ବେଙ୍ଗାଲୁରୁ,୨୧।୧: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍ପି ଅସାଦୁଦ୍ଦିନ ଓ୍ବାଇସିଙ୍କ ସାମ୍ନାରେ ପାକିସ୍ତାନ ଜିନ୍ଦାବାଦ୍ ନାରା ଦେଇଥିବା ଯୁବତୀଙ୍କୁ ଗିରଫ କରିଛି ପୋଲିସ। ଅମୁଲ୍ୟା ଲିୟୋନା ନାମକ ଏହି…
ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ ଆରମ୍ଭ…
ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ…
ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍ଏସ୍):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ…
ନୂଆଦିଲ୍ଲୀ,୨୧।୨(ଆଇଏଏନ୍ଏସ୍):କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ଦଳର ମଙ୍ଗ ଧରିବେ। ଆସନ୍ତା ଏପ୍ରିଲରେ ସେ କଂଗ୍ରେସ ଅଧ୍ୟକ୍ଷ ପଦକୁ ଫେରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବଜେଟ ଅଧିବେଶନ…
ଇଟାନଗର,୨୧।୨(ପି.ଟି.):ଉତ୍ତର-ପୂର୍ବାଞ୍ଚଳକୁ ସ୍ବତନ୍ତ୍ର କ୍ଷମତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୧କୁ ହଟାଯିବ ନାହିଁ। ଏହାକୁ ଉଚ୍ଛେଦ କରିବା ପାଇଁ କେନ୍ଦ୍ର ସରକାରଙ୍କ କୌଣସି ଉଦ୍ଦେଶ୍ୟ ନାହିଁ। ଅନୁଚ୍ଛେଦ ୩୭୧କୁ…
ଗୁଆହାଟୀ,୨୧।୨: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍) କାର୍ଡ ଓ ବ୍ୟାଙ୍କ ଦସ୍ତାବିଜଗୁଡ଼ିକୁ ନାଗରିକତ୍ୱର ପ୍ରମାଣ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ସେହିପରି ‘ଗାଓଁ ବୁରା’ ବା…
ନୂଆଦିଲ୍ଲୀ/ବେଜିଂ,୨୧।୨ (ପି.ଟି./ଆଇଏଏନ୍ଏସ୍):କରୋନା ଭାଇରସ୍ ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କ ଅରୁଣାଚଳ ଗସ୍ତକୁ ବିରୋଧ କରିଛି। ଗୁରୁବାର ଅରୁଣାଚଳ ପ୍ରଦେଶର ପ୍ରତିଷ୍ଠା ଦିବସରେ…
ଆଗ୍ରା,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଫେବୃୟାରୀ…
ନୂଆଦିଲ୍ଲୀ,୨୦।୨: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଛି। ଏବେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ୧୫-୨୦ ଆତଙ୍କବାଦୀ ଶିବିର ସକ୍ରିୟ ରହିଛି। ସେଠାରେ ପ୍ରାୟ…