ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ସମାଜବାଦୀ ପାର୍ଟି ନେତା ମୁଲାୟମ୍ ସିଂ ଯାଦବଙ୍କ ସରକାରୀ ଏସ୍ୟୁଭି ମର୍ସିଡିଜ୍ ଗାଡ଼ିକୁ ଏବେ ଫେରାଇ ନିଆଯିବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ…
ନୂଆଦିଲ୍ଲୀ,୨୨।୯: ବାବରୀ ମସଜିଦ୍ ମାମଲାରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ପକ୍ଷରୁ ସମନ ଜାରି କରାଯାଇଛି। ସେ ସେପ୍ଟମ୍ବର ୨୭ରେ କୋର୍ଟରେ…
ରାଞ୍ଚି,୨୨।୯: ଜଣେ ଅଲ୍କାଇଦା ଆତଙ୍କବାଦୀଙ୍କୁ ଏଟିଏସ୍ ଟିମ୍ ଝାଡ଼ଖଣ୍ଡରୁ ଗିରଫ କରିଛନ୍ତି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନାମ ମୌଲାନା ମହମ୍ମଦ କଲିମୁଦ୍ଦିନ୍ ମୁଜାହିରି ବୋଲି କୁହାଯାଉଛି। ସେ…
ନୂଆଦିଲ୍ଲୀ, ୨୨।୯: ପ୍ରତି ବର୍ଷ ସେପ୍ଟେମ୍ବର ଚତୁର୍ଥ ରବିବାରକୁ ଭାରତରେ କନ୍ୟା ଦିବସ ପାଳନ କରାଯାଇଥାଏ। କନ୍ୟା ଶିଶୁଙ୍କୁ ନେଇ ସଚେତନତା ସୃଷ୍ଟି ଲାଗି ଏହି ଦିବସ…
ନୂଆଦିଲ୍ଲୀ,୨୨।୯: ଦିଲ୍ଲୀରୁ କୋଚି ବନ୍ଦର ଦେଇ ଥିରୁଭାନନ୍ତପୁରମ୍ ଯାଉଥିବା ଏୟାର ଇଣ୍ଡିଆର ଏ-୩୨୧ ବିମାନ ମଝି ଆକାଶରେ ଝଡ଼ରେ ଦୋହଲିବା ଆରମ୍ଭ କରିଥିଲା। ବିମାନରେ ଥିବା ସମାଗ୍ରୀ…
ନୂଆଦିଲ୍ଲୀ,୨୨।୯: ପାକିସ୍ତାନ ବାଲାକୋଟରେ ଭାରତୀୟ ବାୟୁସେନାର ଏୟାର ଷ୍ଟ୍ରାଇକ୍ର ୭ ମାସ ପରେ ଏବେ ପୁଣି ଥରେ ଏଠାରେ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ସକ୍ରିୟ ହେବାରେ ଲାଗିଛନ୍ତି। ଏଠାରେ…
ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍ ଇନ୍ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ ଆର୍ଏସ୍ଏସ୍…
ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି…
ଏଟା, ୨୨ା୯(ପି.ଟି.): ଉତ୍ତରପ୍ରଦେଶର ଏଟାସ୍ଥିତ ମିରହାଚି ପୋଲିସଷ୍ଟେଶନ ଅଞ୍ଚଳରେ ବାଣ ବିସ୍ଫୋରଣ ହେବାରୁ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୯ ଜଣ ଆହତ ମଧ୍ୟ ହୋଇଛନ୍ତି।…
ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ…