ଜାତୀୟ

ସ୍ମାର୍ଟ ଫୋନ୍‌ କିଣିଲେ ମାଗଣାରେ ମିଳିବ ପିଆଜ

ପାଟୁକୋଟାଇ,୮।୧୨: ଦେଶରେ ପିଆଜର ଦରବୃଦ୍ଧି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଏତିକିବେଳେ ତାମିଲନାଡୁ ପାଟୁକୋଟାଇର ଥାଲାୟାରି ଷ୍ଟ୍ରିଟ୍‌ରେ ଥିବା ଜଣେ ମୋବାଇଲ ଦୋକାନୀ ଫୋନ୍‌ ବିକ୍ରି କରିବାକୁ…

6 years ago

ଗୋଟିଏ ବର୍ଷରେ ୨୫ ରାଜନୈତିକ ଦଳଙ୍କ ପାଣ୍ଠି ସଂଗ୍ରହ ୧୧୫୫ କୋଟିରୁ ଅଧିକ: ଏଡିଆର୍‌ ରିପୋର୍ଟ

ନୂଆଦିଲ୍ଲୀ,୮।୧୨: ଦେଶର ୨୫ଟି ରାଜନୈତିକ ଦଳର ମୋଟ ପାଣ୍ଠି ସଂଗ୍ରହ ଗୋଟିଏ ବର୍ଷ ମଧ୍ୟରେ ୩୨୯ କୋଟିରୁ ବୃଦ୍ଧି ପାଇ ୧୧୫୫ କୋଟି ଟଙ୍କା ହୋଇଛି। ଏନେଇ…

6 years ago

ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ

ମୁମ୍ବାଇ,୮।୧୨: ବଲିଉଡ୍‌ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିବା…

6 years ago

ଅଡି ବସିଛନ୍ତି ଉନ୍ନାଓ ପୀଡ଼ିତାଙ୍କ ପରିବାର

ଲକ୍ଷ୍ନୌ,୮।୧୨: ଉନ୍ନାଓ ବଳାତ୍କାର ପୀଡିତାଙ୍କ ମୃତ୍ୟୁ ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ପାଇଁ…

6 years ago

କାରଖାନାରେ ଭୟାବହ ଅଗ୍ନିକାଣ୍ଡ: ୪୩ ମୃତ; ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୮।୧୨: କେନ୍ଦ୍ରୀୟ ଦିଲ୍ଲୀର ରାଣୀ ଝାନ୍ସୀ ରୋଡ୍‌ ନିକଟରେ ଥିବା ଏକ ସ୍କୁଲ ବ୍ୟାଗ୍‌ ତିଆରି କାରଖାନାରେ ରବିବାର ଭୋର୍‌ ୫ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

6 years ago

ବିକ୍ଷୋଭକାରୀଙ୍କୁ ପୋଲିସ ଘଉଡ଼ାଇଲା

ନୂଆଦିଲ୍ଲୀ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଶନିବାର ଦିଲ୍ଲୀରେ ଶତାଧିକ ବିକ୍ଷୋଭକାରୀ ମହମବତି ଧରି ପ୍ରତିବାଦ କରୁଥିବାବେଳେ ବାରିକେଡ୍‌ ଡେଇଁବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ ଘଉଡାଇବା…

6 years ago

ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ

ଲକ୍ଷ୍ନୌ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଉତ୍ତରପ୍ରଦେଶ ସରକାରର ୨ ଜଣ ମନ୍ତ୍ରୀ ଯାଇଥିବାବେଳେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକେ ଓ କଂଗ୍ରେସ କର୍ମୀମାନେ ସେମାନଙ୍କୁ…

6 years ago

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା କରିବା…

6 years ago

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା ସହ…

6 years ago

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା ବ୍ୟୟବହୁଳ…

6 years ago