ଜାତୀୟ

ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ ଅଦାଲତର…

7 years ago

ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ

ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍‌ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ିଛି।…

7 years ago

ଆଜିଠାରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ: ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

7 years ago

ଅଯୋଧ୍ୟା ରାୟକୁ ଚ୍ୟାଲେଞ୍ଜ ନିଷ୍ପତ୍ତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୮ା୧୧(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟ ପରେ ମଧ୍ୟ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦର ସମାଧାନ ହୋଇପାରି ନାହିଁ। ଏହି ଐତିହାସିକ ରାୟକୁ ସୁନ୍ନି ସେଣ୍ଟ୍ରାଲ ଓ୍ବାକଫ୍‌…

7 years ago

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ନଡ଼ିଆ କ୍ଷୀର ପିଇଲେ ସୁଫଳ ମିଳିଥାଏ।…

7 years ago

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ ବଡ…

7 years ago

ସର୍ବଦଳୀୟ ବୈଠକ: ଗୃହରେ ବେରୋଜଗାରି ଉପରେ ଆଲୋଚନା ହେବାକୁ ଜୋର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହାପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଗୃହରେ ସବୁ ପ୍ରସଙ୍ଗରେ…

7 years ago

ଅଯୋଧ୍ୟା ରାୟ ପ୍ରକାଶ କରିଥିବା ବିଚାରପତିଙ୍କୁ ଧମକ, ଜେଡ୍‌ ସୁରକ୍ଷା ଯୋଗାଇ ଦିଆଗଲା

ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାରେ ଐତିହାସିକ ନିଷ୍ପତ୍ତି ଶୁଣାଣି କରିଥିବା ଜଣେ ବିଚାରପତି ଅବ୍‌ଦୁଲ ନଜୀର ଏବଂ ତାଙ୍କ ପରିବାରକୁ ପପୁଲାର ଫ୍ରଣ୍ଟ୍‌ ଅଫ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ…

7 years ago

ଏନ୍‌ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ ଭିତରେ…

7 years ago

ଜମ୍ମୁ-କଶ୍ମୀରରେ ବିସ୍ଫୋରଣ, ଜଣେ ଯବାନ ଶହୀଦ

ଶ୍ରୀନଗର,୧୭।୧୧:ଜମ୍ମୁ-କଶ୍ମୀରର ଅଖନୁର ଜିଲାରେ ରବିବାର ଏକ ସଂଦିଗ୍ଧ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏଥିସହ ତିନିଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ,…

7 years ago