ଜାତୀୟ

ଅକ୍ସଫୋର୍ଡ ଡିକ୍ସନାରିରେ ‘ଆଧାର’

ନୂଆଦିଲ୍ଲୀ,୨୫ା୧: ଅକ୍ସଫୋର୍ଡ ଡିକ୍‌ସନାରିରେ ‘ଆଧାର’ ଶବ୍ଦ ସ୍ଥାନ ପାଇଛି। ଏହାର ଦଶମ ସଂସ୍କରଣରେ ଆହୁରି ୨୫ଟି ଭାରତୀୟ ଶବ୍ଦକୁ ସାମିଲ କରାଯାଇଛି। ଅକ୍ସଫୋର୍ଡ ଆଡଭାନ୍ସଡ ଲର୍ନର ଡିକ୍‌ସନାରି(ଓଏଏଲ୍‌ଡି)ର…

6 years ago

ରାଜନୀତିକୁ ଅପରାଧମୁକ୍ତ କରାଯାଉ

ନୂଆଦିଲ୍ଲୀ,୨୫ା୧,(ପି.ଟି./ଆଇଏଏନ୍‌ଏସ୍‌) : ଆପରାଧିକ ପୃଷ୍ଠଭୂମିର ବ୍ୟକ୍ତିମାନଙ୍କୁ ରାଜନୀତିରୁ ବାହାର କରାଯିବ। ସେମାନଙ୍କ ଉପସ୍ଥିତି ରାଜନୈତିକ ବାତାବରଣକୁ କଳୁଷିତ କରିବାରେ ଲାଗିଛି। ଏଥିପାଇଁ ରାଜନୀତିର ଅପରାଧୀକରଣକୁ ନେଇ ଶୁକ୍ରବାର…

6 years ago

ଅତ୍ୟଧିକ ଟିକସ ସାମାଜିକ ଅନ୍ୟାୟ: ସିଜେଆଇ

ନୂଆଦିଲ୍ଲୀ, ୨୫ା୧ (ଆଇଏଏନ୍‌ଏସ୍‌) : ଟିକସ ଠକେଇ ହେଉଛି ଭାରତୀୟ ନାଗରିକମାନଙ୍କ ପ୍ରତି ସାମାଜିକ ଅନ୍ୟାୟ। ସେହିପରି ସରକାରଙ୍କ ପକ୍ଷରୁ ଲୋକଙ୍କ ଉପରେ ସ୍ବେଚ୍ଛାଚାର ଭାବେ କିମ୍ବା…

6 years ago

କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ଶାହା

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏବେ ପ୍ରାୟ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ ଶୁକ୍ରବାର…

6 years ago

ନିର୍ଭୟା ଦୋଶୀଙ୍କ ଫାଶୀ ଘୁଞ୍ଚାଇବାକୁ କୌଶଳ କରୁଛନ୍ତି ଓକିଲ: ଉପ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧: ବହୁ ଚର୍ଚ୍ଚିତ ୨୦୧୨ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ଫାଶୀ ତାରିଖକୁ ଘୁଞ୍ଚାଇ ଦେବାକୁ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ କୌଶଳ କରୁଛନ୍ତି ବୋଲି ଶୁକ୍ରବାର…

6 years ago

ଶିକ୍ଷାରୁ ବଞ୍ଚିତ ହେବେ ନାହିଁ ଘାଟିର ଜଣେ ବି ଶିଶୁ: ରମେଶ ପୋଖରିଓ୍ବାଲ

ଶ୍ରୀନଗର,୨୪।୧: ଭାରତ ସରକାର ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବାକୁ ଏଠାରେ ଶିକ୍ଷା ଅଧିନିୟମ ଲାଗୁ କରିଛନ୍ତି। ତେଣୁ ଏବେ ଘାଟିରେ କୌଣସି ଶିଶୁ ଶିକ୍ଷାରୁ ବଞ୍ଚିତ…

6 years ago

୬ ଦିନ ମଧ୍ୟରେ ଦ୍ୱିତୀୟଥର କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ହେଲା ସଫଳ ପରୀକ୍ଷଣ

ବିଶାଖାପାଟନମ,୨୪।୧: ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ଯେ ମାତ୍ର ୬ ଦିନ ମଧ୍ୟରେ ଦ୍ୱିତୀୟଥର ଭାରତ କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ୩୫୦୦…

6 years ago

୪ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ବ୍ରାଜିଲ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧: ବ୍ରାଜିଲ ପ୍ରଧାନମନ୍ତ୍ରୀ ଜେର ମେସିଆସ ବୋଲସୋନାରୋ ୪ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଥର ସେ ସାଧାରଣତନ୍ତ୍ର ଦିବସର ଅତିଥି ହୋଇପାରନ୍ତି ବୋଲି…

6 years ago

ଡରାଇଲାଣି କୋରୋନା ଭାଇରସ: ସନ୍ଦେହରେ ମୁମ୍ବାଇର ୨ ବ୍ୟକ୍ତି

ମୁମ୍ବାଇ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ଖେଳାଇଛି। ଏବେ ଚାଇନାରୁ ଆସିଥିବା ୨ ବ୍ୟକ୍ତି କୋରୋନା ଭାଇରସରେ ଆକ୍ରାନ୍ତ ଥିବା ସନ୍ଦେହ କରି ସେମାନଙ୍କୁ ମୁମ୍ବାଇର…

6 years ago

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା ହସିବ…

6 years ago