ଜାତୀୟ

ଗିରଫ ଡିଏସ୍‌ପିଙ୍କୁ ଆତଙ୍କବାଦୀ ଭଳି ଜେରା କରାଯିବ

ଶ୍ରୀନଗର,୧୩ା୧: ହିଜବୁଲ ମୁଜାହିଦ୍ଦିନ ଓ ଲଶ୍କର-ଇ-ତୋଇବା ଆତଙ୍କବାଦୀଙ୍କ ସହ ଧରାପଡିଥିବା ଜମ୍ମୁ-କଶ୍ମୀରର ଡିଏସ୍‌ପି ଦେବୀନ୍ଦର ସିଂଙ୍କୁ ଗିରଫ କରାଯାଇଛି। ସେ ପୂର୍ବରୁ ସ୍ପେଶାଲ ଅପରେଶନ ଗ୍ରୁପ୍‌ରେ ସାମିଲ…

7 years ago

ଭାଜପା ଛାଡ଼ିବାକୁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସର ପ୍ରସ୍ତାବ

ଗୁଆହାଟୀ,୧୩ା୧(ପି.ଟି.): ବିଧାୟକମାନଙ୍କ ସହ ଭାଜପା ଛାଡ଼ି ସିଏଏ ବିରୋଧୀ ସରକାର ଗଠନ କରିବାକୁ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କୁ ବିରୋଧୀ ଦଳ ନେତା ଦେବବ୍ରତ ସାଇକିଆ ପ୍ରସ୍ତାବ…

7 years ago

ପଶ୍ଚିମବଙ୍ଗରେ ମୋଦିଙ୍କ ନିର୍ବାଚନୀ ଭାଷଣ

କୋଲକାତା,୧୩ା୧: କେନ୍ଦ୍ରରେ ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ…

7 years ago

ମାଟିରେ ମିଶିଲା ୪ ବେଆଇନ ଆପାର୍ଟମେଣ୍ଟ

କୋଚି,୧୩ା୧(ପି.ଟି.): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେରଳର କୋଚିସ୍ଥିତ ୪ଟି ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ମାଟିରେ ମିଶିଛି। ପରିବେଶ ନିୟମ ଉଲ୍ଲଂଘନ କରି ଘର କରୁଥିବା ଲୋକମାନଙ୍କୁ ଏହା ଏକ ଶକ୍ତ…

7 years ago

ବାୟୁସେନାକୁ ମିଳିବ ଅଧିକ ଶକ୍ତି: ୨୦୦ ଯୁଦ୍ଧବିମାନ କିଣିବ ଭାରତ

କୋଲକାତା,୧୩ା୧(ପି.ଟି.): ଭାରତୀୟ ବାୟୁସେନାକୁ ଅଧିକ ବଳଦେବା ପାଇଁ ସରକାର ୨୦୦ ଲଢ଼ୁଆ ବିମାନ କ୍ରୟ କରିବେ। ଏନେଇ ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା…

7 years ago

ରାହୁଲ, ମମତାଙ୍କୁ ଶାହାଙ୍କ ଚାଲେଞ୍ଜ: କେମିତି ନାଗରିକତ୍ୱ ଯିବ ପ୍ରମାଣ ଦିଅ

ଜବଲପୁର,୧୩ା୧(ପି.ଟି.): ସିଏଏ କାର୍ଯ୍ୟକାରୀ ହେବାର ଦୁଇଦିନ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କଂଗ୍ରେସ ଓ ଟିଏମ୍‌ସି ଉପରେ ବର୍ଷିଛନ୍ତି। ଅଯଥାରେ ଏହି ଦୁଇଦଳ ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି।…

7 years ago

ସିଏଏ ବିରୋଧରେ ବିପକ୍ଷ ମେଳି ଆଜି

ନୂଆଦିଲ୍ଲୀ,୧୩ା୧ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେବାର କାର୍ଯ୍ୟକ୍ରମ ରହିଛି। ଏହି…

7 years ago

୩ ଫୁଟ ବରଫ ଚାଦରରେ ଢାଙ୍କି ହେଲା ବଦ୍ରିନାଥ

ଚାମୋଲି,୧୨।୧: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ସ୍ଥିତି ଅସମ୍ଭାଳ। ଏଠାରେ ତୁଷାରପାତ ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି।…

7 years ago

ମମତା-ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଭୋପାଳ,୧୨।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ମଧ୍ୟପ୍ରଦେଶର ଜବଲପୁରରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପୂର୍ବତନ କଂଗ୍ରେସ…

7 years ago

ପଞ୍ଜାବ-ରାଜସ୍ଥାନରେ ଡ୍ରୋନ୍‌ ଏବଂ କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୨।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ଳାଗି ରହିଛି। ଶୀତଦିନେ ଘନ କୁହୁଡ଼ିର ସାହାରା ନେଇ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦ୍ୱାରା ତାଲିମପ୍ରାପ୍ତ ଆଫଗାନିସ୍ତାନ…

7 years ago