ଭୋପାଳ,୨୮।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଘୋଷଣା କରିଛନ୍ତି ଶ୍ରୀଲଙ୍କାରେ ମାତା ସୀତାଙ୍କର ଏକ ସୁନ୍ଦର ମନ୍ଦିର ନିର୍ମାଣ କରାଯିବ। ଏହାକୁ ମଧ୍ୟପ୍ରଦେଶ ସରକାର ନିର୍ମାଣ କରିବେ। ଏଥିପାଇଁ…
ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍ ସ୍କ୍ବାଡ୍କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ କାର୍ଯ୍ୟ…
ରାଞ୍ଚି,୨୮।୧: ଦୀର୍ଘ ୨ ବର୍ଷ ପରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟିଛନ୍ତି ସ୍ତ୍ରୀ ରାବିଡି ଦେବୀ। ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ(ରିମ୍ସ)ରେ ଭର୍ତ୍ତି…
ଅମରାବତୀ,୨୮ା୧(ପି.ଟି.): ଆନ୍ଧ୍ରପ୍ରଦେଶରୁ ବିଧାନ ପରିଷଦ ଉଚ୍ଛେଦ ହେବାକୁ ଯାଉଛି। ଏ ନେଇ ରାଜ୍ୟ କ୍ୟାବିନେଟରେ ସୋମବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଅନୁରୂପ ପ୍ରସ୍ତାବ ବିଧାନସଭାରେ ଗୃହୀତ…
ନୂଆଦିଲ୍ଲୀ,୨୮ା୧(ପି.ଟି.): ବୋଡୋ ସମସ୍ୟାର ସମାଧାନ ଲାଗି ସରକାର ସୋମବାର ଆସାମର ଦୁଇ ଉଗ୍ରପନ୍ଥୀ ସଂଗଠନ ନ୍ୟାଶନାଲ ଡେମୋକ୍ରାଟିକ୍ ଫ୍ରଣ୍ଟ୍ ଅଫ୍ ବୋଡୋଲ୍ୟାଣ୍ଡ (ଏନ୍ଡିଏଫ୍ବି) ଏବଂ ଅଲ୍ ବୋଡୋ…
ନୂଆଦିଲ୍ଲୀ/କୋଲକାତା/ ଓ୍ବାଶିଂଟନ,୨୮ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ଥମିବାର ନାଁ ନେଉନାହିଁ। ଗୋଟିଏ ପରେ ଗୋଟିଏ ରାଜ୍ୟ ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଗୃହୀତ…
କୋଲକାତା,୨୭।୧: ଡା. ବିଆର୍ ଆମ୍ବେଦକରଙ୍କ ଅଣନାତି ରାଜରତ୍ନ ଆମ୍ବେଡକର ରବିବାର କୋଲକାତାରେ ଆର୍ଏସ୍ଏସ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଆର୍ଏସ୍ଏସ୍ ଭାରତର ଆତଙ୍କବାଦୀ…
ନୂଆଦିଲ୍ଲୀ,୨୭।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଜାତୀୟ ମାନବିକ ଅଧିକାର କମିଶନ(ଏନ୍ଏଚ୍ଆରସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନାଗରିକତ୍ୱ ସଂଶୋଧନ…
କୋଲକାତା,୨୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ପାସ୍ ହୋଇଛି। ଏଭଳି ବିରୋଧକୁ ନେଇ ଏବେ ପଶ୍ଚିମବଙ୍ଗ ୪ର୍ଥ ରାଜ୍ୟ ହୋଇଯାଇଛି।…
କେନ୍ଦ୍ର ସରକାର ସାଧାରଣତନ୍ତ୍ର ଦିବସ ପୂର୍ବରୁ ୨୦୨୦ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତବର୍ଷ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମଭୂଷଣ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ…