ଜାତୀୟ

ବେଆଇନ ଲାଇସେନ୍ସ୍‌ ପ୍ରଦାନ ମାମଲା: ୧୩ଟି ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୦।୧୨: ମାରଣାସ୍ତ୍ର ରଖିବା ପାଇଁ ବେଆଇନ ଭାବେ ଦିଆଯାଇଥିବା ୨ ଲକ୍ଷ ଲାଇସେନ୍ସ୍‌ ମାମଲାରେ ସିବିଆଇ ପକ୍ଷରୁ ଦେଶର ୧୩ଟି ସ୍ଥାନରେ ସୋମବାର ଚଢ଼ାଉ ଆରମ୍ଭ କରାଯାଇଛି।…

7 years ago

ମୋଦି ସରକାରଙ୍କୁ ଚିଠି ଲେଖିଲା ଓ୍ବିକିମିଡିଆ: ନୁଆ ନିୟମ ଯୋଗୁ ବିନାଶ ହୋଇଯିବ ସିଷ୍ଟମ୍‌

ନୂଆଦିଲ୍ଲୀ,୩୦।୧୨: ଭାରତରେ କାମ କରୁଥିବା ଓ୍ବେବସାଇଟ୍‌କୁ ନେଇ କେନ୍ଦ୍ରର ମୋଦି ସରକାର କିଛି ନିୟମ ବଦଳାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ସରକାରଙ୍କ ଦ୍ୱାରା ଆଗତ ହୋଇଥିବା ଡାଟା ପ୍ରୋଟେକ୍ସନ୍‌…

7 years ago

ଏନ୍‌ଆର୍‌ସି ନେଇ କାହିଁକି ନୀରବ ସୋନିଆ ଗାନ୍ଧୀ: ପ୍ରଶ୍ନ କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୩୦।୧୨: ଏନ୍‌ଆର୍‌ସି ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନୀରବତା ଅବଲମ୍ବନ କରୁଥିବା ନେଇ ଜେଡ଼ିୟୁ ନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ସେ ଏକ…

7 years ago

ସିଏଏ ସମ୍ପର୍କରେ ସଚେତନତା: ମୋଦି ଆରମ୍ଭ କଲେ ଟୁଇଟର ଅଭିଯାନ

ନୂଆଦିଲ୍ଲୀ,୩୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସୋମବାର ଦେଶବ୍ୟାପି ଏକ ଟୁଇଟର ଅଭିଯାନ ଆରମ୍ଭ ହୋଇଛି। ଏଥିରେ…

7 years ago

୧୪୪ ଧାରା ଉଲ୍ଲଂଘନ: ୫୫ ଶିଖ୍‌ ଶ୍ରଦ୍ଧାଳୁ ଗିରଫ

ଲକ୍ଷ୍ନୌ, ୩୦।୧୨: ଉତ୍ତରପ୍ରଦେଶରେ ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍‌ ଶ୍ରଦ୍ଧାଳୁଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ପିଲଭିତ୍‌ ଜିଲାର କିରତାରପୁର ଗୁରୁଦ୍ୱାରା ପକ୍ଷରୁ ଏକ…

7 years ago

ପୈତୃକ ଗାଁରେ ପହଞ୍ଚିଲେ ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୩୦।୧୨: ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ ଲିଓ ଭର୍ଡାକର ରବିବାର ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲା ସ୍ଥିତ ନିଜ ପୈତୃକ ଗାଁରେ ପହଞ୍ଚିଛନ୍ତି। ନିଜ ପରିବାରଙ୍କ ସହ ଲିଓ ଭାରତ ଗସ୍ତରେ…

7 years ago

ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଇଲା ଭାରତୀୟ ନୌସେନା

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ନୌସେନା ପକ୍ଷରୁ ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଯାଇଛି। ନୌସେନା ଯବାନ ଏଣିକି ଯୁଦ୍ଧପୋତ ଏବଂ ନାଭାଲ୍‌ ବେସ୍‌ରେ ସ୍ମାର୍ଟଫୋନ୍‌, ସୋସିଆଲ୍‌ ମିଡ଼ିଆ ଆଦିର…

7 years ago

ନୂଆବର୍ଷ ପାଳନ: ବେଙ୍ଗାଲୁରୁରେ ୭ ହଜାର ସୁରକ୍ଷାକର୍ମୀ ମୁତୟନ

ବେଙ୍ଗାଲୁରୁ,୩୦।୧୨: ନୂଆବର୍ଷ ପାଳନ ପାଇଁ ବେଙ୍ଗାଲୁରୁରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଅଞ୍ଚଳରେ ୭ ହଜାର ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଆବଶ୍ୟକ ସ୍ଥଳେ…

7 years ago

ଆଦିତ୍ୟଙ୍କୁ ମିଳିପାରେ ମନ୍ତ୍ରୀପଦ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ ଆଉ କିଛି ସମୟ ପରେ କରାଯିବ। ଏଥିରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀପଦ ମିଳିପାରେ ବୋଲି…

7 years ago

ବୁରାରି ‘ହରର ହାଉସ୍‌’ ହେଲା ଡାଇଗ୍ନୋଷ୍ଟିକ ସେଣ୍ଟର

ନୂଆଦିଲ୍ଲୀ,୩୦।୧୨: ଗତବର୍ଷ ଜୁଲାଇରେ ବୁରାରିର ସନ୍ତ ନଗରରେ ଥିବା ଏକ ଘରେ ଗୋଟିଏ ପରିବାରର ୧୧ଜଣଙ୍କ ଆତ୍ମହତ୍ୟା ଘଟଣା ସେତେବେଳେ ଚହଳ ପକାଇଥିଲା। ଘଟଣା ପଛର ପ୍ରକୃତ…

7 years ago