ଜାତୀୟ

ମଦ ଦୋକାନ ଆଗରେ ଲମ୍ବା ଧାଡ଼ିରେ ରହିଛି ଚପଲ-ଛତା

ତ୍ରିଚିଲାପଲୀ,୧୬।୫: କରୋନା ମହାମାରୀ ଯୋଗୁ ଅର୍ଥନୀତିରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ମଦ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ତାମିଲନାଡୁ ତ୍ରିଚିଲାପଲୀ ଜିଲାରେ ଲୋକେ ମଦ…

6 years ago

ଆର୍ଥିକ ପ୍ୟାକେଜର ଚତୁର୍ଥ ପର୍ଯ୍ୟାୟ: ଅପରାହ୍ନ ୪ଟାରେ ଖବରତାଦା ସମ୍ମିଳନୀରେ ଯୋଗଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: କରୋନା ସଙ୍କଟ ସମୟରେ ଦେଶରେ ବିଗିଡି ଯାଇଥିବା ଅର୍ଥନୀତିକୁ ଶକ୍ତି ଯୋଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଅଭିଯାନର ଆହ୍ବାନ ଦେଇଥିଲେ। ଏଥିପାଇଁ ଘୋଷଣା…

6 years ago

୧୦ କିଲୋମିଟର ଚାଲି ଚାଲି ଯାଇ ପେନସନ୍‌ ଟଙ୍କାରୁ ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ କଲେ ୮୦ ବର୍ଷୀୟ ବୃଦ୍ଧା

ରୁଦ୍ରପ୍ରୟାଗ,୧୬।୫: କରୋନା ସଂକ୍ରମଣ ସମୟରେ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଉତ୍ତରାଖଣ୍ଡ ଅଗସ୍ତମୁନୀର ୮୦ ବର୍ଷୀୟ ବୃଦ୍ଧା ଦର୍ଶନୀ ଦେବୀ। ଡୋଭା-ଡଡୋଲି ଗାଁରେ ରହୁଥିବା ଏହି…

6 years ago

ଭାରତୀୟ ସେନାରୁ ବିଦାୟ ନେବ ଘୋଡ଼ାସବାର ବାହିନୀ

ନୂଆଦିଲ୍ଲୀ,୧୬।୫: ଭାରତୀୟ ସେନାରୁ ଘୋଡ଼ାସବାର ବାହିନୀକୁ ଖୁବ୍‌ଶୀଘ୍ର ବିଦାୟ ଦିଆଯିବ। ଏହାବଦଳରେ ଟ୍ୟାଙ୍କର ବ୍ୟବହାର କରାଯିବ। ସେନାରେ ୬୧ ଘୋଡ଼ାସବାର ବାହିନୀ ୧୯୫୩ରୁ କାର୍ଯ୍ୟ କରୁଛି। ତେବେ…

6 years ago

ସଡ଼କ ଦୁର୍ଘଟଣାରେ ମୃତ ପ୍ରବାସୀ ଶ୍ରମିକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ଯୋଗୀ ଆଦିତ୍ୟନାଥ

ଔରୟା,୧୬।୫: ଉତ୍ତରପ୍ରଦେଶର ଔରୟାଠାରେ ଶନିବାର ଟ୍ରକ୍‌ ଯୋଗେ ନିଜ ରାଜ୍ୟକୁ ଫେରୁଥିବା କେତେଜଣ ପ୍ରବାସୀ ଶ୍ରମିକଙ୍କୁ ଆଉ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ୨୪ ଜଣଙ୍କର…

6 years ago

ସୁସ୍ଥ ହେଲେ ୩୦ ହଜାରରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୬।୫: ଦେଶରେ ୨୪ ଘଣ୍ଟାରେ ୪ ହଜାର ଛୁଇଁବାକୁ ବସିଲାଣି କରୋନା ସଂକ୍ରମିତଙ୍କ ସଂଖ୍ୟା। ଯାହା ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।…

6 years ago

ଥମୁନି ଦାଦନ ଦୁଃଖ: ସଡ଼କ ଦୁର୍ଘଟଣାରେ ୨୪ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଔରୟା,୧୬।୫: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲକ୍‌ଡାଉନ ୩.୦ର ଅବଧି ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବା ବେଳେ ଏପଟେ କିନ୍ତୁ…

6 years ago

କଥାବାର୍ତ୍ତା ବେଳେ ଜଳକଣା ଦ୍ୱାରା ବ୍ୟାପିଥାଏ କରୋନା

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାର ଚିକିତ୍ସା ପାଇଁ ଦିନରାତି ଚାଲିଛି ଗବେଷଣା। ଏପରି କି ଏହାର ସଂକ୍ରମଣକୁ…

6 years ago

୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଚଳିତ ୨୦୧୯-୨୦ ଫସଲ ବର୍ଷରେ ଦେଶରେ ୨୯୫.୬୭ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହେବ ବୋଲି ଆକଳନ କରାଯାଇଛି। ଭଲ ବର୍ଷା ଯୋଗୁ କ୍ରମାଗତ ଚତୁର୍ଥ…

6 years ago

ହିମସ୍ଖଳନରେ ୨ ଯବାନ ଶହୀଦ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଉତ୍ତର ସିକିମର ଲୁଗ୍‌ନାକ୍‌ ଲା ପାର୍ବତ୍ୟାଞ୍ଚଳରେ ହିମସ୍ଖଳନ ଯୋଗୁ ସେନାର ଜଣେ ଲ୍ୟୁଟନାଣ୍ଟ କଲୋନେଲ୍‌ ଓ ଜଣେ ଯବାନ ଶହୀଦ ହୋଇଛନ୍ତି। ଏମାନେ ୧୮ ଜଣିଆ…

6 years ago