ଜାତୀୟ

ଚିଦାମ୍ବରମ୍‌ ପଢୁ ନ ଥିଲେ ସମସ୍ତ ଫାଇଲ୍‌: ଦକ୍ଷ ଆଇଏଏସ୍‌ ଅଫିସର କରୁଥିଲେ ଏହାର ଯାଞ୍ଚ୍‌

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ସେ କହିଛନ୍ତି ଯେ ସମୟ ଅଭାବ ଯୋଗୁ ସମସ୍ତ ଫାଇଲ୍‌ ଦେଖିବା ସମ୍ଭବ…

6 years ago

୨୬ ପର୍ଯ୍ୟନ୍ତ ଚିଦାମ୍ବରମଙ୍କୁ ଗିରଫ କରିପାରିବନି ଇଡି

ନୂଆଦିଲ୍ଲୀ,୨୪।୮(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମନିଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଗିରଫରୁ ସୁରକ୍ଷା ଦେଇଛନ୍ତି। ୨୬ ତାରିଖରେ ମାମଲାର ଶୁଣାଣି ଥିବାରୁ ସେ…

6 years ago

ଏୟାରସେଲ୍‌-ମାକ୍ସିସ ମାମଲାରେ ୩ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୮(ପି.ଟି.): ଏୟାରସେଲ୍‌-ମାକ୍ସିସ୍‌ ମାମଲାରେ ଦିଲ୍ଲୀର ଏକ ଅଦାଲତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ଗିରଫଦାରିରୁ ସୁରକ୍ଷା ଦେଇଛନ୍ତି।…

6 years ago

୫ ରାଷ୍ଟ୍ରକୁ ଚିଦାମ୍ବରମଙ୍କ କମ୍ପାନୀର ବିବରଣୀ ମାଗିଲା ସିବିଆଇ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ ଓ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମାଲିକାନାରେ ଥିବା ବିଭିନ୍ନ ସେଲ୍‌ କମ୍ପାନୀ ଓ…

6 years ago

ବିରୋଧୀ ଦଳ ନେତାଙ୍କ ସହ: ଆଜି ଶ୍ରୀନଗର ଯିବେ ରାହୁଲ

ନୂଆଦିଲ୍ଲୀ,୨୪।୮(ପି.ଟି.): ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି ଶନିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗର ଗସ୍ତ କରିବେ। ଉପତ୍ୟକାବାସୀଙ୍କୁ ଭେଟିବା ଲାଗି ତାଙ୍କ…

6 years ago

ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ବିସ୍ଫୋରକ ବୟାନ: ଖରାପ ସ୍ଥିତିରେ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୨୪ା୮: କେନ୍ଦ୍ର ସରକାରଙ୍କ ଥିଙ୍କ ଟ୍ୟାଙ୍କ କୁହାଯାଉଥିବା ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ଗୁରୁବାର ବିସ୍ଫୋରକ ବୟାନ ଦେଇଛନ୍ତି।…

6 years ago

ଏମ୍ସରେ ଭର୍ତ୍ତି ହେଲେ ରାମଦେବଙ୍କ ମୁଖ୍ୟ ସହଯୋଗୀ

ନୂଆଦିଲ୍ଲୀ,୨୩।୮: ଯୋଗଗୁରୁ ବାବା ରାମଦେବଙ୍କ ମୁଖ୍ୟ ସହଯୋଗୀ ବାଲକ୍ରିଷ୍ଣନ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହରିଦ୍ୱାରରେ ଥିବା ଅଲ୍‌ ଇଣ୍ଡିଆା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ…

6 years ago

ଏବେ ବ୍ୟାଙ୍କରୁ କରଜ ନେବା ହେବ ଶସ୍ତା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି କି ଏବେ ବ୍ୟାଙ୍କ ଗୁଡିକୁ ଅଗ୍ରୀମ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ।…

6 years ago

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ ମେସେଜ୍‌…

6 years ago

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ ଏହାକୁ…

6 years ago