ଚେନ୍ନାଇ, ୨୪।୨: ତାମିଲନାଡୁରେ ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ. ଅବ୍ଦୁଲ କାଲାମ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ୨୦୨୦ କିଗ୍ରାର ଏକ ବୃହତ କେକ୍ ପ୍ରସ୍ତୁତ କରାଯାଇଛି। ସ୍ଥାନୀୟ କଟ୍ଟୁପକ୍କମଠାରେ…
ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀର ଜାଫ୍ରାବାଦ ନିକଟରେ ରବିବାର ନାଗରିକତ୍ୱ ସିଏଏ ବିରୋଧୀ ଆନ୍ଦୋଳନ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ମୌଜପୁରରେ ପରସ୍ପରକୁ ଢେଲାମାଡ଼ କରୁଥିବା…
ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ଠାରେ ରବିବାର ସିଏଏ ବିରୋଧୀ ବିକ୍ଷୋଭ ହିଂସାତ୍ମକ ରୂପ ନେଇଛି। ପୋଡ଼ାଜଳା ଓ ଟେକାମାଡ଼ ପରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା।…
ନୂଆଦିଲ୍ଲୀ, ୨୪ା୨(ପି.ଟି.): ଦେଶର ସର୍ବପୁରାତନ ଦଳ କଂଗ୍ରେସ ଏବେ ମଙ୍ଗୁଆଳ ବିହୀନ ବୋଲି ସାଧାରଣରେ ଧାରଣା ସୃଷ୍ଟି ହୋଇଥିବାରୁ ଏହାକୁ ଦୂର କରିବା ଲାଗି ନେତୃତ୍ୱ ପ୍ରସଙ୍ଗର…
ବେଙ୍ଗାଲୁରୁ,୨୪ା୨(ପି.ଟି.): ଦୁର୍ଦ୍ଧର୍ଷ ଗ୍ୟାଙ୍ଗଷ୍ଟର ରବି ପୂଜାରୀଙ୍କୁ ଦକ୍ଷିଣ ଆଫ୍ରିକାରେ ଗିରଫ କରାଯିବା ପରେ ଭାରତ ଅଣାଯାଉଛି। ପ୍ରତ୍ୟର୍ପଣ ପରେ ତାଙ୍କୁ ଭାରତ ଅଣାଯାଉଛି। ଗ୍ୟାଙ୍ଗଷ୍ଟରଙ୍କୁ ଆଣିବା ପାଇଁ…
ନୂଆଦିଲ୍ଲୀ,୨୪ା୨(ପି.ଟି.): ରାଷ୍ଟ୍ରପତି ଟ୍ରମ୍ପ୍ଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଟ୍ରମ୍ପ୍ ଆଗ୍ରାରେ ତାଜମହଲ ପରିଦର୍ଶନ ପରେ ଦିଲ୍ଲୀ ଆସି ସର୍ଦ୍ଦାର ପଟେଲ…
ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭାରତ ଗସ୍ତକୁ ନେଇ ମୁଖ୍ୟ ବିରୋଧୀ ଦଳ କଂଗ୍ରସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ୫ଟି ପ୍ରଶର ଉତ୍ତର ଚାହିଁଛି। ଭାରତ-ଆମେରିକା…
ଅହମଦାବାଦ,୨୪ା୨(ପି.ଟି.): ଟ୍ରମ୍ପ୍ଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଅହମଦାବାଦରେ ନବନିର୍ମିତ ମୋଟେରା କ୍ରିକେଟ ଷ୍ଟାଡିୟମର ପ୍ରବେଶପଥ ଭାଙ୍ଗିଯାଇଛି। ଷ୍ଟିଲ୍ ରଡ୍ରେ ନିର୍ମିତ ଏହି ଗେଟ୍ ଫ୍ଲେକ୍ସକୁ ଆଚ୍ଛାଦିତ କରାଯାଇଥିଲା।…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋମବାର ଗୁଜରାଟର ଅହମଦାବାଦ ଆସୁଛନ୍ତି। ଟ୍ରମ୍ପ୍ଙ୍କ ସହ ତାଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ମାଲେନିଆ, ଝିଅ ଇଭାଙ୍କା ଟ୍ରମ୍ପ୍…
ଅହମଦାବାଦ୍,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଭାରତ ଗସ୍ତକୁ ନେଇ ୨୫ ହଜାର ପୋଲିସଙ୍କୁ ମୁତୟନ କରାଯାଇଛି। ସେମାନେ ଦିନରାତି ସୁରକ୍ଷା ବ୍ୟବସ୍ଥାରେ ରହିଛନ୍ତି। ସ୍ଥାନୀୟ ଗୋରଓ୍ବା…