ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର…
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ଏପର୍ଯ୍ୟନ୍ତ ଭାରତରେ ୧୯୬ ଜଣ ଡାକ୍ତରଙ୍କ ଜୀବନ ନେଇସାରିଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ଚିକିତ୍ସକ। ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏସ୍)…
କୋଝିକୋଡ,୮।୮: କେରଳର କୋଝିକୋଡରେ ଶୁକ୍ରବାର ରାତିରେ ହୋଇଥିବା ବିମାନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୮ ଜଣଙ୍କ ମୃତ୍ୟୁ ହେଲାଣି। ଏଥିରେ ଆହତ ହୋଇଥିବା ଲୋକଙ୍କର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା…
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧା ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ। ସେମାନେ ନିଜ ଜୀବନକୁ ବାଜି ଲଗାଇ ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିଚାଲିଛନ୍ତି। ଏହି…
ନୂଆଦିଲ୍ଲୀ,୮ା୮ : ଭାରତରେ କରୋନା ମହାମାରୀ ବର୍ତ୍ତମାନ ଦ୍ରୁତ ଗତିରେ ମାଡ଼ିଚାଲିଛି। ସଂକ୍ରମିତଙ୍କ ସଂଖ୍ୟାରେ ଭାରତ ପ୍ରଥମ ସ୍ଥାନରେ ପହଞ୍ଚିଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଲୋକେ କରୋନା…
ଗୁଣ୍ଟୁର,୮।୮: କରୋନା ଭୂତାଣୁ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ କେହି କାହାର ସାହାଯ୍ୟ କରିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ମଣିଷର ଅମାନବିକତା ପ୍ରଦର୍ଶନର…
ମୁମ୍ବାଇ,୮।୮: କରୋନା ଭାଇରସ୍ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଧନୀ ହୁଅନ୍ତୁ କି…
ନୂଆଦିଲ୍ଲୀ,୮।୮: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବେ ଏହାକୁ କମ୍ କରିବାକୁ ଚିନ୍ତା କରୁଛି। ଏହି କ୍ରମରେ…
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ଉପରେ ବିଚାର…
କୋଝିକୋଡ଼,୮।୮: କେରଳ ବିମାନ ବନ୍ଦରରେ ଶୁକ୍ରବାର ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୮ଜଣଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କ ମଧ୍ୟରେ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍…