ଲକ୍ଷ୍ନୌ,୨୧।୬: ଉତ୍ତର ପ୍ରଦେଶ, ହରିୟାଣା ଓ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ ଜଣାପଡିଛି କି ଚଳିତ ବର୍ଷ କାଉଡି ଯାତ୍ରା ବନ୍ଦ କରି ଦିଆଯିବ। କରୋନା…
ହାଇଦ୍ରାବାଦ,୨୧।୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭି ଅନୁମନ୍ଥା ରାଓ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଟେଲିଫୋନ ଯୋଗେ ଗଣମାଧ୍ୟମକୁ…
ନୂଆଦିଲ୍ଲୀ,୨୧।୬: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରତିଥର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଲଦ୍ଦାଖର ଏଲ୍ଏସିରେ ୨୦ ଭାରତୀୟ ସେନା…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଉଦ୍ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ…
ନୂଆଦିଲ୍ଲୀ, ୨୧।୬:ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଲଗାତାର ୧୧ ଦିନ ଧରି ଦେଶରେ ହାରାହାରି ୧୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି।…
ନୂଆଦିଲ୍ଲୀ, ୨୧।୬: ମୁମ୍ବାଇ, ଅହମଦାବାଦ୍, ଜୟପୁର ଏବଂ ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟା ୧ରେ ମୁମ୍ବାଇର ପୁଣେରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଥିବାବେଳେ ଅହମଦାବାଦରେ ୧୦ଟା…
ମୁମ୍ବାଇ,୨୧।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସାଙ୍ଘାତିକ ହେବାରେ ଲାଗିଛି। ତେବେ କରୋନାର ଚିକିତ୍ସା କରିବାକୁ ମହାରାଷ୍ଟ୍ର ସରକାର ୧ ହଜାର ଶଯ୍ୟା ବିଶିଷ୍ଟ ଏକ…
ନୂଆଦିଲ୍ଲୀ,୨୧।୪: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଆଜି ସାରା ବିଶ୍ୱ ଯୋଗର ଆବଶ୍ୟକତାକୁ ବୁଝି ପାରିଥିବାରୁ…
ନୂଆଦିଲ୍ଲୀ, ୨୧।୬: ରାହୁଗ୍ରସ୍ତ ସୂର୍ଯ୍ୟୋପରାଗ ରବିବାର ପୂର୍ବାହ୍ନ ୧୦ଟା ୩୮ ମିନିଟ୍ ୧୭ ସେକେଣ୍ଡରେ ଆରମ୍ଭ ହେବ। ସୂର୍ଯ୍ୟର ୯୮.୬ ପ୍ରତିଶତ ଢ଼ାଙ୍କି ହୋଇଯିବ। ଫଳରେ ଆକାଶ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗିଲାଣି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣରେ ୩୦୬ ଜଣଙ୍କ ମୃତ୍ୟୁ ହେବା ସହ…