ଜାତୀୟ

୨ ହଜାର କିମି ଚାଲି ଚାଲି ଘରେ ପହଞ୍ଚିଲେ ଶ୍ରମିକ, ଘର ପାଖରେ ସାପ କାମୁଡିବାରୁ ଜୀବନଗଲା

ଗୋଣ୍ଡା,୨।୬: ଉତ୍ତରପ୍ରଦେଶର ଗୋଣ୍ଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଙ୍ଗାଲୁରୁରୁ ଗୋଣ୍ଡା ପ୍ରାୟ ୨ ହଜାର କିମି ଚାଲି ଚାଲି ଆସିଥିବା ଜଣେ ଶ୍ରମିକଙ୍କ ସାପ…

6 years ago

‘ନିଖୋଜ ଏମ୍‌ପିଙ୍କୁ ପ୍ରଶ୍ନ’ ପୋଷ୍ଟର ଭାଇରାଲ: ପ୍ରତିକ୍ରିୟା ରଖିଲେ ସ୍ମୃତି

ଆମେଠି,୨।୬: ଉତ୍ତରପ୍ରଦେଶର ଆମେଠିରେ ଲକ୍‌ଡାଉନ ୫.୦ ଆରମ୍ଭ ହେବା ପରେ ସାଧାରଣ ଜୀବନଯାତ୍ରା ଧିରେ ଧିରେ ସ୍ବାଭାବିକ ହେବାରେ ଲାଗିଛି। ଏହାରି ଭିତରେ ବି ରାଜନୀତି ଜୋର…

6 years ago

୨ ଲକ୍ଷ ଛୁଇଁବାକୁ ଯାଉଛି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨।୬: ଦେଶରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୧୭୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୨୦୪ ଜଣଙ୍କ…

6 years ago

ବୈଷ୍ଣୋଦେବୀ ଯାତ୍ରା: କଟ୍ରାରେ ୫୦ ଘୋଡ଼ା ସହିତ ଚାଳକଙ୍କ କରୋନା ପରୀକ୍ଷା

କଟ୍ରା, ୨।୬: ଜୁନ୍‌ ୮ରୁ ମାତା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ ହେବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ମନ୍ଦିର କର୍ତ୍ତୃପକ୍ଷ ବେଶ୍‌ ସକ୍ରିୟ ହେବାରେ ଲାଗିଛନ୍ତି।…

6 years ago

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ ଉଠିଛି।…

6 years ago

୧୩ ପାକ୍‌ ଆତଙ୍କବାଦୀ ନିହତ

ଜମ୍ମୁ,୨।୬: ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଥିବା ୧୩ ପାକିସ୍ତାନୀ ଆତଙ୍କବାଦୀ ଭାରତୀୟ ସେନାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ଏଥିସହ ଏକ ଟେରର୍‌ ଲଞ୍ଚ୍‌ପ୍ୟାଡ୍‌କୁ ମଧ୍ୟ ଧ୍ୱଂସ…

6 years ago

‘ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଗ୍ରହଣୀୟ ନୁହେଁ’

ନୂଆଦିଲ୍ଲୀ,୨ା୬(ପି.ଟି.): ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଏବଂ ରୁକ୍ଷ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଏଗୁଡ଼ିକ ଭିଡ଼ ମାନସିକତାର ପରିଣାମ…

6 years ago

ଭାରତରେ ପ୍ରଥମ ରଙ୍ଗ ବଦଳାଉଥିବା ବିରଳ ମାଛର ସନ୍ଧା

କୋଚି,୨।୬: ସେଣ୍ଟ୍ରାଲ ମେରାଇନ ମତ୍ସ୍ୟ ପ୍ରତିଷ୍ଠାନ (ସିଏମ୍‌ଏଫ୍‌ଆର୍‌ଆଇ) ର ବୈଜ୍ଞାନିକମାନେ ଏକ ବିରଳ ମାଛର ସନ୍ଧାନ କରିଛନ୍ତି। ଏହି ମାଛ ନିଜର ରଙ୍ଗ ପରିବର୍ତ୍ତନ କରିବା ସହ…

6 years ago

ଡିପ୍ରେସନର ରୂପ ନେଲା ‘ନସର୍ଗ’

ନୂଆଦିଲ୍ଲୀ,୧।୬: କ୍ରମଶଃ ଉଗ୍ରରୂପ ଧାରଣ କରୁଛି ବାତ୍ୟା ‘ନସର୍ଗ’। ସୋମବାର ଏହା ଡିପ୍ରେସନର ରୂପ ନେଇଥିବା ବେଳେ ଆଗାମୀ ୧୨ ଘଣ୍ଟା ପରେ ଏହା ଡିପ୍‌ ଡିପ୍ରେସନର…

6 years ago

୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ ଆସନରେ…

6 years ago