ଜାତୀୟ

ଇନ୍ଦୋରରେ କରୋନା ସୁସ୍ଥ ହାର ୬୪ ପ୍ରତିଶତରୁ ଅଧିକ: ଶିବରାଜ

ଇନ୍ଦୋର,୮।୬: ମଧ୍ୟ ପ୍ରଦେଶର ଇନ୍ଦୋର ଜିଲାରେ କରୋନା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ଏକ ବୈଠକର ଆୟୋଜନ କରିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ…

6 years ago

କରୋନା ସଂକ୍ରମଣରେ ଟେଲିଭିଜନ ଖବରଦାତାଙ୍କ ମୃତ୍ୟୁ

ହାଇଦ୍ରାବାଦ,୮।୬: ତେଲେଙ୍ଗାନାର ଜଣେ ଟେଲିଭିଜନ ଖବରଦାତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପହିଛି। ୩୩ ବର୍ଷର ଉକ୍ତ ଖବରଦାତା ଜଣକ ଏକ ତେଲଗୁ ଟେଲିଭିଜନ ଚ୍ୟାନେଲରେ କାମ କରୁଥିବା…

6 years ago

ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ ରାକେଟ: ପର୍ଦ୍ଦାଫାଶ୍‌ କଲା ବିଏସ୍‌ଏଫ୍‌

କୋଲକାତା,୮।୬: ଭାରତରୁ ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ଦକ୍ଷିଣ ପଶ୍ଚିମବଙ୍ଗ କରିଡୋରରେ ଚଢ଼ାଉ କରି ଏଥିରେ…

6 years ago

ମନରେଗାର ଗୁରୁତ୍ୱ ଉପଲବ୍ଧି କରୁଛନ୍ତି ମୋଦି ସରକାର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣ ସମୟରେ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ମନରେଗା ଦ୍ୱାରା ଶ୍ରମିକ ଏବଂ ଦିନ ମଜୁରିଆଙ୍କ ପାଖରେ ସରକାରଙ୍କ ଆର୍ଥିକ ସହାୟତା ପହଞ୍ଚି…

6 years ago

କରୋନା ହଟସ୍ପଟ୍‌ ଧରାବିରେ ୭ ଦିନ ମଧ୍ୟରେ ଘଟିନି କୌଣସି ମୃତ୍ୟୁ

ମୁମ୍ବାଇ,୮।୬: କରୋନା ସଂକ୍ରମଣର ହଟସ୍ପଟ୍‌ ପାଲଟିଥିବା ମୁମ୍ବାଇର ଧରାବିରେ ଗତ ୭ ଦିନ ମଧ୍ୟରେ କୌଣସି ମୃତ୍ୟୁ ଘଟି ନ ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା…

6 years ago

କଂଗ୍ରେସ ସମର୍ଥନରେ ରାଜ୍ୟସଭା ଯିବାକୁ ପ୍ରସ୍ତୁତ ହେଉଛନ୍ତି ଦେବେଗୌଡା

ବେଙ୍ଗାଲୁରୁ,୮।୬: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ ସେକ୍ୟୁଲାର(ଜେଡିଏଓ୍‌)ର ସୁପ୍ରିମୋ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ଯିବେ। ଦଳର ବିଧାୟକ, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ…

6 years ago

ହାତୀକୁ କେହି ବିସ୍ଫୋରକ ଥିବା ସପୁରି ଖାଇବାକୁ ଦେଇ ନାହାଁନ୍ତି: ପରିବେଶ ମନ୍ତ୍ରଣାଳୟ

ପାଟନା,୮।୬: କେରଳରେ ବିସ୍ଫୋରକ ଥିବା ସପୁରି ଖାଇ ଏକ ଗର୍ଭିଣୀ ହାତୀର ମୃତ୍ୟୁ ଘଟିଥିଲା। ଏନେଇ ତଦନ୍ତ କରିବା ପରେ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସୋମବାର କୁହାଯାଇଛି…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରୋଷେୟାଙ୍କ ନାଚ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ଲାଗି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାର ବ୍ୟବସ୍ଥା…

6 years ago

ପଙ୍ଗପାଳ ଦମନ କରିବାକୁ ମୁତୟନ ହେବ ବାୟୁସେନା ହେଲିକପ୍ଟର

ନୁଆଦିଲ୍ଲୀ,୮।୬: ପାକିସ୍ତାନରୁ ଭାରତ ଆସିଥିବା ପଙ୍ଗପାଳ ଏବେ ଚିନ୍ତା ବଢାଇ ଚାଲିଛନ୍ତି। ଏହାକୁ ଦମନ କରିବାକୁ ଏବେ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ମୁତୟନ କରାଯିବ। କୃଷି…

6 years ago

ଶ୍ରମ ମନ୍ତ୍ରଣାଳୟ, ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ କାୟା ବିସ୍ତାର କରି ଚାଲିଛି। ସ୍ବାସ୍ଥ ଓ ପ୍ରତିରକ୍ଷା ମନ୍ତ୍ରଣାଳୟ ପରେ ଏବେ ଶ୍ରମ ମନ୍ତ୍ରଣାଳୟ ଓ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ…

6 years ago