ଜାତୀୟ

୧୬, ୧୭ରେ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ, ୧୩ା୬: ଭାରତରେ ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ବିଶ୍ୱରେ ବ୍ରିଟେନକୁ ଟପି ଚଚୁର୍ଥ ସ୍ଥାନରେ ପହଞ୍ଚିଥିବା ଭାରତରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ…

6 years ago

ଦିଲ୍ଲୀ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୬(ପି.ଟି.): ଦିଲ୍ଲୀ ମେଡିକାଲ ଓ୍ବାର୍ଡଗୁଡ଼ିକର ଦୟନୀୟ ସ୍ଥିତିକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ଦିଲ୍ଲୀ ହସ୍ପିଟାଲରେ କରୋନା ରୋଗୀଙ୍କୁ ପ୍ରାଣୀଙ୍କ ଠାରୁ…

6 years ago

ଯୁଦ୍ଧବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କର ନାହିଁ

ନୂଆଦିଲ୍ଲୀ,୧୩ା୬(ପି.ଟି.): ଯୁଦ୍ଧ ବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ ରଖାଯାଇପାରିବ ନାହିଁ। କରୋନା ବିରୋଧୀ ଲଢ଼େଇରେ ସାମିଲ ଡାକ୍ତରଙ୍କୁ ବେତନ ପ୍ରଦାନରେ ବିଳମ୍ବ କରାଯିବା ଉଚିତ ନୁହେଁ। ତୁରନ୍ତ ଅର୍ଥ…

6 years ago

ନେପାଳ ପୋଲିସ ଗୁଳିରେ ଭାରତୀୟ ମୃତ

ନୂଆଦିଲ୍ଲୀ,୧୩ା୬(ପି.ଟି.): ବିହାରର ସୀତାମାଢ଼ି ଜିଲା ସୀମାନ୍ତରେ ନେପାଳ ପୋଲିସର ଆଖିବୁଜା ଗୁଳିମାଡ଼ରେ ଜଣେ ଭାରତୀୟଙ୍କ ମୃତ୍ୟୁ ହେବା ସହ ୪ ଆହତ ହୋଇଛନ୍ତି। ସୋନେବର୍ଷା ଥାନା ପିପ୍ରା…

6 years ago

କରୋନା ନେଲା କିସିଂ ବାବାଙ୍କ ଜୀବନ

ଭୋପାଳ/ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନାର ତାଣ୍ଡବ ଜାରି ରହିଥିବା ବେଳେ କିସିଂ ବାବା ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଆସ୍‌ଲାମର ଆତ୍ମଘୋଷିତ ଭଗବାନ ଭୂତାଣୁ ଆକ୍ରାନ୍ତ ହୋଇ ପ୍ରାଣ…

6 years ago

ଦେବେଗୌଡ଼ା, ଖାର୍ଗେ ରାଜ୍ୟ ସଭାକୁ ନିର୍ବାଚିତ

ବେଙ୍ଗାଲୁରୁ,୧୩ା୬(ଆଇଏଏନ୍‌ଏସ୍‌): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ସୁପ୍ରିମୋ ଏଚ୍‌.ଡି. ଦେବେଗୌଡ଼ା ଏବଂ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ…

6 years ago

ଦେଶରେ ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନା ସ୍ଥିତି ଅସମ୍ଭାଳ ଆଡ଼କୁ ଗତି କରୁଛି। ବିଶ୍ୱ ସହ ତାଳଦେଇ ଭାରତରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ହୁ ହୁ ହୋଇ…

6 years ago

ହାଇବ୍ରିଡ୍‌ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୩ା୬ : ଏଥର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ହାଇବ୍ରିଡ୍‌ ହୋଇପାରେ। ଅର୍ଥାତ୍‌ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ସଦସ୍ୟଙ୍କ ଉପସ୍ଥିତି ବ୍ୟକ୍ତିଗତ ଏବଂ ଭର୍ଚୁଆଲ…

6 years ago

ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ…

6 years ago

ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍‌: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ…

6 years ago