ଭ୍ଲାଡିଭୋଷ୍ଟକ୍,୫।୯: ଭାରତରୁ ପଳାୟନ କରିଥିବା ଜାକିର୍ ନାଇକଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାଲେସିଆ ପ୍ରତିପକ୍ଷ ମହାତିର୍ ବିନ୍ ମହମ୍ମଦଙ୍କ ସହିତ ଆଲୋଚନା କରିଛନ୍ତି।…
ନୂଆଦିଲ୍ଲୀ, ୫ା୯(ପି.ଟି.): ଦରଭଙ୍ଗା-ନୂଆଦିଲ୍ଲୀ ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ମୁତାବକ ରାତି ୧୦ଟାରେ ପ୍ରଥମେ ଗୋଟିଏ ସ୍ଲିପର କୋଚରେ ନିଆଁ…
କରାଚୀ, ୫ା୯(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ଅନ୍ତର୍ଗତ କ୍ୱେଟ୍ଟାରେ ବୁଧବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଆଇଏସ୍ ଆତଙ୍କବାଦୀ ନିହତ ହୋଇଛନ୍ତି। ଅପରେଶନରେ ଜଣେ କର୍ମଚାରୀ…
ଗ୍ବାଲିୟର,୫ା୯: ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କମଳନାଥ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ଆବଶ୍ୟକ ବୋଲି ଦଳର ସାଧାରଣ ସମ୍ପାଦକ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର…
ଶ୍ରୀନଗର,୫ା୯: ଗତ ମାସରେ ଜମ୍ମୁ-କଶ୍ମୀର ସୀମାନ୍ତରୁ ଗିରଫ ହୋଇଥିବା ଲଶ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀ ପାକିସ୍ତାନ ସରକାରଙ୍କ ସହାୟତାରେ ଅନୁପ୍ରବେଶ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ଜମ୍ମୁ-କଶ୍ମୀରରେ ଆକ୍ରମଣ…
ଗୁରୁଦାସପୁର,୪।୯: ପଞ୍ଜାବ ଗୁରୁଦାସପୁର ବାଟଲା ବାଣ କାରଖାନାରେ ବିସ୍ଫୋରଣ ଘଟି ବୁଧବାର ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ…
ନୂଆଦିଲ୍ଲୀ,୪।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକର କଂଗ୍ରେସ ନେତା ଡିକେ ଶିବକୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଖାରଜ କରି ଦେଇଛନ୍ତି।…
ଚେନ୍ନାଇ: ଚନ୍ଦ୍ରଯାନ-୨ ଅର୍ବିଟରରୁ ପ୍ରଥମ ମୁନ୍ ଲ୍ୟାଣ୍ଡର ବିକ୍ରମ ଅଲଗା ହେବା ପରେ ମଙ୍ଗଳବାର ପ୍ରଥମ ଓ ବୁଧବାର ଦ୍ୱିତୀୟ ଡି-ଅର୍ବିଟାଲ ଅପରେଶନ ସକାଳ ୩ ଟା୪୨…
ଭୋପାଳ,୪।୯: ମଧ୍ୟପ୍ରଦେଶ ସାଗର ସହର କେଣ୍ଟ ଥାନା ଅଞ୍ଚଳ ନିକଟ ଏକ ବାଇପାସ୍ରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଗ୍ୟାସ ସିଭିଣ୍ଡର ଭର୍ତ୍ତି ଥିବା ଟ୍ରକ୍ଟି ବାଇପାସ୍…
ଗୁରୁଦାସପୁର,୪।୯: ପଞ୍ଜାବର ଗୁରୁଦାସପୁରରେ ଥିବା ଏକ ବାଣ କାରଖାନାରେ ବୁଧବାର ଏକ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି। ଏଥିରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦…