ଜାତୀୟ

ସୁପ୍ରିମକୋର୍ଟରେ ଟିକ୍‌ଟକ୍‌ କମ୍ପାନୀ ପକ୍ଷରୁ ଓକିଲାତି କରିବାକୁ ମନାକଲେ ପୂର୍ବତନ ଆଟର୍ନି ଜେନେରାଲ

ନୂଆଦିଲ୍ଲୀ,୧।୭: ଲଦାଖ ଏଲଏସିରେ ଭାରତ ଓ ଚାଇନା ମଧ୍ୟରେ ଲାଗିରହିଥିବା ସୀମା ବିବାଦକୁ ନେଇ ଦେଶର ଜନତାଙ୍କ ଭିତରେ ଆକ୍ରୋଶ ଦେଖିବାକୁ ମିଳିଛି। ଚାଇନାକୁ କଡ଼ା ଜବାବ…

6 years ago

ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍‌ ବାବାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୭: ସବୁବେଳେ ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍‌ ବାବା ସୁଧୀର କୁମାର ମକ୍କଡ଼ଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବାବାଙ୍କର ମୃତ୍ୟୁ ଘଟିଛି। ସେ…

6 years ago

ଆତଙ୍କବାଦୀ ଆକ୍ରମଣର ଭୟାନକ ଚିତ୍ର, ଜେଜେଙ୍କ ମୃତଦେହ ପାଖରେ ବସିଛନ୍ତି ନାତି

ଶ୍ରୀନଗର,୧।୭: ଜମ୍ମୁକଶ୍ମୀରର ସୋପୋରରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରଏଫ)ର ଏକ ଭ୍ୟାନ୍‌ ଉପରକୁ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ସିଆରଏଫ ୧୭୯ ବାଟାଲିୟନର ଜଣେ ହେଡ୍‌ କନଷ୍ଟେବଳ…

6 years ago

କୋରୋନିଲ୍‌ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ

ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍‌ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍‌ କାର୍ଯ୍ୟରେ…

6 years ago

ପାଓ୍ବାର ପ୍ଲାଣ୍ଟ୍‌‌ରେ ବିସ୍ଫୋରଣ: ୪ ମୃତ, ୧୩ ଆହତ

ଚେନ୍ନାଇ, ୧।୭: ତାମିଲନାଡୁର କୁଡ଼ାଲୋର୍‌ ଜିଲାରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟ୍‌ର ବଏଲରରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ ଜଣ ଆହତ…

6 years ago

କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଗୋଟିଏ ସ୍ଥାନରେ ଏଭଳି ପୋତାଯାଉଛି: ଭିଡିଓ ଭାଇରାଲ

ବେଲାରୀ,୧।୭: କର୍ନାଟକର ବେଲାରୀରେ କରୋନା ଯୁଦ୍ଧରେ ହାରିଯାଇଥିବା ଲୋକଙ୍କ ମୃତଦେହ ସହିତ ଦୁର୍ବ୍ୟବହାର ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ମୃତଦେହକୁ ପୋତିବା ପାଇଁ କିଛି ବ୍ୟକ୍ତି…

6 years ago

କ୍ୱାରାଣ୍ଟାଇନ୍‌ରେ ରହିଲେ ୪୭ ଛେଳି

ବେଙ୍ଗାଲୁରୁ,୧।୭:କର୍ନାଟକରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ବେଙ୍ଗାଲୁରୁଠାରୁ ୧୨୭ କିମି ଦୂର ତୁମକୁରୁ ଜିଲାର ଗୋଡକେରେ ଗାଁରେ କରୋନା ଭାଇରସ୍‌ ସଂକ୍ରମଣ ଫଳରେ ଜଣେ ମେଷପାଳକଙ୍କ…

6 years ago

ଚଳିତ ଥର ଲାଲବାଗରେ ଶୁଭିବନି ଗଣପତି ବାପା ମୋରୈୟା

ମୁମ୍ବାଇ,୧।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀର ପ୍ରଭାବ ସାଧାରଣ ଜୀବନଯାପନଠାରୁ ଆରମ୍ଭ କରି ବ୍ୟବସାୟ, ଅର୍ଥନୀତି ଓ…

6 years ago

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ଶ୍ରୀନଗର, ୧।୭: ଜମ୍ମୁ-କଶ୍ମୀରରେ ୧୭୯ ବାଟାଲିୟନ୍‌ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ସୋପୋରର ମଡେଲ ଟାଉନ ଅଞ୍ଚଳରେ ଏଭଳି ଘଟିଛି। ପାଟ୍ରୋଲିଂ ଟିମ୍‌…

6 years ago

ଭୁଟାନ ସହ ଚାଇନାର ନୂଆ ସୀମା ବିବାଦ

ନୂଆଦିଲ୍ଲୀ,୧।୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଭାରତ ସହ ସୀମା ବିବାଦ ଲାଗି ରହିଥିବାବେଳେ ଏବେ ସହଯୋଗୀ ଭୁଟାନ ସହ ଚାଇନା ନୂଆ ସୀମା ବିବାଦ ଆରମ୍ଭ କରିଛି। ଜୁନ୍‌…

6 years ago