ଜାତୀୟ

ଲୋକଙ୍କ ସାମ୍ନାକୁ ବେଶି ଆସନ୍ତି ନାହିଁ ଅମିତ ଶାହାଙ୍କ ସ୍ତ୍ରୀ: ଦୀପାବଳିରେ ଜଳାଇଲେ ଯବାନଙ୍କ ପାଇଁ ଦୀପ; ବିବାହ ବେଳେ ଦିଶୁଥିଲେ…

ନୂଆଦିଲ୍ଲୀ,୧୫।୧୧: ଗୃହମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହାଙ୍କ ସ୍ତ୍ରୀ ହେଲେ ସୋନଲ ଶାହ। ସାର୍ବଜନିକ ଭାବେ ଲୋକଲୋଚନକୁ ଆସିବାକୁ ସେ ଚାହୁଁ ନ ଥିଲେ…

6 years ago

ମୁଖ୍ୟମନ୍ତ୍ରୀଙ୍କୁ କୋରଡ଼ା ମାଡ଼: ଭିଡ଼ିଓ ଭାଇରାଲ

ରାୟପୁର,୧୫।୧୧: ଏବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲାଙ୍କୁ କୋରଡ଼ା ମାଡ଼ ହେଉଥିବାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୧୪ ସେକେଣ୍ଡର ଏହି ଭିଡ଼ିଓରେ…

6 years ago

ବିହାରରେ ପୁଣି ନୀତିଶ-ସୁଶୀଲଙ୍କ ସରକାର: ଏନ୍‌ଡ଼ିଏର ନିଷ୍ପତ୍ତି

ପାଟନା,୧୫।୧୧: ବିହାରରେ ପୁଣି ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଯୋଡ଼ି ଶାସନ ଡୋର ଧରିବେ। ଏନେଇ ରବିବାର ଏନ୍‌ଡ଼ିଏ ବୈଠକରେ ସ୍ଥିର ହୋଇଛି। ନିତୀଶଙ୍କୁ ଏନ୍‌ଡ଼ିଏର…

6 years ago

ନୀତିଶ ହେଲେ ଜେଡ଼ିୟୁ ନବ ନିର୍ବାଚିତ ବିଧାୟକ ଦଳ ନେତା

ପାଟନା,୧୫।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଜେଡ଼ିୟୁ ନବ ନିର୍ବାଚତ ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ନୀତିଶଙ୍କ ବାସ ଭବନରେ ରବିବାର ଅନୁଷ୍ଠିତ…

6 years ago

ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

କୋଲକାତା,୧୫।୧୧: ଲୋକପ୍ରିୟ ବଙ୍ଗାଳି ଅଭିନେତା ସୌମିତ୍ର ଚାଟାର୍ଜୀଙ୍କର ରବିବାର ମଧ୍ୟାହ୍ନ ୧୨ଟା ୧୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି…

6 years ago

ପାକିସ୍ତାନ ମାନବାଧିକାରର ଉଲ୍ଲଂଘନ କରିଛି: ବିଏସ୍‌ଏଫ୍‌

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଏହାଦ୍ୱାରା ମାନବାଧିକାରର ମଧ୍ୟ ଉଲ୍ଲଂଘନ ହେଉଛି ବୋଲ ବିଏସ୍‌ଏଫ୍‌ ପକ୍ଷରୁ ରବିବହାର କୁହାଯାଇଛି। ବିଏସ୍‌ଏଫ୍‌…

6 years ago

୨୦ ବର୍ଷରେ ଝାଡ଼ଖଣ୍ଡ: ମୋଦି ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୧୫।୧୧: ଝାଡ଼ଖଣ୍ଡକୁ ରବିବାର ୨୦ ବର୍ଷ ପୂରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି ଟୁଇଟ୍‌ କରି ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି…

6 years ago

ସୋମବାରଠାରୁ ମହାରାଷ୍ଟ୍ରରେ ଖୋଲିବ ଧାର୍ମିକ ସ୍ଥଳ: ମାର୍ଗଦର୍ଶିକା ଜାରି

ମୁମ୍ବାଇ,୧୫।୧୧: ସୋମବାର ଠାରୁ ମହାରାଷ୍ଟ୍ରରେ ଧାର୍ମିକ ସ୍ଥଳ ଖୋଲିବ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।  ୬୫ ବର୍ଷ ବୟସରୁ ଅଧିକ…

6 years ago

ପିଡ଼ିପିକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ସଂସ୍ଥାପକ ସଦସ୍ୟ

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରରେ ପିପୁଲସ୍‌ ଡେମୋକ୍ରାଟିକ୍‌ ପାର୍ଟି(ପିଡ଼ିପି)କୁ ବଡ଼ ଝଟ୍‌କା ଲାଗିଛି। ଦଳର ସଂସ୍ଥାପକ ସଦସ୍ୟ ମୁଜାଫର ହୁସେନ୍‌ ବେଗ୍‌ ଇସ୍ତଫା ଦେଇଛନ୍ତି। ଜିଲା ବିକାଶ ପରିଷଦ ନିର୍ବାଚନ…

6 years ago

କ୍ଷେତ୍ରୀୟ ଅଖଣ୍ଡତା-ଅନ୍ତର୍ଜାତୀୟ ଆଇନକୁ ସମ୍ମାନ ଦେବା ଆବଶ୍ୟକ: ଜୟ ଶଙ୍କର

ନୂଆଦିଲ୍ଲୀ,୧୫।୧୧: କ୍ଷେତ୍ରୀୟ ଅଖଣ୍ଡତାକୁ ସମ୍ମାନ ଦେବା ଦ୍ୱାରା ଦେଶ ଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ସ୍ଥିତି ସୃଷ୍ଟି ହୋଇପାରିବ। ସେହିପରି ଅନ୍ତର୍ଜାତୀୟ ଆଇନର ପାଳନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି…

6 years ago