ଜାତୀୟ

କମିଲା ୧୨ ଘଣ୍ଟିଆ ଅବଧି: ଏଣିକି ରାତି ୯ରୁ ସକାଳ ୫ ଯାଏ କର୍ଫ୍ୟୁ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ୧୨ ଘଣ୍ଟିଆ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରାଯାଇଛି। ଏଣିକି…

6 years ago

ଜୁନ୍‌ ୮ରୁ ଖୋଲିବ ଧାର୍ମିକ ସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ,୩୦।୫: ଜୁନ୍‌ ପହିଲାରୁ ଏକ ମାସ ଅର୍ଥାତ ଜୁନ ୩୦ ପର୍ଯ୍ୟନ୍ତ ବଢ଼ିଛି ଲକ୍‌ଡାଉନ୍‌ ଅବଧି। ଶନିବାର ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।…

6 years ago

ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ…

6 years ago

କ୍ଷମତାର ଏକବର୍ଷ: ରେଡ୍‌ଜୋନ୍‌ରେ ଶାସନ-ଅର୍ଥନୀତି, ଅରେଞ୍ଜ୍‌ରେ ରାଜନୀତି-ଗ୍ରୀନ୍‌ରେ ବିକାଶ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂରଣ ହୋଇଛି। ଏନେଇ କିଛି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ସରକାରଙ୍କ ଗୋଟିଏ ବର୍ଷର ୬ଟି ସ୍ତମ୍ଭ…

6 years ago

କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ସରକାର କେତେ ପ୍ରସ୍ତୁତ ଅଛନ୍ତି ସେକଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆଜି…

6 years ago

ଦିଲ୍ଲୀ-ମସ୍କୋ ଏୟାର ଇଣ୍ଡିଆ ବିମାନ ପାଇଲଟ୍‌ କରୋନା ପଜିଟିଭ୍‌: ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆର ଦିଲ୍ଲୀ-ମସ୍କୋ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏହି ବିମାନର ପାଇଲଟ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଏୟାର ଇଣ୍ଡିଆ…

6 years ago

ମୋଦିଙ୍କ ନାଁର ଅର୍ଥ ବୁଝାଇଲେ ଶିବରାଜ

ଭୋପାଳ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨.୦ ସରକାରକୁ ଏକ ବର୍ଷ ପୂରଣ ହୋଇଛି। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମୋଦିଙ୍କ ନାଁର ଅର୍ଥ…

6 years ago

ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୮୦ ଜଣଙ୍କର ମୃତ୍ୟୁ ହେଲାଣି

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସରକାରଙ୍କ ପାଇଁ ସବୁଠାରୁ ବଡ ଚିନ୍ତାର କାରଣ ପାଲଟିଯାଇଛି। ବିଶେଷ କରି ରୋଜଗାର ବନ୍ଦ ହୋଇ ଯିବାରୁ ଏମାନେ…

6 years ago

କରୋନା ଚିକିତ୍ସା: ପିପିଇ କିଟ୍‌-ମାସ୍କ୍‌ ପାଇଁ ନିଆଯାଉଛି ମୋଟ ହସ୍ପିଟାଲ ବିଲ୍‌ର ୫୦ ପ୍ରତିଶତ

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମିତଙ୍କ ଚିକିତ୍ସା ନେଇ ନାନା ପ୍ରକାର ଅଭିଯୋଗ ଉଠିବାରେ ଲାଗିଛି। କେତେକ ଘରୋଇ ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ମୋଟ ବିଲ୍‌ର ୫୦…

6 years ago

ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଐତିହାସିକ ସୁଧାରରେ ପରିପୂର୍ଣ୍ଣ: ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷର କାର୍ଯ୍ୟକାଳକୁ ପ୍ରଶଂସା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଗୋଟିଏ ବର୍ଷରେ ଏହି କାର୍ଯ୍ୟକାଳ ସଫଳତା…

6 years ago