ଜାତୀୟ

ପୋଲିସ ଉପରେ ଆକ୍ରମଣ: କଟିଲା ଏଏସ୍‌ଆଇଙ୍କ ହାତ

ଚଣ୍ଡିଗଡ଼,୧୨।୪: କରୋନା ଭାଇରସକୁ ନେଇ ପଞ୍ଜାବ ସରକାର ରାଜ୍ୟରେ ଲକ୍‌ଡାଉନ ସହ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି ସମୟରେ ବାହାରକୁ ବାହାରିବାରେ କଟକଣା ରହିଛି। ହେଲେ ରବିବାର…

6 years ago

ରାଜ୍ୟରେ ଜଣେ ନ ଥିଲେ କରୋନା ପଜିଟିଭ ଏବେ କିନ୍ତୁ ସଂକ୍ରମିତଙ୍କ ସଂଖ୍ୟା ୨୯

ଗୁଆହାଟୀ,୧୨।୪: କରୋନା ଭାଇରସ କେତେବେଳେ କେଉଁଠି କିଭଳି ତାଣ୍ଡବ ରଚୁଛି ତାହା ବୁଝିବା କଷ୍ଟକର ବ୍ୟାପାର ପାଲଟିଯାଇଛି। କରୋନା ସଂକ୍ରମଣରେ ଆମେରିକା ଭଳି ବିଶ୍ୱର ଶକ୍ତିଶାଳୀ ଦେଶ…

6 years ago

ରାଜ୍ୟରେ ନାହାନ୍ତି ସ୍ବାସ୍ଥ୍ୟମନ୍ତ୍ରୀ: କୋଭିଡ-୧୯କୁ ନେଇ ମତ ରଖିଲେ କମଳନାଥ

ଭୋପାଳ,୧୨।୪: ମଧ୍ୟପ୍ରଦେଶ ଏକମାତ୍ର ରାଜ୍ୟ ଯେଉଁଠି ଏବେ କେହି ସ୍ବାସ୍ଥ୍ୟମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀ ନାହାନ୍ତି ବୋଲି ରବିବାର କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…

6 years ago

୨୨ ଦିନର ଶିଶୁକୁ କୋଳରେ ଧରି ଅଫିସ ଆସିଲେ ଆଇଏଏସ୍‌ ଅଫିସର

ବିଶାଖାପଟନମ,୧୨।୪: କରୋନା ସଙ୍କଟ ସମୟରେ ପୋଲିସ, ଡାକ୍ତର ଓ କେତେଜଣ ଅଧିକାରୀଙ୍କ ମାନବିକତାର ଚିତ୍ର ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଏମାନେ ନିଜ ଘର ପରିବାର…

6 years ago

ଲକ୍‌ଡାଉନ: ଅଭାବ ପଡିଲାଣି ଗୃହପାଳିତ ପ୍ରାଣୀଙ୍କ ଖାଦ୍ୟ

ମୁମ୍ବାଇ,୧୨।୪: କରୋନା ଭାଇରସ ପାଇଁ ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ସବୁଠି କିନ୍ତୁ ଲୋକଙ୍କୁ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯାଇଥିଲା। ଏବେ କିନ୍ତୁ…

6 years ago

ଆମେରିକା, ଚାଇନାଠାରୁ ଭାରତରେ କରୋନା ମୃତ୍ୟୁହାର ଅଧିକ !

ନୂଆଦିଲ୍ଲୀ,୧୨।୪: କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଚାଇନାରୁ ଆରମ୍ଭ ହୋଇଥିବା…

6 years ago

୨୪ ଘଣ୍ଟାରେ ୯୦୯ ନୂଆ ରୋଗୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ନୂଆଦିଲ୍ଲୀ,୧୨।୪: ସରି ସରି ଆସୁଛି ଲକ୍‌ଡାଉନ ଅବଧି। ହେଲେ ଦେଶରେ ଥମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…

6 years ago

ଇନ୍ଦୋର କରୋନା ସଂକ୍ରମଣର ହଟ୍‌ସ୍ପଟ

ଇନ୍ଦୋର,୧୨।୪: ବାଣିଜି୍ୟକ, ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସର୍ବଦା ଜଡ଼ିତ ରହିଆସିଥିବା ଇନ୍ଦୋର ସହର ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଛି। ରାଜ୍ୟରେ ମୋଟ ୩୬ କରୋନା ମୃତକଙ୍କ…

6 years ago

ପଶ୍ଚିମବଙ୍ଗରେ ଲକ୍‌ଡାଉନ ଉଲ୍ଲଂଘନ

ନୂଆଦିଲ୍ଲୀ,୧୨।୪(ପି.ଟି.): ପଶ୍ଚିମବଙ୍ଗରେ ଲକ୍‌ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପ୍ରତିବାଦ ଜଣାଇଛି। ଅଣଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ଲାଗି ସେଠାରେ ଅନୁମତି…

6 years ago

ଲକ୍‌ଡାଉନ ହୋଇ ନ ଥିଲେ ୮.୨ ଲକ୍ଷରେ ପହଞ୍ଚିଥାଆନ୍ତା ସଂକ୍ରମଣ

ନୂଆଦିଲ୍ଲୀ,୧୨।୪(ଆଇଏଏନ୍‌ଏସ୍‌): ଲକ୍‌ଡାଉନ ଓ ଅନ୍ୟାନ୍ୟ ପ୍ରତିକାରମୂଳକ ପଦକ୍ଷେପ ଯୋଗୁ ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ କମ୍‌ ରହିଛି। ତାହା ହୋଇ ନ ଥିଲେ ଏପ୍ରିଲ ୧୫…

6 years ago