ଜାତୀୟ

ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ

ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ ପୋଡ଼ି…

7 years ago

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ…

7 years ago

ବୁଲେଟପ୍ରୁଫ୍‌ ମନ୍ଦିରକୁ ସ୍ଥାନାନ୍ତର ହେବେ ରାମଲାଲା

ନୂଆଦିଲ୍ଲୀ,୯ା୩: ଆଗାମୀ ୨୫ରେ ଭକ୍ତମାନେ ରାମଲାଲାଙ୍କୁ ଦର୍ଶନ କରିବାକୁ ଗଲେ ସେମାନେ ଖୁବ୍‌ ପାଖରୁ ତାଙ୍କୁ ଦେଖିବାର ସୁଯୋଗ ପାଇବେ। କାରଣ ରାମଲାଲାଙ୍କୁ ସେଠାରେ ଥିବା ଏକ…

7 years ago

ଚାକିରି ମାଗିବାରୁ ଲାଠିମାଡ଼

ପଟିଆଲା,୯ା୩(ଆଇଏଏନ୍‌ଏସ୍‌): ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ରାଜ୍ୟର ଯୁବତୀଯୁବକଙ୍କୁ ନିଯୁକ୍ତି ଦେବାରେ ବିଫଳ ହୋଇଥିବା ଦର୍ଶାଇ ରବିବାର ପଟିଆଲାସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବାହାରେ…

7 years ago

ହଂସରାଜ ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୯ା୩(ପି.ଟି.): ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହଂସରାଜ ଭରଦ୍ୱାଜ(୮୩)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀର ସାକେତସ୍ଥିତ ମାକ୍ସ ହସ୍ପିଟାଲରେ…

7 years ago

୭୦୦ ମାମଲା, ୨୪୦୦ ଗିରଫ

ନୂଆଦିଲ୍ଲୀ,୯ା୩(ପି.ଟି.): ଦିଲ୍ଲୀରେ ନିକଟରେ ସିଏଏକୁ ନେଇ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୭୦୨ ମାମଲା ଦାଏର କରାଯାଇଛି। ସେଥିରୁ ୪୯ ହେଉଛି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିବା…

7 years ago

କରୋନା: ବିଦେଶୀଙ୍କୁ ଅରୁଣାଚଳ ମନା

ଥିରୁଭାନନ୍ଥପୁରମ୍‌,୯ା୩(ପି.ଟି.): କେରଳରୁ ଆଉ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଦେଶରେ ରୋଗୀସଂଖ୍ୟା ୩୯କୁ ବୃଦ୍ଧି ପାଇଛି। କେରଳର ପଥନାମଥିଟ୍ଟା ଜିଲାରୁ ଚିହ୍ନଟ ୫…

7 years ago

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ ନେଇ…

7 years ago

ଗଙ୍ଗାଘାଟରେ ନିର୍ଭୟା ଦୋଷୀଙ୍କୁ ଫାଶୀ !

ବାରାଣାସୀ, ୮।୩: ନିର୍ଭୟା ଦୋଷୀଙ୍କ ପାଇଁ ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ୪ ଦୋଷୀଙ୍କ ଫାଶୀ ଦିନ ଘୁଞ୍ଚିବାରେ ଲାଗିଥିବାରୁ ଏହାକୁ ବିରୋଧ କରି ଅନ୍ତର୍ଜାତୀୟ…

7 years ago

କୁମ୍ଭୀର କାନ୍ଦଣା କାନ୍ଦି ଗରିବଙ୍କ ପକେଟ ଖାଲି କରୁଛନ୍ତି ମୋଦି ସରକାର: କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ପୁଣିଥରେ ଟାଗେର୍ଟ କରିଛି। ଏବେ କଂଗ୍ରେସ ପ୍ରବକ୍ତା ଅଭିଷେକ ମନୁ ସିଙ୍ଗଭୀ କହିଛନ୍ତି ଯେ, ବାହନ ବୀମା ଏବଂ…

7 years ago