ଜାତୀୟ

ଜୁନ୍‌ରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆସିବ ନୂଆ ବିମାନ

ନୂଆଦିଲ୍ଲୀ,୧୦ା୧୦: ପ୍ରଧାନମନ୍ତ୍ରୀଙ୍କ ପାଇଁ ଦୁଇଟି ନୂଆ ସ୍ବତନ୍ତ୍ର ବିମାନ ଆସନ୍ତାବର୍ଷ ଜୁନ୍‌ରେ ଭାରତ ଆସିବ। ଏହି ବିମାନ ଏୟାର ଇଣ୍ଡିଆ ବଦଳରେ ଇଣ୍ଡିଆନ ଏୟାରଫୋର୍ସ ଅଧୀନରେ ରହିବ…

6 years ago

୨୦୨୪ ନିର୍ବାଚନ ପୂର୍ବରୁ ହଟିବେ ଅନୁପ୍ରବେଶକାରୀ

କୈଠାଲ, ୧୦ା୧୦: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତରେ ରହୁଥିବା ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ହଟାଯିବ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ପ୍ରକାଶ କରିଛନ୍ତି।…

6 years ago

ଆରେ ଗଛକଟା ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଆରେ ଜଙ୍ଗଲରେ ଗଛକଟା ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗଛକଟା ବନ୍ଦ କରି ସ୍ଥିତାବସ୍ଥା ଜାରି ରଖିବା ଲାଗି ସର୍ବୋଚ୍ଚ ଅଦାଲତ ମୁମ୍ବାଇ ମ୍ୟୁନିସିପାଲ…

6 years ago

ସର୍ବାଧିକ ବିଳମ୍ବରେ ଫେରୁଛି ମୌସୁମୀ

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଦକ୍ଷିଣପଶ୍ଚିମ ମୌସୁମୀ ବୁଧବାରଠାରୁ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି। ଚଳିତବର୍ଷ ମୌସୁମୀ ପ୍ରତ୍ୟାବର୍ତ୍ତନରେ ସର୍ବାଧିକ ବିଳମ୍ବ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ପଞ୍ଜାବ,…

6 years ago

୧୪୦୦ କି.ମି. ସବୁଜ ପ୍ରାଚୀର ନିର୍ମାଣ ଯୋଜନା

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଗୁଜରାଟରୁ ଦିଲ୍ଲୀ-ହରିୟାଣା ସୀମା ପର୍ଯ୍ୟନ୍ତ ୧୪୦୦ କିଲୋମିଟର ଦୀର୍ଘ ଓ ୫ କିଲୋମିଟର ପ୍ରସ୍ଥ ବିଶିଷ୍ଟ ସବୁଜ ବେଲ୍ଟ ନିର୍ମାଣ ଲାଗି କେନ୍ଦ୍ର ସରକାର ଯୋଜନା…

6 years ago

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ ଯାଇପାରିବେ।…

6 years ago

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ ଭେଟି…

6 years ago

ରାଫାଲ ପୂଜାକୁ କଂଗ୍ରେସ କହିଲା ଡ୍ରାମା

ନୂଆଦିଲ୍ଲୀ,୯।୧୦:  ଫ୍ରାନ୍ସ ଗସ୍ତରେ ଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରବି-୦୦୧ ଲେଖାଥିବା ରାଫାଲ ବିମାନକୁ ଫୁଲ ଓ ସିନ୍ଦୂର ଲଗାଇବା ପରେ ସେଥିରେ ଓଁ ଲେଖିବା…

6 years ago

୫ ପ୍ରତିଶତ ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ୫ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା। ବୁଧବାର ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର…

6 years ago

ଇମ୍ରାନ ଖାନଙ୍କୁ ରାବଣ ଭାବେ ସଜେଇ କରାଗଲା ଦହନ

ଭୋପାଳ,୯।୧୦: ସାରା ଦେଶରେ ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯାଇଛି। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ…

6 years ago