ଜାତୀୟ

ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ

ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି…

6 years ago

ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ…

6 years ago

ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ

ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି। ପୂର୍ବତନ…

6 years ago

ଜମ୍ମୁ-କଶ୍ମୀର ପ୍ରସଙ୍ଗ: ଶାନ୍ତିଦୂତ ହେବାକୁ ଚାହାଁନ୍ତି ମୋଗଲ ବଂଶଜ ୟାକୁବ୍‌; ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ଚିଠି

ହାଇଦ୍ରାବାଦ୍‌,୨୦।୮: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଶାନ୍ତିଦୂତ ହେବା ପାଇଁ ମୋଗଲ ବଂଶଜ ୟାକୁବ୍‌ ହବିବୁଦ୍ଦିନ୍‌ ତୁସି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଚିଠି…

6 years ago

ଗଣେଶ ପୂଜାରେ ବାଣ ଫୁଟାଇଲେ ଅବା ଚାନ୍ଦା ମାଗିଲେ ହୋଇପାରେ କଡ଼ା କାର୍ଯ୍ୟାନୁଷ୍ଠାନ

ହାଇଦ୍ରାବାଦ,୨୦।୮: ପାଖେଇ ଆସିଲାଣି ଗଣେଶ ପୂଜା। ଏବେଠାରୁ ଏହାପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ହେଲେ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ସାରିବାକୁ ପୋଲିସ ମଧ୍ୟ ସବୁ…

6 years ago

ବାଡ଼ ଖାଉଛି କ୍ଷେତ: ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି ଯୋଗାଣ ମାମଲାରେ ୩ ଏନ୍‌ଆଇଏ ଅଧିକାରୀଙ୍କ ବିରୋଧରେ କୋଟି କୋଟି ଟଙ୍କାର ଲାଞ୍ଚ ଅଭିଯୋଗ

ନୂଆଦିଲ୍ଲୀ,୨୦।୮: ଦେଶର ଆଇନ ବ୍ୟବସ୍ଥା ନେଇ ସାଧାରଣରେ ପ୍ରଶ୍ନ ଉଠିବାରେ ଲାଗିଛି। ବାଡ଼ କ୍ଷେତକୁ ଜଗିବା ବଦଳରେ ଖାଇ ଚାଲିିଛି। ଏବେ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାଣ୍ଠି…

6 years ago

ଭାଜପାରେ ସାମିଲ ହେବେ କି ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ କଂଗ୍ରେସ ଛାଡି ପାରନ୍ତି ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି…

6 years ago

ସୋସିଆଲ୍‌ ମିଡ଼ିଆରେ ଆଧାର ସଂଯୋଗ ମାମଲା: କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍‌କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୦।୮: ସୋସିଆଲ୍‌ ମିଡ଼ିଆ ଆକାଉଣ୍ଟ୍‌ ସହିତ ଆଧାର କାର୍ଡ ସଂଯୋଗ ମାମଲାରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍‌କୁ ନୋଟିସ୍‌…

6 years ago

ଅଯୋଧ୍ୟା ମାମଲା: ବିବାଦୀୟ ସ୍ଥଳରେ ପୂର୍ବରୁ ଥିଲା ରାମମନ୍ଦିର

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ପୁଣି ଆରମ୍ଭ ହୋଇଛି। ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ସି.ଏସ୍‌. ବୈଦନାଥନ୍‌ କହିଥିଲେ ଯେ, ବିବାଦୀୟ ସ୍ଥଳରେ ପୂର୍ବରୁ ରାମମନ୍ଦିର…

6 years ago

ରାଗିଲେ ଦିଦି: ୪ଶହ ଲୋକଙ୍କ ପାଇଁ ୨ ଶୌଚାଳୟ

କୋଲକାତା,୨୦।୮: ଆଲୋଚନା ହେଉଛି ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ପଡିଲାଣି ଷ୍ଟ୍ରାଟେଜି ମେକର ପ୍ରଶାନ୍ତ କିଶୋରଙ୍କ ଇଫେକ୍ଟ। କାରଣ ପ୍ରଶାନ୍ତ ଆସିଲେ ‘ଦିଦି କେ…

6 years ago