ଜାତୀୟ

୨ ସାଧୁଙ୍କ ସମେତ ୩ ଜଣଙ୍କୁ ପିଟି ହତ୍ୟା

ମୁମ୍ବାଇ,୨୧ା୪: ମହାରାଷ୍ଟ୍ରର ପାଲ୍‌ଘର ଅଞ୍ଚଳରେ ଦୁଇଜଣ ସାଧୁ ଓ ସେମାନଙ୍କ ଡ୍ରାଇଭରକୁ କେତେକ ଲୋକ ପିଟି ମାରିଦେବା ଘଟଣାକୁ ନେଇ ସାରା ଦେଶରେ ପ୍ରତିକ୍ରିୟା ପ୍ରକାଶ ପାଇଛି।…

6 years ago

ମୁମ୍ବାଇରେ ୫୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରୋନା

ମୁମ୍ବାଇ,୨୧ା୪(ପି.ଟି.): ମୁମ୍ବାଇରେ ୫୩ ଜଣ ଗଣମାଧ୍ୟମ ପ୍ରତିନିଧି କରୋନା ସଂକ୍ରମିତ ଥ୍‌ତ୍ବା ପରୀକ୍ଷାରୁ ଜଣାପଡିଛି। ଖବରଦାତାମାନଙ୍କର କୋଭିଡ୍‌-୧୯ ପରୀକ୍ଷା ଲାଗି ଗତ ୧୬ ଓ ୧୭ ତାରିଖରେ…

6 years ago

ସଂକ୍ରମଣ ବାଣ୍ଟୁଛି ମୁମ୍ବାଇ ହସ୍ପିଟାଲ: ପିପିଇ ସୁବିଧା ସତ୍ତ୍ୱେ ୨୦୦ରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ ସଂକ୍ରମିତ

ନୂଆଦିଲ୍ଲୀ,୨୧।୪(ପିଟି): ଦେଶର ଅର୍ଥନୈତିକ ରାଜଧାନୀ କୁହାଯାଉଥିବା ମୁମ୍ବାଇ ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମହାରାଷ୍ଟ୍ରରେ ସର୍ବାଧିକ ୪୪୮୩ଜଣ ସଂକ୍ରମିତ ହୋଇଥିବାବେଳେ ୨୨୩ଜଣଙ୍କ ମୃତ୍ୟୁ ଘଟିଲାଣି। ସେଥିରୁ ମୁମ୍ବାଇ…

6 years ago

ଭାରତକୁ ଚାଇନାର ସମାଲୋଚନା

ନୂଆଦିଲ୍ଲୀ,୨୧।୪: ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) କ୍ଷେତ୍ରରେ ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଉପରେ ଭାରତ ଅଙ୍କୁଶ ଲଗାଇବାର ୨ ଦିନ ପରେ ଏହାକୁ ନେଇ ସୋମବାର ଚାଇନା ପ୍ରତିକ୍ରୟା…

6 years ago

ଚ୍ୟାଲେଞ୍ଜ ହୋଇପାରେ କୋଭିଡ୍‌ ପରବର୍ତ୍ତୀ କାର୍ଯ୍ୟସ୍ଥଳ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସରକାର ଲକ୍‌ଡାଉନ ସମୟସୀମାକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫଳରେ ଅଧିକାଂଶ କର୍ମଚାରୀ ଘରେ ରହି ଅଫିସ…

6 years ago

ରାଷ୍ଟ୍ରପତି ଭବନର ଜଣେ କର୍ମଚାରୀଙ୍କ ସମ୍ପର୍କୀୟ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୧୨୫ ପରିବାର

ନୂଆଦିଲ୍ଲୀ,୨୧।୪: ଦେଶର ସବୁଠାରୁ ସୁରକ୍ଷିତ ସ୍ଥାନ ମଧ୍ୟରୁ ଗୋଟିଏ ରାଷ୍ଟ୍ରପତି ଭବନ। ସାରା ଦେଶରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ରୁ ରାଷ୍ଟ୍ରପତି ଭବନ ମଧ୍ୟ ବର୍ତ୍ତିପାରିନାହିଁ। ରାଷ୍ଟ୍ରପତି…

6 years ago

ସାମାଜିକ ଦୂରତ୍ୱ ହିଁ କରୋନାର ଭ୍ୟାକସିନ୍‌ : ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରଖିଥିବା ବେଳେ ଅନ୍ୟ ଦେଶ ତୁଳନାରେ ଏହାର ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଛି। ଯାହା ଭାରତ ପାଇଁ ଏକ…

6 years ago

ପାହାଡ଼ ଉପରେ ଫସିରହିଥିଲେ ବିଦେଶୀ ଦମ୍ପତ୍ତି: ଡ୍ରୋନ୍‌ ଜରିଆରେ ମିଳିଲା ସନ୍ଧାନ

ଚେନ୍ନାଇ,୨୦।୪: ତାମିଲନାଡୁର ତିରୁନବନ୍ନାମଲାଇ ଜିଲାରେ ଥିବା ଏକ ପାହାଡ ଉପରୁ ପୋଲିସ ଜଣେ ଯୁବା ବିଦେଶୀ ଦମ୍ପତ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। କିଛି ଦିନ ପୂର୍ବରୁ…

6 years ago

ଦିଲ୍ଲୀରେ ଆଉ ୫ ପୋଲିସ କରୋନା ପଜିଟିଭ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ଦିଲ୍ଲୀରେ ଏବେ ଚିନ୍ତା ବଢାଇଛି କରୋନା ଭାଇରସ। ଦିନକୁ ଦିନ ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୋମବାର ଚାନ୍ଦନି ମହଲ…

6 years ago

ଘୋଷଣା ହେଲା କେଦାରନାଥ, ବଦ୍ରିନାଥ ମନ୍ଦିରର କବାଟ ଖୋଲିବା ତାରିଖ

ଡେରାଡୁନ,୨୦।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିଯୋଗୁ ସମସ୍ତ ଧାର୍ମିକ ସ୍ଥାନ ମଧ୍ୟ ବନ୍ଦ ରହିଛି। ଏଭଳି ସ୍ଥିତିରେ ଉତ୍ତରପ୍ରଦେଶର ଚାରିଧାମରେ…

6 years ago