ଜାତୀୟ

ଚାଇନାର ଅସଲ ମୁଖା ଖୋଲିଲା: ଏପଟେ ସୈନ୍ୟ ବୃଦ୍ଧି, ସେପଟେ ଆଲୋଚନା

ଲଦାଖ,୧୧।୯: ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଚରମ ସୀମାରେ ପହଞ୍ଚିଛି। ଗୋଟିଏ ପଟେ ସୀମାରେ ଶାନ୍ତି ବଜାୟ ରଖିବା ପାଇଁ ରୁଷିଆର ମସ୍କୋରେ…

6 years ago

ମାର୍କସିଟକୁ ‘ପ୍ରେସର ସିଟ୍‌’ କହିଲେ ମୋଦି: ଏହାଦ୍ୱାରା ଛାତ୍ରଙ୍କର ମୂଲ୍ୟାଙ୍କନ ନ ହେଉ

ନୂଆଦିଲ୍ଲୀ,୧୧ ।୯: ରାଷ୍ଟ୍ରୀୟ ଶିକ୍ଷାନୀତି ବା ନ୍ୟାଶନାଲ ଏଜୁକେଶନ ପଲିସି(ଏନ୍‌ଇପି)୨୦୨୦ ଆସିବା ପରେ ଏବେ ଏହା ଉପରେ ପୂରା ଧ୍ୟନ ଦିଆଯାଉଛି । ଏହାରି ଆଧାରରେ ପ୍ରଧାନମନ୍ତ୍ରୀ…

6 years ago

ରିୟାଙ୍କ ଜାମିନ ଆବେଦନ ଖାରଜ, ଜେଲ୍‌ରେ ରହିବେ ଭାଇ, ଭଉଣୀ

ମୁମ୍ବାଇ,୧୧।୯: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଡ୍ରଗ୍ସ ମାମଲାରେ ମୁମ୍ବାଇ ସେସନ୍ସ କୋର୍ଟ ୬ ଅଭିଯୁକ୍ତ ରିୟା,…

6 years ago

୮ ବର୍ଷ ହେବ ସ୍ବାମୀ-ସ୍ତ୍ରୀ ହୋଇ ରହୁଥିଲେ ଦୁଇ ଯୁବକ, ଏମିତି ହେଲା ଖୁଲାସା

ଭୋପାଳ,୧୧।୯: ମଧ୍ୟପ୍ରଦେଶର ସିହୋର ଜିଲାରେ ଏକ ପୋଷ୍ଟମର୍ଟମ ରିପୋର୍ଟରୁ ରୋଚକ ଘଟଣାର ଖୁଲାସା ହୋଇଛି। ସ୍ତ୍ରୀ-ସ୍ବାମୀ ଭଳି ଦୁଇ ଯୁବକ ଜୀବନ ବିତାଉଥିଲେ। ଏହି ବିବାହକୁ ଲୁଚାଇ…

6 years ago

ମୋ ଶରୀର ଅସୁସ୍ଥ, ପୁଅର ସବୁ ନିଷ୍ପତ୍ତିକୁ ସମର୍ଥନ କରୁଛି: ରାମବିଳାସ ପାଶଓ୍ବାନ୍‌

ପାଟନା,୧୧।୯: କରୋନା ସଙ୍କଟ ମଧ୍ୟରେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ନିଜ ନିଜ ପ୍ରସ୍ତୁତିରେ ଲାଗିପଡିଲେଣି। ସେପଟେ କେନ୍ଦ୍ର…

6 years ago

ସୀମାରେ ଉତ୍ତେଜନା ହ୍ରାସ ପାଇଁ ଭାରତ-ଚାଇନା ମଧ୍ୟରେ ୫ ସୁତ୍ରୀ ସହମତି

ମସ୍କୋ,୧୧।୯: ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ଦୁଇଦେଶ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି।…

6 years ago

ଥରିଲା ମାୟାନଗରୀ

ମୁମ୍ବାଇ,୧୧।୯: ମାୟା ନଗରୀ ମୁମ୍ବାଇରେ ଶୁକ୍ରବାର ସକାଳୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏନସିଏସଙ୍କ ସୂଚନା ଅନୁଯାୟୀ, ଭୋର ୫ଟା ୩୦ ମଧ୍ୟରେ ଭୂକମ୍ପ ଅନୁଭବ ହେବା…

6 years ago

ଭାଜପାରେ ଯୋଗଦେବେ କି କଙ୍ଗନା, ଉତ୍ତରରେ କହିଲେ ଏମିତି

ମୁମ୍ବାଇ: ମହାରାଷ୍ଟ୍ରରେ ଶିବସେନା ସହ ଭୀଷଣ ତିକ୍ତତାର ସମ୍ମୁଖୀନ ହୋଇଥିବା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ମୁମ୍ବାଇ ମହାନଗର…

6 years ago

ବେକାବୁ ହୋଇଚାଲିଛି କରୋନା, ଦିନକରେ ୯୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୧।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ…

6 years ago

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଏମିତି ନିଷ୍ପତ୍ତି ନେଲେ ଯୁବକ, ଆଉ ତା’ପରେ

ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଜଣେ ଯୁବକ ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଶାଢି ସହାୟତାରେ ବେକକୁ ଚିପି ହତ୍ୟା କରିଛନ୍ତି। କେବଳ…

6 years ago