ଜାତୀୟ

ସୁଶାନ୍ତ ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ଦାବି କଲେ ବିହାର ସରକାର

ପାଟନା,୪।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦେଢ଼ ମାସରୁ ଊର୍ଦ୍ଧ୍ୱ ବିତିଯାଇଛି। ହେଲେ ତାଙ୍କ ମୃତ୍ୟୁ ପଛର କାରଣ ଏବେ ବି ରହସ୍ୟ ଘେରରେ…

6 years ago

ଭୂମି ପୂଜନ ପୂର୍ବରୁ ଏହି ନେତା ବଦଳାଇଲେ ଟୁଇଟରର ପ୍ରୋଫାଇଲ୍‌ ଫଟୋ

ଭୋପାଳ,୪।୮: ଉତ୍ତରପ୍ରଦେଶ ଅଯୋଧ୍ୟାରେ ଅଗଷ୍ଟ ୫ ଅର୍ଥାତ୍‌ ବୁଧବାର ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା…

6 years ago

ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ: ପ୍ରଦୀପ ସିଂ ଟପ୍ପର, ୮ ନମ୍ବର ସ୍ଥାନରେ ଓଡ଼ିଶାର ଅଭିଷେକ

ନୂଆଦିଲ୍ଲୀ, ୪।୮: ୟୁପିଏସ୍‌ସି ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍‌ କିଶୋର…

6 years ago

ଶିବରାଜ ସିଂହଙ୍କ ତୃତୀୟ ରିପୋର୍ଟ ବି ପଜିଟିଭ୍‌

ଭୋପାଳ,୪।୮: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଆସିଥିବା ତୃତୀୟ କରୋନା ରିପୋର୍ଟ ବି ପିଜିଟିଭ୍‌ ରହିଛି। ଫଳରେ ଚିକିତ୍ସା ପାଇଁ ଆଉ କିଛି ଦିନ ଶିବରାଜଙ୍କୁ…

6 years ago

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୪।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରୁପ୍ପାଙ୍କ ପରେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ୍‌ ସିଦ୍ଧରମେୟା କରୋନାରେ ପୀଡ଼ିତ ହୋଇଛନ୍ତି। ମଙ୍ଗଳାବର ସକାଳେ…

6 years ago

କରୋନା ରୋଗୀଙ୍କୁ ଧରିବା ପାଇଁ ପୋଲିସ ନେଲା ଏମିତି ପଦକ୍ଷେପ, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୪।୮:କରୋନା ଜୀବାଣୁ ବୃଦ୍ଧି ପାଉଥିବା ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଏହାକୁ ରୋକିବା ପାଇଁ ସଂକ୍ରମିତ ରୋଗୀଙ୍କଠୁ ଦୂରେଇ ରହିବ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମଧ୍ୟପ୍ରଦେଶର ଛତ୍ରପୁରରୁ…

6 years ago

ଭାରତରେ ପ୍ରସ୍ତୁତ କରୋନା ଟୀକା ଉପରେ ସବୁ ଦେଶଙ୍କ ଆଖି…

ନୂଆଦିଲ୍ଲୀ, ୪।୮: ଭାରତରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଔଷଧ କମ୍ପାନୀ ଆଷ୍ଟ୍ରାଜେନେକାର ମିଳିତ ସହଯୋଗରେ…

6 years ago

ବୋହୂ ଜୀବିତ: ହତ୍ୟା ଅପରାଧରେ ଜେଲରେ ସ୍ବାମୀ-ଶାଶୁ-ଶ୍ୱଶୁର

ବୁଲନ୍ଦସହର, ୪।୮: ଉତ୍ତରପ୍ରଦେଶ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। ରାଜ୍ୟ ପୋଲିସ ଅପରାଧୀଙ୍କୁ ଦଣ୍ଡଦେବା ପରିବର୍ତ୍ତେ ସାଧାରଣ ଲୋକଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ହେଉଛି। ଏହାର ସଦ୍ୟତମ ଉଦାହରଣ…

6 years ago

ପିପିଇ କିଟ୍‌ ପିନ୍ଧି କରୋନା ରୋଗୀଙ୍କୁ ଭେଟିଲେ ବିଧାୟକ, ତା’ପରେ ଘଟିଲା ଏମିତି

ଅଗରତାଲା,୪।୮: କରୋନା ପ୍ରଭାବିତ ରାଜ୍ୟ ତ୍ରିପୁରାର ବିଧାୟକ ସୁଦୀପ ରାୟବର୍ମନ ପିପିଇ କିଟ୍‌ ପିନ୍ଧି କରୋନା ରୋଗୀଙ୍କୁ ଭେଟିବାକୁ ଯିବା ମହଙ୍ଗା ପଡିଛି। ପଶ୍ଚିମ ତ୍ରିପୁରାର ଜିଲାଧିକାରୀ…

6 years ago

‘ସିଜେଆଇଙ୍କୁ ସମାଲୋଚନା ସର୍ବୋଚ୍ଚ ଅଦାଲତଙ୍କ ପ୍ରଭୁତ୍ୱକୁ ନୂ୍ୟନ କରୁନାହିଁ’

ନୂଆଦିଲ୍ଲୀ, ୪ା୮:ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ମାମଲାର ସମ୍ମୁଖୀନ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଏକ ସତ୍ୟପାଠ ଦାଖଲ କରି କହିଛନ୍ତି, ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

6 years ago