ଜାତୀୟ

ମୋଦିଙ୍କ ମୟୂର ପ୍ରେମ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ କିପରି ମୟୂର ସହ ସମୟ କଟାଉଛନ୍ତି ତାହା ଏବେ ଦେଖିବାକୁ ମିଳିଛି। ଇନଷ୍ଟାଗ୍ରାମରେ ଏବେ ଏକ ଭିଡିଓ ଦର୍ଶାଉଛି…

6 years ago

ପାସପୋର୍ଟରେ ମା’ଙ୍କ ନାଁ ବଦଳାଇବାକୁ ଚାହୁଛନ୍ତି ମେହେବୁବାଙ୍କ ଝିଅ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରେଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତିଙ୍କ ସାନ ଝିଅ ଏବେ ପାସପୋର୍ଟରେ ମା’ ମେହେବୁବାଙ୍କ ନାଁରେ ପରିବର୍ତ୍ତନ ଚାହୁଁଛନ୍ତି।…

6 years ago

ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା ଜାରି…

6 years ago

ପୂର୍ବତନ ରାଷ୍ଟ୍ରପତିଙ୍କ ଅବସ୍ଥା ଏବେବି ସଙ୍କଟାପନ୍ନ

ନୂଆଦିଲ୍ଲୀ,୨୩।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁ ନ ଥିବା କହିଛି ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲ। ଏବେ ସେ କୋମାରେ ରହିଥିବା…

6 years ago

ହିସାରରେ ମିଳିବ ଗଧ କ୍ଷୀର: ୧ ଲିଟରର ଦାମ ୭ ହଜାର ଟଙ୍କା!

ହିସାର,୨୩।୮: ଆମେ ସମସ୍ତେ ଗାଈ, ମଇଁଷି ଅବା ଛେଳି କ୍ଷୀରର ବ୍ୟବହାର ବିଷୟରେ ଜାଣିଛେ। ହେଲେ ଗଧ କ୍ଷୀର କଥା ଶୁଣିଲେ ସାମାନ୍ୟ ଭ୍ରୁକୁଞ୍ଚନ ସୃଷ୍ଟି ହୁଏ।…

6 years ago

ଥାନାରେ ବସି ମଦ ପିଇବା ମଡ଼ିଲା ମହଙ୍ଗା: ପୋଲିସ ବାବୁଙ୍କ ଭିଡ଼ିଓ ଭାଇରାଲ

କାନପୁର, ୨୩।୮: ଥାନାରେ ବସି ମଦ ପିଇବା ଜଣେ ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଛି। ଏବେ ସୋସିଆଲ୍‌ ମିଡ଼ିଆରେ ମଦ ପିଉଥିବା ଥାନା ବାବୁ ଜେ.ପି. ସିଂ…

6 years ago

କଶ୍ମୀର ଆଇଏସ୍‌ ସଂଗଠନର ପର୍ଦ୍ଦାଫାଶ୍‌: ୫ ଗିରଫ

ଶ୍ରୀନଗର, ୨୩।୮: କଶ୍ମୀରରେ ଗଠିତ ହୋଇଥିତ୍ବା ଏକ ଆଇଏସ୍‌ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାଶ୍‌ ହୋଇଛି। ଏହି ଘଟଣାରେ ସଂଗଠନ ସହିତ ସମ୍ପୃକ୍ତି ଥିବା ୫ ଜଣଙ୍କୁ ଗିରଫ…

6 years ago

ପୋଲିସ ଟିମ୍‌କୁୁ ନିସ୍ତୁକ ପିଟିଲେ ଲୋକେ: ୨ ଗୁରୁତର ଆହତ

ଲକ୍ଷ୍ନୌ, ୨୩।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ସୀତାପୁର ଅଞ୍ଚଳର ମାନପୁର ଥାନା ଅନ୍ତର୍ଗତ ଫୁଲପୁର ଗାଁରେ ଜମିଜମା ଗଣ୍ଡଗୋଳ…

6 years ago

୧୦୫ କିମି ସାଇକେଲ ଚଲାଇ ପୁଅକୁ ପରୀକ୍ଷା କେନ୍ଦ୍ର ନେଇଥିବା ପିତାଙ୍କ ପାଇଁ ଦେବଦୂତ ସାଜିଲେ ଆନନ୍ଦ ମହିନ୍ଦ୍ରା

ଭୋପାଳ,୨୩।୮: ମଧ୍ୟପ୍ରଦେଶ ଧାର ଜିଲାରେ ଜଣେ ପିତା ପୁଅ ପରୀକ୍ଷା ଦେବା ପାଇଁ ଦୀର୍ଘ ୧୦୫ କିଲୋମିଟର ସାଇକେଲ ଚଲାଇବା ଘଟଣା ନିକଟରେ ସୋସିଆଲ ମିଡିଆରେ ଭାଇରାଲ…

6 years ago

କଂଗ୍ରେସରେ ନେତୃତ୍ୱ ସଙ୍କଟ: ପରିବର୍ତ୍ତନ ପାଇଁ ସୋନିଆଙ୍କୁ ଚିଠି ଲେଖିଲେ ୨୩ ନେତା

ନୂଆଦିଲ୍ଲୀ, ୨୩।୮: କଂଗ୍ରେସରେ ଏବେ ନେତୃତ୍ୱ ସଙ୍କଟ ଦେଖାଦେଇଛି। ଦଳର ସାଂଗଠନିକ କ୍ଷେତ୍ରରେ ଉପର ତଳ ପର୍ଯ୍ୟନ୍ତ ପରିବର୍ତ୍ତନର ଆବଶ୍ୟକତା ଥିବା ଦଳରେ ଚର୍ଚ୍ଚା ହେଉଛି। ଏନେଇ…

6 years ago