ଜାତୀୟ

‘ମାନସିକତା ବଦଳାନ୍ତୁ ଦକ୍ଷିଣ ଏସୀୟ ରାଷ୍ଟ୍ର’

ନୂଆଦିଲ୍ଲୀ,୫ା୧୦ (ପି.ଟି.): ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକ ସଂଖ୍ୟାଗରିଷ୍ଠ-ସଂଖ୍ୟାଲଘୁ ମାନସିକତାରେ ପରିବର୍ତ୍ତନ ଆଣିବାକୁ ହେବ ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଶୁକ୍ରବାର କହିଛନ୍ତି। ବହୁଳତାବାଦ ହେଉଛି ଆଞ୍ଚଳିକ…

6 years ago

ଅନୁପ୍ରବେଶ ଅପେକ୍ଷାରେ ପାକ୍‌ ଆତଙ୍କବାଦୀ: ଏଲ୍‌ଓସି, ଆଇବିରେ ହାଇଆଲର୍ଟ

ନୂଆଦିଲ୍ଲୀ,୫ା୧୦: ଭାରତରେ ଅନୁପ୍ରବେଶ ଲାଗି ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ଆତଙ୍କବାଦୀ ଅପେକ୍ଷାରତ ଥିବା ଗୋଇନ୍ଦା ସୂଚନା ମିଳିବା ପରେ ଶୁକ୍ରବାର ନିୟନ୍ତ୍ରଣ ରେଖା…

6 years ago

କୋରେଗାଁଓ-ଭୀମା ହିଂସା ମାମଲା: ନଭଲଖାଙ୍କୁ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୫ା୧୦(ପି.ଟି.): କୋରେଗାଁଓ- ଭୀମା ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୧୫ ପର୍ଯ୍ୟନ୍ତ ସୁରକ୍ଷା ମିଳିଛି। ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କ ଅନ୍ତରୀଣ ସୁରକ୍ଷା…

6 years ago

ମେ’ରେ ଆସିବ ରାଫାଲ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆସନ୍ତାବର୍ଷ ମେ’ରେ ପ୍ରଥମ ରାଫାଲ ଯୁଦ୍ଧବିମାନ ଭାରତୀୟ ଆକାଶରେ ଦେଖିବାକୁ ମିଳିବ। ମେ’ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ଫ୍ରାନ୍ସର ଡାସଲ୍ଟ ଆଭିଏଶନ କମ୍ପାନୀ ଭାରତକୁ ୪ଟି…

6 years ago

ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମଲେଖା: ୨୦୨୦ରୁ ଏମ୍ସରେ ଲାଗୁ ହେବ ନିଟ୍‌

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଗାମୀ ୨୦୨୦ ଶିକ୍ଷାବର୍ଷରୁ ଏମ୍ସ, ଜେଆଇପିଏମ୍‌ଇଆର୍‌ (ଜବାହରଲାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପୋଷ୍ଟଗ୍ରାଜୁଏଟ୍‌ ମେଡିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚ) ସମେତ ଦେଶର ସମସ୍ତ ମେଡିକାଲ କଲେଜରେ ଏମ୍‌ବିବିଏସ୍‌…

6 years ago

ବାଲାକୋଟ ଏୟାର୍‌ଷ୍ଟ୍ରାଇକ୍‌ର ଭିଡିଓ ଜାରିକଲା ଆଇଏଏଫ୍‌: ‘ନିଜ ହେଲିକପ୍ଟର ଖସାଇବା ବଡ଼ ଭୁଲ୍‌’

ନୂଆଦିଲ୍ଲୀ, ୫ା୧୦(ପି.ଟି.): ଭାରତୀୟ ବାୟୁସେନା ପକ୍ଷରୁ କଶ୍ମୀରର ବଡ଼ଗାମ୍‌ଠାରେ ଗତ ଫେବୃୟାରୀ ୨୭ରେ ଏହାର ଏକ ଏମ୍‌ଆଇ-୧୭ ହେଲିକପ୍ଟରକୁ କ୍ଷେପଣାସ୍ତ୍ର ମାଡ଼କରି ଖସାଇ ଦିଆଯାଇଥିଲା। ବାୟୁସେନା ହେଲିକପ୍ଟରରେ…

6 years ago

ଅମ୍ଲଦୋଷ ଦୂର କରେ ମହୁମିଶା ପଇଡ ପାଣି

ଶରୀର ପାଇଁ ପଇଡ ପାଣି ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍‌ ସି’ ଏବଂ ଆଣ୍ଟିଇକ୍ସିଡାଣ୍ଟ୍‌ ଥାଏ, ଯାହା ରୋଗପ୍ରତିରୋଧକ କ୍ଷମତାକୁ ମଜଭୁତ୍‌ କରିଥାଏ। ପଇଡ ପାଣିରେ ମହଜୁଦ୍‌…

6 years ago

ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ

ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ ପଞ୍ଜାବ…

6 years ago

ମହାରାଷ୍ଟ୍ରରେ ମିଳିତ ଭାବେ ଲଢିବେ ଭାଜପା-ଶିବସେନା

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ଭାଜପା-ଶିବସେନା ମିଳିତ ଭାବେ ନିର୍ବାଚନ ଲଢିବା କଥା ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର…

6 years ago

ଶାହଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ନୂଆଦିଲ୍ଲୀରେ ସେ ଶାହାଙ୍କୁ ଭେଟିବା ଅବସରରେ ତେଲେଙ୍ଗାରରେ ବାକିଥିବା କିଛି ଉନ୍ନତିକରଣ…

6 years ago