ଜାତୀୟ

ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କ ପରଲୋକ

କୋଲକାତା,୧୫ା୨: ଇଣ୍ଡିଆନ ରକ୍‌ ବ୍ୟାଣ୍ଡ୍‌ ‘ପରିକ୍ରମା’ର ମୁଖ୍ୟ ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କର ଶୁକ୍ରବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୪୮ ବର୍ଷ ହୋଇଥିଲା। ତାଙ୍କର ଅକାଳ ବିୟୋଗ…

6 years ago

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୨: ଆମା ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଅର୍ଥାତ୍‌ ୧୬ ତାରିଖରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୧୦ଟାରେ ରାମଲୀଳା ମଇଦାନରେ…

6 years ago

୨୩ ଜୁନ୍‌ରୁ ଆରମ୍ଭ ହେବ ଅମରନାଥ ଯାତ୍ରା

ନୂଆଦିଲ୍ଲୀ,୧୪।୨: କେନ୍ଦ୍ର ଶାସିତ ଅଞ୍ଚଳ ହେବା ପରେ ଚଳିତ ବର୍ଷ ପ୍ରଥମ କରି ଆରମ୍ଭ ହେବ ଅମରନାଥ ଯାତ୍ରା। ଜୁନ୍‌ ୨୩ରୁ ଆରମ୍ଭ ହେଉଥିବା ଏହି ୪୨…

6 years ago

ଭାଲେଣ୍ଟାଇନ୍ସ ଡେ’ରେ ବିବାହ କଲେ ରାଣୀ-ରାଜା

ବେଙ୍ଗାଲୁରୁ,୧୪।୨: କର୍ନାଟକର କ୍ୟୁବାନ ପାର୍କରେ ଶୁକ୍ରବାର ଭାଲେଣ୍ଟାଇନ୍ସ ଡେ’ ଅବସରରେ ରାଣୀ ଓ ରାଜାଙ୍କର ବିବାହ ଅନୁଷ୍ଠିତ ହୋଇଛି। ସାଧାରଣ ବିବାହ ଭଳି ଉଭୟଙ୍କୁ ପାରମ୍ପରିକ ପୋଷାକରେ…

6 years ago

ଦିଲ୍ଲୀ-ଏନ୍‌ସିଆରରେ ପ୍ରଦୂଷଣକୁ ନେଇ ନିର୍ମାଣ କାର୍ଯ୍ୟ ଉପରେ ଲଗାଯାଇଥିବା କଟକଣାକୁ ହଟାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ-ଏନ୍‌ସିଆରରେ ନିର୍ମାଣ କାର୍ଯ୍ୟ ଉପରେ ଲଗାଯାଇଥିବା କଟକଣାକୁ ହଟାଇଦେଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏହି ମାମଲାର ଶୁଣାଣି କରିବା ସମୟରେ ଉକ୍ତ ସହରରେ ସକାଳ ୬ଟାରୁ ସନ୍ଧ୍ୟା…

6 years ago

ଭାଲେଣ୍ଟାଇନ୍ସ ଡେ’ରେ ପିଲାମାନଙ୍କୁ ଶପଥ କରାଇଲେ ଶିକ୍ଷକ: କରିବେ ନାହି ପ୍ରେମ କି ପ୍ରେମ ବିବାହ

ଅମରାବତୀ,୧୪।୨: ମହାରାଷ୍ଟ୍ର ଅମରାବତୀ ଜିଲାରେ ଥିବା ଏକ ଆର୍ଟସ କଲେଜର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଠାରେ ଭାଲେଣ୍ଟାଇନ୍ସ ଡେ’ ଅବସରରେ ପିଲାମାନଙ୍କୁ ଶିକ୍ଷକ…

6 years ago

୬୧ ହଜାର କିଲୋମିଟର ଯାତ୍ରା କରି, ମଥାରେ ଲଗାଇଲେ ୪୦ ଶହୀଦ ଯବାନଙ୍କ ଘରର ମାଟି

ଶ୍ରୀନଗର,୧୪।୨: ଗତବର୍ଷ ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ଯବାନଙ୍କୁ ଶୁକ୍ରବାର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ର ଲେଥପୋରା ଶହୀଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମହାରାଷ୍ଟ୍ରର ଉମେଶ ଗୋପିନାଥ…

6 years ago

କେଜରିଓ୍ବାଲଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ଗୀତିକାର ଜାଭେଦ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି(ଏଏପି) ବିଜୟ ଲାଭ କରିଛି। ଏଥିପାଇଁ ଏଏପିକୁ ଦିଲ୍ଲୀବାସୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ରାଜନୈତିକ ଦଳ ଓ…

6 years ago

ଶାହୀନ ବାଗ ଆସିବାକୁ ଭିନ୍ନ ଢଙ୍ଗରେ ମୋଦିଙ୍କୁ ନିମନ୍ତ୍ରଣ କଲେ ପ୍ରଦର୍ଶନକାରୀ

ନୂଆଦିଲ୍ଲୀ,୧୪।୨: ରାଜଧାନୀର ଶାହୀନ ବାଗରେ ଗତ ପ୍ରାୟ ୨ ମାସେ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଛି। ଏହି ବିରୋଧ ପ୍ରଦର୍ଶନକୁ ନେଇ…

6 years ago

ଖବରଦାତାଙ୍କ ବେଶରେ ଯୋଗୀଙ୍କ ଉପରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଗୁଇନ୍ଦା ବିଭାଗ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଭୟ ରହିଛି। ଖବରଦାତା ବେଶରେ ଆତଙ୍କବାଦୀ ଗୋରଖପୁରର ଗୋରଖନାଥଙ୍କ ମନ୍ଦିର ବା ଭିଆଇପି ଗତିବିଧି…

6 years ago