ଜାତୀୟ

ଦିଲ୍ଲୀ ନିର୍ବାଚନ: ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ଭୋଟରଙ୍କ ସଂଖ୍ୟା ୧୩୨

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଗୁରୁବାର ଶେଷ ହୋଇଛି। ଆସନ୍ତା ୮ ତାରିଖରେ ଦିଲ୍ଲୀର ୭୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।…

6 years ago

ପିଟରଙ୍କୁ ଜାମିନ, ହେଲେ ଏବେ ମୁକୁଳିବେନି

ମୁମ୍ବାଇ,୭-୨(ପି.ଟି.):ବହୁଚର୍ଚ୍ଚିତ ଶିନା ବୋରା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ମିଡିଆ ବାରୋନ୍‌ ପିଟର ମୁଖାର୍ଜୀଆଙ୍କୁ ଆଶ୍ୱସ୍ତି ମିଳିଛି। ଏହି ହତ୍ୟାକାଣ୍ଡରେ ପିଟରଙ୍କ ବିରୋଧରେ…

6 years ago

ଓମାର, ମେହବୁବାଙ୍କ ବିରୋଧରେ ପିଏସ୍‌ଏ

ଶ୍ରୀନଗର,୭-୨:ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠୁ ଅଟକ ଥିବା ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର…

6 years ago

ଅରାଜକତା ସୃଷ୍ଟି କରିବ ବିକ୍ଷୋଭ

ନୂଆଦିଲ୍ଲୀ,୭-୨(ପି.ଟି.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନକୁ ବିପକ୍ଷ ଦଳଗୁଡ଼ିକ ଉସୁକାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ତୀବ୍ର ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା…

6 years ago

କେରଳରେ ଲାଗୁ ହେବନି ଏନ୍‌ପିଆର୍‌

ଥିରୁଭାନନ୍ଥପୁରମ୍‌,୭-୨ (ପି.ଟି.):ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) କେରଳରେ ଲାଗୁ ହେବନାହିଁ, କିନ୍ତୁ ଜନଗଣନା ପ୍ରକ୍ରିୟା ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ରାଜ୍ୟ ବିଧାନସଭାରେ କହିଛନ୍ତି। ଏନ୍‌ପିଆର୍‌କୁ…

6 years ago

ନିର୍ଭୟା ଦୋଷୀଙ୍କୁ ନୂଆ ଡେଥ୍‌ ଓ୍ବାରେଣ୍ଟ ଉପରେ ଜବାବ ମାଗିଲେ ତଳ କୋର୍ଟ: କେନ୍ଦ୍ର ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୭-୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କ ଭାଗ୍ୟ ସୁପ୍ରିମକୋର୍ଟରେ ଶୁକ୍ରବାର ନିର୍ଦ୍ଧାରଣ ହୋଇପାରେ। କାରଣ ସେମାନଙ୍କୁ ପୃଥକ୍‌ ପୃଥକ୍‌ ଭାବେ ଫାଶୀ ଦିଆଯାଇ…

6 years ago

ଢଳିଗଲା ୪ ମହଲା ବିଲ୍ଡିଂ: ଲୋକେ ଆତଙ୍କିତ

ବେଙ୍ଗାଲୁରୁ, ୭-୨:କର୍ନାଟକର ବେଙ୍ଗାଲୁରୁସ୍ଥିତ ବିନାୟକନଗରଠାରେ ଥିବା ଏକ ୪ ମହଲା ବିଲ୍ଡିଂ ବୁଧବାର ହଠାତ୍‌ ଢ଼ଳିଯିବାରୁ ଲୋକମାନେ ଆତଙ୍କିତ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ଘରୁ ସମସ୍ତେ ବାହାରି…

6 years ago

ଥମିଲା ଦିଲ୍ଲୀ ପ୍ରଚାର : ୭୦ ଆସନରେ ବଳ କଷାକଷି

ନୂଆଦିଲ୍ଲୀ,୭-୨: ଦିଲ୍ଲୀ ବିଧାନସଭାର ୭୦ ଆସନରେ ଶନିବାର ନିର୍ବାଚନ ହେବ। ଏଥିପାଇଁ ସମସ୍ତ ନିର୍ବାଚନମଣ୍ଡଳୀରେ ସବୁ ଦଳ ପକ୍ଷରୁ ଗୁରୁବାର ସନ୍ଧ୍ୟା ୬ଟାରେ ହାଇଭୋଲ୍ଟେଜ୍‌ ନିର୍ବାଚନ ପ୍ରଚାର…

6 years ago

କୁନାଲ କାମ୍‌ରା ନାମଧାରୀଙ୍କ ଟିକେଟ ବାତିଲ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୭-୨(ପି.ଟି.):ହାସ୍ୟାଭିନେତା କୁନାଲ କାମ୍‌ରାଙ୍କ ନାମରେ ଅନ୍ୟଜଣେ ବ୍ୟକ୍ତିଙ୍କ ଟିକେଟକୁ ଏୟାର ଇଣ୍ଡିଆ ବୁଧବାର ବାତିଲ କରିଥିଲା। ତାଙ୍କ ଟିକେଟକୁ ଭୁଲ୍‌ବଶତଃ ବାତିଲ କରାଯାଇଥିବା ସମ୍ପୃକ୍ତ ବ୍ୟକ୍ତି ଗୁରୁବାର…

6 years ago

ଭିଭିଆଇପିଙ୍କ ଯାତ୍ରା ପାଇଁ ଏୟାର ଇଣ୍ଡିଆର ୮୨୨ କୋଟି ବାକି

ନୂଆଦିଲ୍ଲୀ,୭-୨(ପି.ଟି.):ଦେଶର ଭିଭିଆଇପିମାନଙ୍କ ଉପରେ ଚାର୍ଟର ଫ୍ଲାଇଟ୍ସ ଭଡ଼ା ବାବଦକୁ ଏୟାର ଇଣ୍ଡିଆର ୮୨୨ କୋଟି ଟଙ୍କା ବାକି ଅଛି। ଆର୍ଥିକ ଅନଟନ ଦେଇ ଗତି କରୁଥିବା ଉକ୍ତ…

6 years ago