ଜାତୀୟ

ମାନିଲା ପାକିସ୍ତାନ: ଜମ୍ମୁ-କଶ୍ମୀର ଭାରତର

ନୂଆଦିଲ୍ଲୀ,୧୦।୯: ଶେଷରେ ପାକିସ୍ତାନ ମାନିଛି ଯେ ଜମ୍ମୁ-କଶ୍ମୀର ହେଉଛି ଭାରତର ରାଜ୍ୟ। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେସି ଜେନେଭାରେ କଶ୍ମୀରକୁ ନେଇ ଭାରତକୁ ଟାର୍ଗେଟ…

6 years ago

ମିଛ ବିଇଡି ସାର୍ଟିଫିକେଟ୍‌ ଦେଇ ସରକାରୀ ଶିକ୍ଷକ ହୋଇଥିଲେ, ଏବେ ୨୦ ବର୍ଷର ଦରମା ଫେରେଇବେ

ଲକ୍ଷ୍ନୌ, ୧୦।୯: ନକଲି ବିଇଡି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଥିଲେ। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୨୦ ବର୍ଷ ସରକାରୀ ଶିକ୍ଷକ ଭାବେ ରହିବା…

6 years ago

ଚାଲାଣ କାଟିବାରୁ ବଞ୍ଚିବାକୁ ଯାଇ ନୂଆ ଉପାୟ ଆପଣାଇଲେ ଯୁବକ

ଗାନ୍ଧିନଗର,୧୦।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ସାଧାରଣ ଜନତାଙ୍କ ଚିନ୍ତା ବଢି ଯାଇଛି। କାରଣ ଏବେ ଗାଡିର ଦାମ୍‌ ଅପେକ୍ଷା ଅଧିକ ଚାଲାଣ…

6 years ago

ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ

ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ ଥିବା…

6 years ago

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ ଯୋର…

6 years ago

କମଲନାଥ ସରକାର ଖେଳିଲେ ଏସ୍‌ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ

ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍‌ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା…

6 years ago

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ…

6 years ago

୨ ସପ୍ତାହ ବିଳମ୍ବରେ ଅକ୍ଟୋବର ୮ରେ ଭାରତକୁ ମିଳିବ ରାଫାଲ୍‌

ନୂଆଦିଲ୍ଲୀ,୧୦।୯: ଫ୍ରାନ୍ସର ଯୁଦ୍ଧ ବିମାନ ରାଫାଲ୍‌ ଏବେ ୨ ସପ୍ତାହ ବିଳମ୍ବରେ ଭାରତକୁ ମିଳିବ। ଏହା ଅକ୍ଟୋବର ୮ରେ ଭାରତକୁ ମିଳିବ ବୋଲି ଫ୍ରାନ୍ସ୍‌ କହିଛି। ଏହାକୁ…

6 years ago

ଅଜବ ବାଳକ: ଶରୀରର କେତୋଟି ମୁଖ୍ୟ ଅଙ୍ଗ ରହିଛି ଓଲଟା

କାନପୁର,୧୦।୯: ଉତ୍ତରପ୍ରଦେଶ ବିଲହୋରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳକର ଶରୀରର କେତୋଟି ମୁଖ୍ୟ ଅଙ୍ଗ ନିର୍ଦ୍ଧିଷ୍ଟ ସ୍ଥାନରେ ନ ଥାଇ ବିପରୀତ ସ୍ଥାନରେ…

6 years ago

ବିବାହ ପାଇଁ କନ୍ୟା ରାଜି ନ ହେବାରୁ ୪ ମହଲା ଛାତରୁ ଡେଇଁଲେ ଯୁବକ: ଭିଡିଓ ଭାଇରାଲ

ଗାନ୍ଧିନଗର,୧୦।୯: ଗୁଜରାଟର ବନସକାଣ୍ଠା ଜିଲାରେ ଘଟିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଏଠାରେ ଥିବା ପାଲନପୁରରେ ଜଣେ ଯୁବକ ୪ ମହଲା ଘରୁ ଡେଇଁ ଆତ୍ମହତ୍ୟା…

6 years ago