ଜାତୀୟ

ଦିଲ୍ଲୀରେ ଗୁଳି ଫୁଟିବା ପାଇଁ ଅନୁରାଗ ଠାକୁର ଦାୟୀ: ଅଭିନେତ୍ରୀ ନଗମା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଯାଇଛି। ଏଠାରେ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। କଂଗ୍ରେସ ପକ୍ଷରୁ ପ୍ରଚାର ମୈଦାନକୁ ଓହ୍ଲାଇ…

6 years ago

ରାମମନ୍ଦିର ଟ୍ରଷ୍ଟ ଗଠନ ସମ୍ପର୍କରେ ଘୋଷଣା କଲେ ମୋଦି

ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାର ବୁଧବାର ରାମନ୍ଦିର ଟ୍ରଷ୍ଟ ଗଠନ କରିଛନ୍ତିି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଲୋକ ସଭାରେ ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ…

6 years ago

ଦେଶରେ ପ୍ରଥମ ଥର ପାଇଁ ଡ୍ରୋନ୍‌ ଦ୍ୱାରା ଖୋଜାଯିବ କୋଇଲା ଓ ଖଣିଜ ଭଣ୍ଡାର

ରାଞ୍ଚି,୫।୨: ଭୂଗର୍ଭରେ ଥିବା କୋଇଲା ଏବଂ ଅନ୍ୟ ଖଣିଜ ଭଣ୍ଡାର ସମ୍ପର୍କରେ ତଥ୍ୟ ଏବେ ଡ୍ରୋନ୍‌ ଦ୍ୱାରା ସଂଗ୍ରହ କରାଯିବ। ଦେଶରେ ପ୍ରଥମ ଥର ପାଇଁ ଝାଡ଼ଖଣ୍ଡର…

6 years ago

ଲୋକଙ୍କ ସୁଖଦୁଃଖ ବୁଝୁଥିବା ଜଣେ କ’ଣ ହୋଇପାରେ ଆତଙ୍କବାଦୀ: କେଜରିଓ୍ବାଲଙ୍କ ଝିଅ ହର୍ଷିତା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଆତଙ୍କବାଦୀ ବୋଲି କହିଥିବା ଭାଜପା ନେତାଙ୍କୁ ଟାର୍ଗେଟ୍‌ କରିଛନ୍ତି ଝିଅ ହର୍ଷିତା। ସେ ପ୍ରଶ୍ନ…

6 years ago

ଦିଲ୍ଲୀ ଡାଇଲଗ୍ସ ୨୦୨୦ରେ ମତ ରଖିଲେ ୫୦ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୫ା୨: ଦିଲ୍ଲୀରେ ଆସନ୍ତା ୮ ତାରିଖରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ‘ଦିଲ୍ଲୀ ଡାଇଲଗ୍ସ ୨୦୨୦’ ଶୀର୍ଷକ ବିତର୍କ ମଙ୍ଗଳବାର ଆୟୋଜନ କରାଯାଇଛି। ଫାଷ୍ଟ ଟାଇମ୍‌…

6 years ago

ହସ୍ତକ୍ଷେପ ଲାଗି ମନାକଲା କେନ୍ଦ୍ର

ନୂଆଦିଲ୍ଲୀ/ହାଇଦ୍ରାବାଦ, ୫ା୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀ ଭାଇଜାଗ୍‌କୁ କାର୍ଯ୍ୟକାରୀ ରାଜଧାନୀ, ଅମରାବତୀକୁ ବ୍ୟବସ୍ଥାପକ ରାଜଧାନୀ ଓ କୁର୍ନୁଲ୍‌କୁ ନ୍ୟାୟିକ ରାଜଧାନୀ କରିବା ଯୋଜନାରେ ଅଛନ୍ତି। ରାଜ୍ୟରେ…

6 years ago

କପିଲ ଗୁଜ୍ଜର ଏଏପି ସଦସ୍ୟ

ନୂଆଦିଲ୍ଲୀ, ୫ା୨: ଦିଲ୍ଲୀର ଶାହିନ୍‌ବାଗରେ ଗତ ସପ୍ତାହରେ ହୋଇଥିବା ସିଏଏ ବିରୋଧୀ ବିକ୍ଷୋଭ ବେଳେ ଗୁଳି ଫୁଟାଇ ଗିରଫ ହୋଇଥିବା ୨୩ ବର୍ଷୀୟ କପିଲ ଗୁଜ୍ଜର ଏଏପି…

6 years ago

ହାଇକୋର୍ଟ ଗଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୫ା୨(ପି.ଟି.): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀମାନଙ୍କୁ ତୁରନ୍ତ ଫାଶୀ ଦେବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ରବିବାର ଏହା…

6 years ago

ନିଯୁକ୍ତି ଦେବାକୁ ଚାହୁଁନାହାନ୍ତି ମୋଦି, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଚାହୁଁନାହାନ୍ତି। ସମାଜରେ ଘୃଣା ବିସ୍ତାର କରିବା ହେଉଛି ଉଭୟ…

6 years ago

‘ଏବେ ଓଓ୍ବାଇସି ପଢ଼ିବେ ହନୁମାନ ଚାଳିଶା’

ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍‌ରିଓ୍ବାଲ ଏବେ ହନୁମାନ ଚାଳିଶା ପାଠ କରିବା ଆରମ୍ଭ କରିଦେଇଛନ୍ତି। ଆଗକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ହନୁମାନ ଚାଳିଶା…

6 years ago