ଜାତୀୟ

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା ହସିବ…

6 years ago

ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ

ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ ସବୁ…

6 years ago

ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ଖାରଜ କଲେ ମାଡ୍ରାସ ହାଇକୋର୍ଟ

ଚେନ୍ନାଇ,୨୪।୧: ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ନେଇ ଶୁକ୍ରବାର ମାଡ୍ରାସ ହାଇକୋର୍ଟ ଶୁଣାଣି କରି ଉକ୍ତ ମାମଲାକୁ ଖାରଜ କରି ଦେଇଛନ୍ତି। ପେରିୟରଙ୍କୁ…

6 years ago

ହାଇକୋର୍ଟ ପକ୍ଷରୁ ଜେଏନ୍‌ୟୁ ଛାତ୍ରଙ୍କୁ ମିଳିଲା ଆଶ୍ୱସନା

ନୂଆଦିଲ୍ଲୀ,୨୪।୧: ହଷ୍ଟେଲ ଫି ବୃଦ୍ଧି ପ୍ରତିବାଦରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଛାତ୍ରଙ୍କୁ ମିଳିଛି ଆଶ୍ୱସନା। ଶୁକ୍ରବାର ଏହି ଆବେଦନର ଶୁଣାଣି କରି ଦିଲ୍ଲୀ…

6 years ago

ପୁଣି କୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୨୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀମାନେ ପୁଣି କୋର୍ଟ ପହଞ୍ଚିଛନ୍ତି। ଏମାନଙ୍କ ପାଇଁ ଲଢୁଥିବା ଓକିଲ ଏପି ସିଂ ଶୁକ୍ରବାର ପୁଣିଥରେ ପଟିଆଲା ହାଉସ କୋର୍ଟ ପହଞ୍ଚିଥିବା…

6 years ago

ଝିଣ୍ଟିକା ବୋଝେଇ ଟୋକେଇ ଧରି ବିଧାନସଭା ପହଞ୍ଚିଲେ ଭାଜପା ବିଧାୟକ

ଜୟପୁର,୨୪।୧: ରାଜସ୍ଥାନ ବିଧାନସଭାରେ ଶୁକ୍ରବାର ଏକ ଆଶ୍ଚର୍ଯ୍ୟକଲା ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ବିହାରୀ ଲାଲ ନୋଖା ଶୁକ୍ରବାର ଏକ ଝିଣ୍ଟିକା…

6 years ago

ସିଏଏକୁ ସମର୍ଥନ କରୁଥିବା ହିନ୍ଦୁ ପରିବାରକୁ ପାଣି ବନ୍ଦ ଘଟଣା: ଟୁଇଟ କରିଥିବା ଏମ୍‌ପିଙ୍କ ନାଁରେ ମାମଲା ରୁଜୁ

ମଲ୍ଲାପୁରମ୍‌,୨୪।୧: କର୍ନାଟକର ଜଣେ ଭାଜପା ଏମ୍‌ପି ଶୋଭା କରାଣ୍ଡଲାଜେ କେରଳର ମଲ୍ଲାପୁରମ୍‌ରେ ନାଗରିକତ୍ୱ ସଂଶୋଧିତ ଆଇନ(ସିଏଏ)କୁ ସମର୍ଥନ କରୁଥିବା ହିନ୍ଦୁମାନଙ୍କୁ ପିଇବା ପାଣି ଯୋଗାଣ ବନ୍ଦ କରାଯାଉଛି…

6 years ago

ସାପକୁ ଭୟ ନ କରି ୩ କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କଲେ ପୋଲିସ କର୍ମଚାରୀ

ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ଆମରୋହାରେ ୩ଟି କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କରିଛି ପୋଲିସ। ଏବେ ସୋସିଆଲ ମିଡିଆରେ ୟୁପି ପୋଲିସର ଏଭଳି କାର୍ଯ୍ୟକୁ ପ୍ରଶଂସା କରାଯାଇଛି।…

6 years ago

ବାଲ୍‌ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି: କହିଲେ, ତୁମମାନଙ୍କଠାରୁ ମୋତେ ପ୍ରେରଣା ମିଳୁଛି

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ…

6 years ago

ହଷ୍ଟେଲରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଏମ୍‌ବିବିଏସ୍‌ ଛାତ୍ରୀ

ବରେଲି, ୨୪।୧: ଉତ୍ତର ପ୍ରଦେଶର ବରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଏକ ମେଡିକାଲ କଲେଜ ହଷ୍ଟେଲରେ ନିଆଁ ଲାଗିଯିବା ଫଲରେ ଜଣେ ଏମବିବିଏସ୍‌…

6 years ago