ଜାତୀୟ

ଗାର୍ଗି କଲେଜ ଘଟଣାକୁ ନିନ୍ଦା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୨: ଆମ ଆଦମୀ ପାଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଟୁଇଟ୍‌ କରି ଗାର୍ଗି କଲେଜରେ ଛାତ୍ରୀଙ୍କୁ କରାଯାଇଥିବା ଦୁର୍ବବ୍ୟହାର ଘଟଣାର ନିନ୍ଦା…

6 years ago

ଅଣ୍ଡା ମାଡ଼ କରି କହ୍ନେୟା କୁମାରଙ୍କୁ ବିରୋଧ

ଜମୁଇ,୧୦।୨: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) ଛାତ୍ରସଂଘର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କହ୍ନେୟା କୁମାରଙ୍କ ଉପରକୁ ସୋମବାର ପୁଣି ଥରେ ଆକ୍ରମଣ ହୋଇଛି। ବିହାରର…

6 years ago

ବିଶ୍ୱର ସବୁଠାରୁ ଦାୟିତ୍ୱବାନ ପିତା!

ନୂଆଦିଲ୍ଲୀ,୧୦।୨: ଟୁଇଟରରେ ଏବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହା କୌଣସି ସେଲିବ୍ରିଟିଙ୍କର ନୁହେଁ ବରଂ ଏକ ଘଡିଆଲ କୁମ୍ଭୀରର। ଏହି ଫଟୋରେ ଦେଖାଯାଇଛି ଗୋଟିଏ…

6 years ago

ସେବା ସର୍ତ୍ତ ପୂରଣ କରୁଥିବା ମହିଳା ଅଧିକାରୀଙ୍କୁ ପେନସନ୍‌ ଦେବା ସପକ୍ଷରେ ଭାରତୀୟ ସେନା

ନୂଆଦିଲ୍ଲୀ,୧୦।୨: ଭାରତୀୟ ସେନାରେ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ଦେବାଲାଗି ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ଭାରତୀୟ ସେନା କହିଛି ଯେଉଁ ମହିଳା କର୍ମଚାରୀମାନେ ସେବା ସର୍ତ୍ତ…

6 years ago

ଆର୍‌ଏସ୍‌ଏସ୍‌ ନେତାଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୦।୨: ଦେଶରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ଥିବା ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ଏଥିରେ ଦର୍ଶାଯାଇଛି ଯେ, କିଛି ଆର୍‌ଏସ୍‌ଏସ୍‌ ନେତା…

6 years ago

ଶାହିନ ବାଗ ଧାରଣାସ୍ଥଳରେ ଶିଶୁର ମୃତ୍ୟୁକୁ ନେଇ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ,୧୦।୧: ଶାହିନ ବାଗରେ ପ୍ରଦର୍ଶନ ସମୟରେ ଜରେ ୪ ମାସ ଶିଶୁର ମୃତ୍ୟୁକୁ ନେଇ ଯେଉଁ ଆବେଦନ କରାଯାଇଥିଲା ସୁପ୍ରିମକୋର୍ଟ ପକ୍ଷରୁ ସୋମବାର ଏହାର ଶୁଣାଣି କରାଯାଇଛି।…

6 years ago

ସିଆର୍‌ପିଏଫ୍‌ ଯବାନ-ମାଓବାଦୀ ମୁହାଁମୁହିଁ: ୨ କୋବ୍ରା କମାଣ୍ଡୋ ଶହୀଦ

ରାୟପୁର,୧୦।୨: ଛତିଶଗଡ଼ରେ ସିଆର୍‌ପିଏଫ୍‌ ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ସିଆର୍‌ପିଏଫ୍‌ କମାଣ୍ଡୋ ଶହୀଦ ହୋଇଛନ୍ତି। ସେହିପରି cଜଣେ ମାଓବାଦୀଙ୍କ ମୃତ୍ୟୁ ମଧ୍ୟ ଘଟିଛି। ସ୍ଥାନୀୟ…

6 years ago

କଂଗ୍ରେସ ନେତାଙ୍କ ନାତୁଣୀଙ୍କୁ ବିବାହ କରିବେ କୁମାରସ୍ବାମୀଙ୍କ ପୁଅ

ବେଙ୍ଗାଲୁରୁ,୧୦।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ପୁଅ ନିଖିଲ କୁମାରସ୍ବାମୀ କଂଗ୍ରେସ ନେତା ଏମ୍‌. କ୍ରିଷ୍ଣାପ୍ପାଙ୍କ ନାତୁଣୀ ରେବତିଙ୍କୁ ବିବାହ କରିବେ ବୋଲି ଜଣାପଡିଛି। ଫେବୃୟାରୀ…

6 years ago

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ ୫…

6 years ago

‘ବନ୍ଧୁ ପ୍ରକଳ୍ପ’: ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କୁ ମିଳିବ ପେନ୍‌ସନ୍‌

କୋଲକାତା,୧୦।୨: ପଶ୍ଚିମବଙ୍ଗ ସରକାର ଚଳିତ ୨୦୨୦-୨୧ ବର୍ଷ ବଜେଟରେ ଏକ ନୂଆ ଯୋଜନା ଘୋଷଣା କରିବାର ବ୍ୟବସ୍ଥା ରହିଛି। ଏହାର ନାମ ରଖାଯାଇଛି ‘ବନ୍ଧୁ ପ୍ରକଳ୍ପ’। ଏହି…

6 years ago