ଜାତୀୟ

ରାଜନେତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୧୩।୬: ବଲିଉଡ୍‌ ନାୟକ ଅନିଲ କପୁର, ରିତେଶ ଦେଶମୁଖ, ନାୟିକା ଦିଶା ପାଟନି ପ୍ରମୁଖ ମହାରାଷ୍ଟ୍ରର ଶିବସେନା ନେତା ତଥା କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେଙ୍କୁ ଜନ୍ମଦିନ…

6 years ago

ମହାରାଷ୍ଟ୍ରରେ କମିଲା କରୋନା ଟେଷ୍ଟର ଦାମ

ମୁମ୍ବାଇ,୧୩।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ଅତିକ୍ରମ କରିଥିବା ବେଳେ ଏହା ସରକାରଙ୍କ ପାଇଁ ଚିନ୍ତାର…

6 years ago

ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦିଙ୍କୁ କରୋନା

ଇସଲାମବାଦ:ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ…

6 years ago

ସୁସ୍ଥ ହେଲେ ଜଣେ କରୋନା ଆକ୍ରାନ୍ତ, ଅନ୍ୟ ଜଣଙ୍କୁ ମିଳିଲା ହସ୍ପିଟାଲରୁ ଛୁଟି

ଗୁଆହାଟୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବ୍ୟସ୍ଥତା ମଧ୍ୟରେ ବେଳେବେଳେ ହସ୍ପିଟାଲ ପକ୍ଷରୁ କେତେକ ଭୁଲ ଭଟକା ମଧ୍ୟ ହୋଇ ଯାଉଛି।…

6 years ago

ସାଇକେଲ ରୋକିବ କରୋନା ସଂକ୍ରମଣ: ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ସରକାରଙ୍କୁ କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ ସାଇକେଲ…

6 years ago

ନ ଛୁଇଁଲେ ବି ବାଜିବ ମନ୍ଦିରର ଘଣ୍ଟି

ମନ୍ଦସୌର,୧୩।୬: କରୋନା ସଂକ୍ରମଣକୁ ନେଇ ଲାଗୁ କରାଯାଇଥିବା ଲକ୍‌ଡାଉନ ହଟିବା ପରେ ଏବେ ଧାର୍ମିକସ୍ଥଳ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ହେଲେ ସେଠାରେ ସାମାଜିକ ଦୂରତା ବାଧ୍ୟତାମୂଳକ…

6 years ago

ପ୍ରତି ଲକ୍‌ଡାଉନ ପରେ ବଢ଼ିଛି ଆକ୍ରାନ୍ତଙ୍କ ସଂଖ୍ୟା, ସରକାର ଗୋଟିଏ ପ୍ରକାର ଭୁଲ କରି ନୂଆ ପରିଣାମର ରଖୁଛନ୍ତି ଆଶା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୩।୬: ଦେଶରେ ଜାରି ହୋଇଥିବା ଲକ୍‌ଡାଉନ ନେଇ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ଶନିବାର ରାହୁଲ ଗାନ୍ଧୀ…

6 years ago

କରୋନା ଟେଷ୍ଟ ବଢାଇବାକୁ ହେଲେ ଗାଇଡଲାଇନ୍‌ ବଦଳାଉ ଆଇସିଏମ୍‌ଆର୍‌: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାର ଟେଷ୍ଟକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏମିତି ପ୍ରଶ୍ନର ଉତ୍ତର ଦେବାକୁ ଯାଇ…

6 years ago

ମୌସୁମୀ ଆସିଲେ ବଢିବ କରୋନା ସଂକ୍ରମଣ!

ନୂଆଦିଲ୍ଲୀ,୧୩।୬: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି। ମହାରାଷ୍ଟ୍ରରେ…

6 years ago

୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶମିକଙ୍କ ଖାତାରେ ହଜାରେ ଲେଖାଏ ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଉତ୍ତରପ୍ରଦେଶ ସରକାର ଶନିବାର ୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୧୦ଲକ୍ଷ…

6 years ago