ଜାତୀୟ

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି…

6 years ago

୩୫ ଲକ୍ଷ ଶ୍ରମିକଙ୍କୁ ୧ହଜାର ଲେଖାଏଁ ସହାୟତା ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୨୧।୩: କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…

6 years ago

ଜିନ୍ଦାବାଦ୍‌ ଭିଡ଼ରେ ମୁର୍ଦ୍ଦାବାଦ ସ୍ବର

ନୂଆଦିଲ୍ଲୀ,୨୧ା୩: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ଠିକ୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଯିବା ମାତ୍ରେ ଦିଲ୍ଲୀର ତିହାର ଜେଲ୍‌…

6 years ago

୧୯୪୭ରୁ ୭୨୦ ଅପରାଧୀ ପାଇଲେଣି ମୃତ୍ୟୁଦଣ୍ଡ: ପାଖାପାଖି ଅଧା ଉତ୍ତରପ୍ରଦେଶର

ନୂଆଦିଲ୍ଲୀ, ୨୧ା୩: ସ୍ବାଧୀନତା ପରଠାରୁ ଭାରତରେ ମୋଟ ୭୨୦ ଅପରାଧୀ ଫାଶୀ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ପାଖାପାଖି ଅଧା ଉତ୍ତରପ୍ରଦେଶର। ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଏକ ପ୍ରକଳ୍ପ…

6 years ago

୧୧ ହଜାର ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ,୨୧ା୩: ସାରା ବିଶ୍ୱରେ ମହାମାରୀ କରୋନାଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ରାତି ସୁଦ୍ଧା ୧୧,୧୭୬ରେ ପହଞ୍ଚତ୍ଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୫ ହଜାର ୬୭୧ ହୋଇଥିବା…

6 years ago

ଦିଲ୍ଲୀ କୋର୍ଟଙ୍କୁ ନିର୍ଭୟା ଦୋଷୀଙ୍କ ଫାଶୀ ସମ୍ପର୍କିତ ସମସ୍ତ ତଥ୍ୟ ଦେଲେ ତିହାର ଜେଲ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦିଆଯାଇଥିବା ବେଳେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଦିଲ୍ଲୀର ପଟିଆଲା ହାଉସ…

6 years ago

୨୪ ଘଣ୍ଟାରେ ୫୦ ନୂଆ ରୋଗୀ ଚିହ୍ନଟ ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୨୩

ନୂଆଦିଲ୍ଲୀ,୨୦।୩: ଭାରତରେ ବଢି ଚାଲିଛି କୋଭିଡ-୧୯ ରୋଗୀଙ୍କ ସଂଖ୍ୟା। ସମସ୍ତ ସତର୍କତା ପରେ ବି ଗତ ୨୪ ଘଣ୍ଟାରେ ୫୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…

6 years ago

ଆସାମରେ ଏପର୍ଯ୍ୟନ୍ତ ଜଣେ ବି ନାହାନ୍ତି କରୋନା ସଂକ୍ରମିତ

ଗୁଆହାଟୀ,୨୦।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଆସାମରେ କିନ୍ତୁ ଏପର୍ଯ୍ୟନ୍ତ ଜଣେ ହେଲେ କରୋନା ସଂକ୍ରମିତଙ୍କୁ ଚିହ୍ନଟ…

6 years ago

ସେଲ୍ଫ ଆଇସୋଲେଶନରେ ସ୍ବାସ୍ଥ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୦।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମଣ ଏବେ ଦିଲ୍ଲୀଠାରୁ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲଣ୍ଡନରୁ ଫେରିବା ପରେ କରୋନା…

6 years ago

ପିତାଙ୍କ ପରେ କରୋନାକୁ ହରାଇଲେ ପୁଅ

ଗାଜିଆବାଦ,୨୦।୩: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୫ଜଣଙ୍କର…

6 years ago