ଜାତୀୟ

‘ଭଗବାନ କହିଲେ ବି କ୍ଷମାଦେବିନି’

ନୂଆଦିଲ୍ଲୀ,୧୯ା୧(ପି.ଟି.): ଦିଲ୍ଲୀର ପାରାମେଡିକାଲ ଛାତ୍ରୀ ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀମାନଙ୍କୁ କ୍ଷମା କରିଦେବା ପାଇଁ ବରିଷ୍ଠ ଆଇନଜୀବୀ ଇନ୍ଦିରା ଜୟସିଂ କରିଥିବା ଅନୁରୋଧକୁ…

7 years ago

ଦୈନିକ ଆତ୍ମହତ୍ୟା କରୁଛନ୍ତି ୩୫ ବେକାର

ନୂଆଦିଲ୍ଲୀ,୧୯ା୧(ପି.ଟି.): ଦେଶରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ୨୦୧୮ରେ ଦୈନିକ ହାରାହାରି ୩୫ ଜଣ ବେରୋଜଗାରୀ ଓ ୩୬ଜଣ ଆତ୍ମନିଯୁକ୍ତି ପାଇଥିବା ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେହିବର୍ଷ…

7 years ago

ରାଜନୀତି ସହ ଆର୍‌ଏସ୍‌ଏସ୍‌ର ସମ୍ପର୍କ ନାହିଁ: ଭାଗବତ

ମୋରାଦାବାଦ୍‌,୧୮।୧(ପି.ଟି.): ଦେଶବାସୀଙ୍କ ନୈତିକ ବିକାଶ, ସାଂସ୍କୃତିକ ଓ ମାନବିକ ମୂଲ୍ୟବୋଧର ଉତ୍‌ଥାନ ଲାଗି ଆର୍‌ଏସ୍‌ଏସ୍‌ କାମ କରିଆସୁଛି, ରାଜନୀତି ସହ ଏହି ସଙ୍ଗଠନର କୌଣସି ସମ୍ପର୍କ ନାହିଁ…

7 years ago

ସଭର୍‌କରଙ୍କ ବିରୋଧୀ ଆଣ୍ଡାମାନ ଜେଲ୍‌ରେ ୨ ଦିନ କାଟନ୍ତୁ: ରାଉତ

ମୁମ୍ବାଇ,୧୮।୧(ପି.ଟି.): ହିନ୍ଦୁତ୍ୱ ବିଚାରଧାରା ସମ୍ପନ୍ନ ଭି.ଡି. ସଭର୍‌କରଙ୍କୁ ଭାରତରତ୍ନ ପ୍ରଦାନ କରିବା ଲାଗି ଶିବସେନା ନେତା ସଞ୍ଜୟ ରାଉତ ଦାବି କରିଛନ୍ତି। ଏହାକୁ ବିରୋଧ କରୁଥିବା ଲୋକେ…

7 years ago

ଓସ୍‌ମାନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଗିରଫ; ମାଓବାଦୀଙ୍କ ସହ ସମ୍ପର୍କ ଥିବା ଅଭିଯୋଗ

ହାଇଦ୍ରାବାଦ,୧୮।୧(ପି.ଟି.): ମାଓବାଦୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଓସ୍‌ମାନିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର(ତେଲୁଗୁ ବିଭାଗ) ସି. କାସିମ୍‌ଙ୍କୁ ଶନିବାର ଗିରଫ କରାଯାଇଛି। ୨୦୧୫ରେ ମୁଗୁଲୁ ଥାନାରେ ତାଙ୍କ…

7 years ago

କାର୍‌ ଦୁର୍ଘଟଣାରେ ଶବାନା ଆଜମୀ ଆହତ

ମୁମ୍ବାଇ,୧୮।୧: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍‌ ଦୁର୍ଘଟଣା ହେବା ସହ ସେ…

7 years ago

ବନ୍ଦ ହେବନାହିଁ ସାଇବାବାଙ୍କ ମନ୍ଦିର

ଶିରିଡି,୧୮।୧: ମହାରାଷ୍ଟ୍ରର ଶିରିଡିରେ ଥିବା ସାଇବାବାଙ୍କ ମନ୍ଦିର ରବିବାରଠାରୁ ବନ୍ଦ ହେବ ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।…

7 years ago

ଜମ୍ମୁ-କଶ୍ମୀର: ପ୍ରିପେଡ ସିମକାର୍ଡରେ କଥା ହେବା ସହ ଦେଇ ପାରିବେ ବାର୍ତ୍ତା

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ସ୍ଥିତି ସମିକ୍ଷା କରିବା ପରେ ଏବେ ସେଠାରେ ସମସ୍ତ ସ୍ଥାନୀୟ ପ୍ରିପେଡ ସିମକାର୍ଡରେ କଲ୍‌ କରିବା ସହ ଏସ୍‌ଏମ୍‌ଏସ୍‌ ପଠାଯାଇ ପାରିବ ବୋଲି କୁହାଯାଇଛି।…

7 years ago

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନାଁ ଧରୁନି। ଶନିବାର ପାକିସ୍ତାନ ରାଜୌରୀ ଜିଲାର ନୌସେରା ଏବଂ ଲାମ୍‌ ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ…

7 years ago

ଶୌଚାଳୟରେ ରୋଷେଇ ଘର: ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ବାଟବଣା

ଲକ୍ଷ୍ନୌ,୧୮।୧: ସ୍ବଚ୍ଛ ଭାରତ ମିଶନ ନେଇ କେନ୍ଦ୍ର ସରକାର ନାନା ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ ଉତ୍ତରପ୍ରଦେଶ ବାରବାଙ୍କିରେ ସ୍ବଚ୍ଛ ଭାରତ ମିଶନ ଅନ୍ତର୍ଗତ ନିର୍ମିତ…

7 years ago