ଜାତୀୟ

ଆଇସିୟୁରୁ ବାହାରକୁ ଆସିଲେ ରାହୁଲ

ମୁମ୍ବାଇ,୨।୧୨: ଆଶିକି ଫେମ୍‌ ଅଭିନେତା ରାହୁଲ ରୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସୁଛି। ମଙ୍ଗଳବାର ତୁଳନାରେ ବୁଧବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅଳ୍ପବହୁତେ ସୁଧାର ଆସିଥିବା ଜଣାପଡ଼ିଛି। ବୁଧବାର…

6 years ago

ଜନ ଗଣ ମନ… ବଦଳାଇବା ପାଇଁ ଦାବି

ନୂଆଦିଲ୍ଲୀ,୨।୧୨: ରାଷ୍ଟ୍ର ଗାନ ଜନ ଗଣ ମନ...କୁ ପରିବର୍ତ୍ତନ କରିବା ପାଇଁ ଦାବି ହୋଇଛି। ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ…

6 years ago

ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀଙ୍କ ବିରୋଧରେ କବିତା ଚୋରି ଅଭିଯୋଗ

ଭୋପାଳ,୨।୧୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସ୍ତ୍ରୀ ସାଧନା ସିଂଙ୍କ ବିରୋଧରେ କବିତା ଚୋରି ଅଭିଯୋଗ ହୋଇଛି। ସାଧନା ଅନ୍ୟ ଜଣେ ଯୁବତୀଙ୍କର କବିତାକୁ ଚୋରି…

6 years ago

କରୋନା ମାର୍ଗଦର୍ଶିକାକୁ ଫୁ: ଭାଜପା ନେତାଙ୍କ ନାତୁଣୀ ନିର୍ବନ୍ଧରେ ୬ ହଜାରରୁ ଅଧିକ ଅତିଥି

ସୁରଟ,୨।୧୨: ଗୁଜରାଟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଏଥିରୁ ଦୂରେଇ ରହିବା ପାଇଁ କଡ଼ା ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ମାର୍ଗଦର୍ଶିକାକୁ…

6 years ago

ଫିଲ୍ମ ସିଟିକୁ ନେଇ ମୁହାଁମୁହିଁ: ପ୍ରତିଯୋଗିତା ସ୍ବାଗତ ଯୋଗ୍ୟ, ଧମକକୁ ସହ୍ୟ କରାଯିବ ନାହିଁ

ମୁମ୍ବାଇ,୨।୧୨: ନୋଏଡ଼ାରେ ଫିଲ୍ମ ସିଟି ନିର୍ମାଣ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ମହାରାଷ୍ଟ୍ର ପ୍ରତିପକ୍ଷ ଉଦ୍ଧବ ଠାକ୍‌ରେ ମୁହାଁମୁହିଁ ହୋଇଛନ୍ତି। ଉଦ୍ଧବ କହିଛନ୍ତି ଯେ,…

6 years ago

କୃଷି ମନ୍ତ୍ରୀଙ୍କୁ ଚା, ପକୋଡାର ସ୍ବାଦ ଚାଖିବାକୁ ନିମନ୍ତ୍ରଣ କଲା କୃଷକ ସଂଗଠନ

ନୂଆଦିଲ୍ଲୀ,୨।୧୨: କୃଷକ ସଂଗଠନର ନେତାମାନେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ସେମାନଙ୍କ ପିକେଟିଂସ୍ଥଳକୁ ଆସି ଜିଲାପି, ଚା-ପକୋଡା’ର ସ୍ବାଦ ଚାଖିବାକୁ ନିମନ୍ତ୍ରଣ କରିଛନ୍ତି। ମନ୍ତ୍ରୀ ସେଠାକୁ…

6 years ago

ବିମାନର ୨ ଝରକାକୁ ଦେଖି ଭୟଭୀତ ହେଲେ କର୍ମଚାରୀ

କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଏଭଳି ଘଟଣା ଘଟିଛି ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେଠାରେ ମହୁମାଛିମାନେ…

6 years ago

ସରୁନି ଦୁଃଖ: ତାମିଲ୍‌ନାଡୁ ମୁହାଁ ସାମୁଦ୍ରିକ ଝଡ଼ ‘ବୁରେଭି’

ଚେନ୍ନାଇ,୨।୧୨: ଗତ ସପ୍ତାହରେ ସାମୁଦ୍ରିକ ଝଡ଼ ‘ନିଭାର’ ଯୋଗୁ ତାମିଲନାଡୁ, କେରଳ, ପୁଡୁଚେରୀର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏବେ ପୁଣି ବଙ୍ଗୋପସାଗରରେ ସାମ୍ରଦିକ ଝଡ଼…

6 years ago

ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ୩୬ ବର୍ଷ ପରେ ବି ମିଳିନି ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୬ ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି…

6 years ago

ସନ୍ନି ଦେଓଲ କରୋନା ପଜିଟିଭ୍‌

ଗୁରୁଦାସପୁର,୨।୧୨: ଗୁରୁଦାସପୁର ଏମ୍‌ପି ସନ୍ନି ଦେଓଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ବୁଧବାର ସନ୍ନି ଟୁଇଟ୍‌ କରି ଜଣାଇଛନ୍ତି। ସେ ଏବେ କ୍ୱାରାଣ୍ଟାଇନ୍‌ରେ…

6 years ago