ଜାତୀୟ

ଡିଏମ୍‌କେରେ ଯୋଗଦେଲେ ତାମିଲନାଡୁ ଭାଜପା ଉପାଧ୍ୟକ୍ଷ

ଚେନ୍ନାଇ,୫।୧୨: ତାମିଲନାଡୁର ଭାରତୀୟ ଜନତା ପାର୍ଟି(ଭାଜପା) ଉପାଧ୍ୟକ୍ଷ ବିଟି. ଅରସକୁମାର ଗୁରୁବାର ଡିଏମ୍‌କେରେ ଯୋଗ ଦେଇଛନ୍ତି। ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଉପସ୍ଥିତିରେ ସେ ଅରିଭାଲୟମଠାରେ ଥିବା…

6 years ago

ନିଜ କଳ୍ପନା ରାଇଜରେ ବଞ୍ଚୁଛନ୍ତି ମୋଦି, ଶାହ: ରାହୁଲ

ମାଲାପୁରମ,୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରିଛନ୍ତି।…

6 years ago

କ୍ଷତାକ୍ତ ଯବାନଙ୍କ ସେବା ହିଁ ଦେଶସେବା

ସିକନ୍ଦରାବାଦ: ଶତ୍ରୁଙ୍କ କବଳରୁ ଦେଶକୁ ରକ୍ଷା କରିବାପାଇଁ କେବଳ ବନ୍ଧୁକ ଚଳାଇବା ନୁହେଁ, ଯୁଦ୍ଧକ୍ଷେତ୍ରରେ ଶତ୍ରୁଙ୍କ ଗୁଳିରେ ଆହତ ଯବାନଙ୍କ ସେବା ସୁଶ୍ରୂଷା କରିବା ମଧ୍ୟ ଦେଶସେବା।…

6 years ago

ନିରବ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ

ନୂଆଦିଲ୍ଲୀ,୫।୧୨: ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଗୁରୁବାର ପ୍ରିଭେନଶନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) କୋର୍ଟ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରିଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ…

6 years ago

ପ୍ରଥମ ଗେଟ୍‌ ବନ୍ଦ, ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କଲେ ରାଜ୍ୟପାଳ

କୋଲକତା,୫।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦିପ ଧନକରଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଗୁରୁବାର ରାଜ୍ୟପାଳ ବିଧାନସଭାରେ…

6 years ago

ଅର୍ଥମନ୍ତ୍ରୀ କ’ଣ ଆଭୋକାଡୋ ଖାଉଛନ୍ତି: ଚିଦାମ୍ବରମ

ନୂଆଦିଲ୍ଲୀ,୫।୧୨: ଜାମିନ ମିଳିବାର ଗୋଟିଏ ଦିନ ପରେ ସଂସଦରେ ଉପସ୍ଥିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ। ଏବେ ପିଆଜ ଦରବୃଦ୍ଧିକୁ…

6 years ago

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରାଯିବ।…

6 years ago

ନାଟକୀୟ ଢଙ୍ଗରେ ପୁଣିଥରେ କଂଗ୍ରେସରେ ଯୋଗଦେଲେ ବସନ୍ତ କୁମାର

ନୂଆଦିଲ୍ଲୀ,୫।୧୨: ମହାରାଷ୍ଟ୍ର ପରେ ଏପେ ପୁଣିଥରେ କର୍ନାଟକରେ ରାଜନୀତି ଡ୍ରାମା ଆରମ୍ଭ ହୋଇଯାଇଛି। ଦୁଇଦିନ ପୂର୍ବରୁ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା କର୍ପୋରେଟର…

6 years ago

ଉନ୍ନାଓରେ ହାଇଦ୍ରାବାଦ ଘଟଣାର ପୁନରାବୃତ୍ତି

ଲକ୍ଷ୍ନୌ,୫।୧୨: ଉତ୍ତର ପ୍ରଦେଶର ଉନ୍ନାଓରେ ହାଇଦ୍ରାବାଦ ଗଣବଳାତ୍କାର ଘଟଣାର ପୁରନରାବୃତ୍ତି ହୋଇଛି। ଏଠାରେ ଜଣେ ବଳାତ୍କାର ପୀଡିତା ଯୁବତୀଙ୍କୁ ଜଳାଇବାକୁ ଉଦ୍ୟମ କରାଯାଇଛି। ଅଭିଯୁକ୍ତ ୫ ଜଣ…

6 years ago

ଉଦ୍ଧବଙ୍କ ଉପରେ ଖପ୍ପା: ଭାଜପାରେ ଯୋଗଦେଲେ ୪୦୦ ଶିବସେନା କାର୍ଯ୍ୟକର୍ତ୍ତା

ମୁମ୍ବାଇ,୫।୧୨: ମହାରାଷ୍ଟ୍ରରେ ଶିବସେନାକୁ ଝଟ୍‌କା ଲାଗିଛି। ଦଳର ୪୦୦ କାର୍ଯ୍ୟକର୍ତ୍ତା ଭାଜପାରେ ଯୋଗଦେଇଛନ୍ତି। ରାଜ୍ୟରେ ଶିବସେନା ଏନସିପି ଏବଂ କଂଗ୍ରେସ ସହ ମିଶି ସରକାର ଗଢିବାକୁ ନେଇ…

6 years ago