ଜାତୀୟ

ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା

ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର ହରିୟାଣାର…

6 years ago

ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କ ପରଲୋକ

ନୂଆଦିଲ୍ଲୀ,୨୯ା୫- ଖ୍ୟାତନାମା ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କର ଶୁକ୍ରବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଗତ ସପ୍ତାହରେ ତାଙ୍କୁ ଅହମଦାବାଦର…

6 years ago

ଆଉ ୧୫ ଦିନ ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀକୁ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହାକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍‌ କରିଥିଲେ…

6 years ago

ଫଙ୍ଗପାଳ କେବଳ ଫସଲ ନୁହେଁ ମଣିଷ ପାଇଁ ମଧ୍ୟ କ୍ଷତିକାରକ !

ନୂଆଦିଲ୍ଲୀ,୨୯।୫: ପାକିସ୍ତାନରେ ଏକର ଏକର ଫସଲ ନଷ୍ଟ କରୁଥିବା ପଙ୍ଗପାଳ ଦଳ ଏବେ ଭାରତରେ କାୟା ବିସ୍ତାର କରିବାକୁ ଯାଉଛନ୍ତି। ଏବେସୁଦ୍ଧା ଏହା ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର,…

6 years ago

ଜୁନ୍‌ ପହିଲାରୁ ପୂର୍ବଭଳି କାର୍ଯ୍ୟ କରିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ଡେରାଡୁନ,୨୯।୫: ଦେଶରେ କରୋନା ମହାମାରୀ ପାଇଁ ଚାଲିଥିବା ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହି ଅବଧି ଆଗକୁ ବଢିବ କି ନାହିଁ ତାହା…

6 years ago

ଏମ୍ସର ୨୦୬ କରୋନା ଯୋଦ୍ଧାଙ୍କ ରିପୋର୍ଟ ଆସିଛି ପଜିଟିଭ

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଥିବା ବେଳେ ଦେଶରେ ମଧ୍ୟ ଏହାର ସ୍ଥିତି ବେଳକୁ ବେଳ ଅଣାୟତ ହେବାକୁ ଯାଉଛି। ବିଶେଷକରି ଆଗଧାଡିର…

6 years ago

ଜୁନ୍‌ ପହିଲାରୁ ଖୋଲିବ ମନ୍ଦିର, ମସ୍‌ଜିଦ, ଗୁରୁଦ୍ୱାର: ମମତା

କୋଲକାତା,୨୯।୫: ଦେଶରେ କରୋନା ସଂକ୍ରମଣକୁ ଦେଖି ମାର୍ଚ୍ଚ ମାସଠାରୁ ଲାଗୁ କରାଯାଇଥିଲା ଲକ୍‌ଡାଉନ ନିୟମ। ଏହି ସମୟରେ ସମସ୍ତ ଧର୍ମୀୟ ଅନୁଷ୍ଠାନକୁ ମଧ୍ୟ ଯିବାକୁ ବାରଣ କରାଯାଇଥିଲା।…

6 years ago

୩,୮୪୦ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌: ଯାତ୍ରା କରିଛନ୍ତି ୫୨ ଲକ୍ଷରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୨୯।୫: ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଯାଦବ ଶୁକ୍ରବାର ସୂଚନା ଦେଇଛନ୍ତି, ଗତ ପ୍ରାୟ ୧ ସପ୍ତାହ ହେବ ପ୍ରତିଦିନ ପାଖାପାଖି ୩ ଲକ୍ଷ ପ୍ରବାସୀ…

6 years ago

ପରଲୋକରେ ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀ

ରାୟପୁର,୨୯।୫: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ଶୁକ୍ରବାର ପରଲୋକ ଘଟିଛି। ସେ ୨୦ ଦିନ ହେବ ହୃଦଘାତରେ ପୀଡିତ ହୋଇ ରାୟପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।…

6 years ago

ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡର ‌: ତେଜସ୍ବୀଙ୍କ ଘର ଆଗରେ ବିଧାୟକ, କର୍ମୀଙ୍କ ଭିଡ

ପାଟନା,୨୯।୫: ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡରକୁ ନେଇ ବିହାର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅଡି ବସିଛି ବିରୋଧୀ ଦଳ ଆରଜେଡି।…

6 years ago