୍ର ସରକାର ମନା କରିଛନ୍ତି। କୌଣସି ନକଲି ଔଷଧର ବିକ୍ରି…

6 years ago

ଜରୁରୀକାଳୀନ ପରିସ୍ଥିତିକୁ ୪୫ ବର୍ଷ ବିତିଲେ ବି ବଦଳିନି କଂଗ୍ରେସର ମାନସିକତା: ଶାହା

ନୂଆଦିଲ୍ଲୀ, ୨୫।୬: ଦେଶରେ ଜରୁରୀକାଳୀନ ପରିସ୍ଥିତିକୁ ଇତିମଧ୍ୟରେ ୪୫ ବର୍ଷ ବିତିଛି। ୧୯୭୫ ଜୁନ୍‌ ୨୫ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ସମ୍ପର୍କରେ ଘୋଷଣା କରାଯାଇଥିଲା। ତତ୍‌କାଳୀନ…

6 years ago

ଅଧାରାତିରେ ଥରିଲା ମିଜୋରାମ

ଆଇଜଲ, ୨୫।୬: ମିଜୋରାମରେ ବୁଧବାର ବିଳମ୍ବିତ ରାତ୍ରରେ ଭୂକମ୍ପ ଅନୁଭୁତ ହୋଇଛି। ରାତ୍ର ୧ଟା ୧୪ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫…

6 years ago

ହାଜତରେ ବାପ-ପୁଅଙ୍କ ମୃତ୍ୟୁ

ତୁତିକୋରିନ୍‌ (ତାମିଲନାଡ଼ୁ), ୨୫ା୬: ତାମିଲନାଡ଼ୁର ସଥନକୁଲମ୍‌ ପୋଲିସଷ୍ଟେଶନରେ ବାପା-ପୁଅଙ୍କ ହାତଜ ମୃତ୍ୟୁକୁ ନେଇ ପରିସ୍ଥିତି ସରଗରମ୍‌ ହୋଇପଡ଼ିଛି। ଏହାକୁ ବିରୋଧ କରି ବୁଧବାର ଜିଲାର ସମସ୍ତ ଦୋକାନ…

6 years ago

ଭର୍ତ୍ତୃହରିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

ଚେନ୍ନାଇ, ୨୫ା୬: ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୦ ସଦସ୍ୟଙ୍କୁ ୨୦୨୦ର ସଂସଦରତ୍ନ ପୁରସ୍କାର ଦିଆଯିବ। ସପ୍ତଦଶ ଲୋକ ସଭାର ପ୍ରଥମ ବର୍ଷରେ ସେମାନଙ୍କ…

6 years ago

ମହାକାଶ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସୁଯୋଗ

ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ମହାକାଶ କ୍ଷେତ୍ରରେ ବଡ଼ ସଂସ୍କାର ଆଣିବା ଲାଗି ଐତିହାସିକ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର…

6 years ago

ଅଭାବନୀୟ ଘଟଣା: ଶୌଚ ଯାଇଥିବାବେଳେ ପ୍ରସବ କଲେ ମହିଳା, ଜଙ୍ଗଲୀ ଜନ୍ତୁଙ୍କ ଶିକାର ହେଲା ନବଜାତ

ଆଗ୍ରା, ୨୪।୬- ଉତ୍ତର ପ୍ରଦେଶର ଆଗ୍ରା ସହରରୁ ସମସ୍ତଙ୍କୁ ଚକିତ କଲା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ପିନାହଟ ଥାନା ଅନ୍ତର୍ଗତ ଯୋଧପୁର ଗ୍ରାମରେ ଶିଳ୍ପି…

6 years ago

ମହାରାଷ୍ଟ୍ର ପରେ ଏବେ ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୩୭୮୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ…

6 years ago

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ…

6 years ago

ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ

ମୁମ୍ବାଇ,୨୪।୫: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ ବୁଧବାରକୁ ଆସିଛି। ଏହି ରିପୋର୍ଟରେ ସୁଶାନ୍ତଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହେବାରୁ ହୋଇଥିବା ନେଇ ଦର୍ଶାଯାଇଛି।…

6 years ago