ଗୁଆହାଟୀ,୧୫।୫: ଆସାମରେ ଦେଖାଦେଇଛି ଆଫ୍ରିକାନ୍ ସ୍ବାଇନ୍ ଫିଭର(ଏଏସ୍ଏଫ୍)। ଏଥିରେ ୧୫ ହଜାର ଘୁଷୁରି ମଲେଣି। ୩୩ ଜିଲାରୁ ୧୦ ଜିଲାରେ ଏହି ରୋଗ ମାଡ଼ିଚାଲିଛି। ଏହାର ନିରାକରଣ…
ମୁମ୍ବାଇ,୧୫।୫: ମହାରାଷ୍ଟ୍ରରେ ଲକ୍ଡାଉନ ଅବଧି ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଗୁରୁବାର…
ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ ପରିଷଦର…
ହାଇଦ୍ରାବାଦ, ୧୫।୫: ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି ସରକାର ଦେଶବ୍ୟାପୀ ଲକ୍ଡାଉନ ଲାଗୁ କରିଥିବା ବେଳେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଘଟଣା ଦେଖିବାକୁ ମିଳୁଛି।…
ନୂଆଦିଲ୍ଲୀ, ୧୫।୫ : ପ୍ରାଣଘାତୀ କରୋନା ଭୂତାଣୁ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି। ଦେଶରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୮୧, ୬୫୮କୁ ବୃଦ୍ଧି ପାଇଥିବା…
ନୂଆଦିଲ୍ଲୀ,୧୫।୫: କରୋନା ଭାଇରସ୍ ମୁକାବିଲା ପାଇଁ ଜାରି ଲକ୍ଡାଉନ୍ ଦେଶର ଅର୍ଥନୀତିକୁ ଉଜାଡ଼ିଦେଇଛି। ଏଥିଯୋଗୁ ସହରଗୁଡ଼ିକରେ ଜୀବିକା ହରାଇ ଗାଁମୁହାଁ ହୋଇଥିବା ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ସବୁଠୁ…
ନୂଆଦିଲ୍ଲୀ,୧୫।୫: ଲକ୍ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଫସି ରହିଛନ୍ତି। ଏପରି କି କାମଧନ୍ଦା ପାଉ ନ ଥିବାରୁ ଅନେକ ପ୍ରବାସୀ ଶ୍ରମିକ ଅର୍ଥାଭାବ ମଧ୍ୟ…
ନୂଆଦିଲ୍ଲୀ: ଦୀର୍ଘ ୫ମାସ ହେଲା ପୃଥିବୀବାସୀଙ୍କୁ କଲବଲ କରୁଛି କରୋନା। ଏହାର ଭୟଙ୍କର ପ୍ରକୋପରେ ଆଣ୍ଠେଇବାକୁ ବାଧ୍ୟ ହୋଇଛନ୍ତି ଆମେରିକା, ରୁଷିଆ, ଜର୍ମାନୀ, ସ୍ପେନ୍, ବ୍ରିଟେନ୍ ଭଳି…
ନୂଆଦିଲ୍ଲୀ,୧୫।୫(ପି.ଟି.): ବିଦେଶରେ ପାଠ ପଢ଼ିବାକୁ ଚାହୁଁଥିବା ୪୮ ପ୍ରତିଶତ ଭାରତୀୟ ଛାତ୍ରୀଛାତ୍ରଙ୍କ ନିଷ୍ପତ୍ତିକୁ କରୋନା ମହାମାରୀ ପ୍ରଭାବିତ କରିବ ବୋଲି ଜଣାପଡିଛି। ବିଶ୍ୱସ୍ତରରେ ଶିକ୍ଷାନୁଷ୍ଠାନଗୁଡ଼ିକର ର଼୍ୟାଙ୍କ ପ୍ରସ୍ତୁତ…
ନୂଆଦିଲ୍ଲୀ,୧୫।୫: ମାର୍ଚ୍ଚ ୨୫ରେ ଆରମ୍ଭ ହୋଇଥିବା ଲକ୍ଡାଉନ୍ର ଏବେ ତୃତୀୟ ପର୍ଯ୍ୟାୟ ଚାଲିଛି। ଏହି ତିନି ପଯର୍ର୍ୟାୟ ତାଲାବନ୍ଦ ମଧ୍ୟରେ ଉଜୁଡ଼ିଯାଇଛି ଅର୍ଥନୀତି ଓ ଏହା ସହ…