ଜାତୀୟ

ଉତ୍ତର ଭାରତରେ ଘନ କୁହୁଡି: ଟ୍ରେନ୍‌, ବିମାନ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ,୩୦।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ହାଡଭଙ୍ଗା ଶୀତ ଅନୁଭୂତ ହୋଇଛି। ସୋମବାର ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ପାରଦ ତଳକୁ ଖସିଆସିଛି। ଉତ୍ତର…

7 years ago

୨୪ ବୁଡ଼ାଜାହାଜ ନିର୍ମାଣ କରିବ ନୌସେନା: ୬ଟିରେ ରହିବ ଆଣବିକ ଆକ୍ରମଣ କ୍ଷମତା

ନୂଆଦିଲ୍ଲୀ,୩୦।୧୨(ପି.ଟି.): ଭାରତୀୟ ନୌସେନା ସମୁଦ୍ରର ଗଭୀର ଜଳରାଶି ମଧ୍ୟରେ ନିଜ କ୍ଷମତା ବୃଦ୍ଧି ପାଇଁ ୨୪ଟି ବୁଡ଼ାଜାହାଜ ନିର୍ମାଣ କରିବାକୁ ଯାଉଛି। ସେଥିମଧ୍ୟରୁ ୬ଟି ବୁଡ଼ାଜାହାଜର ଆଣବିକ…

7 years ago

ଏଲ୍‌ଓସିରେ ବ୍ୟାଟ୍‌ ଆକ୍ରମଣକୁ ପଣ୍ଡ କଲା ଭାରତୀୟ ସେନା

ଜମ୍ମୁ,୩୦।୧୨(ଆଇଏଏନ୍‌ଏସ୍‌):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅନ୍ତର୍ଗତ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ରବିବାର ପାକିସ୍ତାନୀ ସେନାର ସୀମାନ୍ତ କାର୍ଯ୍ୟାନୁଷ୍ଠାନ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ଯୋଜନାକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି।…

7 years ago

ରାଷ୍ଟ୍ରଦୂତ ପଦରୁ ହଟିଲେ ରେଣୁ ପଲ୍‌

ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍‌ଏସ୍‌): ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ରେଣୁ ପଲ୍‌ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ସେ ସେଠାରେ ମାସକୁ ୧୫ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ ନିଜ…

7 years ago

ଶାହାଙ୍କ ଫୋନ୍‌ ନମ୍ବରରେ ଜାଲିଆତି: ୩ କୋଟି ଦାବିକରି ୨ ଗିରଫ

ନୂଆଦିଲ୍ଲୀ,୩୦।୧୨(ଆଇଏଏନ୍‌ଏସ୍‌): ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଥିବା ଲ୍ୟାଣ୍ଡଲାଇନ୍‌ ଫୋନ୍‌ ନମ୍ବରକୁ ଜାଲିଆତି କରି ହରିୟାଣାର ଜଣେ ମନ୍ତ୍ରୀଙ୍କଠାରୁ ୩ କୋଟି ଟଙ୍କା ଦାବି…

7 years ago

ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର

ନୂଆଦିଲ୍ଲୀ,୩୦।୧୨(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ସୀମା ସୁରକ୍ଷା ବାହିନୀ (ବିଜିବି) ମହାନିର୍ଦ୍ଦେଶକ ମେଜର ଜେନେରାଲ ଶଫିନୁଲ…

7 years ago

ଚଳନ୍ତା ଟ୍ରେନ୍‌ରେ ପ୍ରସବ କରାଇ ଚର୍ଚ୍ଚାରେ ଦୁଇ ସେନା ଡାକ୍ତର

ଚଣ୍ଡିଗଡ଼, ୨୯।୧୨: ଭାରତୀୟ ସେନାର ଦୁଇ ଡାକ୍ତର ଏବେ ବେଶ୍‌ ଚର୍ଚ୍ଚାରେ। କ୍ୟାପ୍‌ଟେନ ଲଲିତା ହଂସ ଓ ଅମନଦୀପ କୌର ଏହି କାର୍ଯ୍ୟ ପାଇଁ ସାରା ଦେଶରେ…

7 years ago

ସିଏଏକୁ ସମର୍ଥନ ଦେବା ମହଙ୍ଗା ପଡ଼ିଲା: ଦଳରୁ ନିଲମ୍ବିତ ହେଲେ ବିଧାୟିକା

ଭୋପାଳ, ୨୯।୧୨: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଓ ଜାତୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆରସି)କୁ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଦୃଢ଼ ବିରୋଧ କରୁଛି। କିନ୍ତୁ ମଧ୍ୟପ୍ରଦେଶର…

7 years ago

ପ୍ରିୟଙ୍କା ଗାନ୍ଧୀଙ୍କ କଟିଲା ଚାଲାଣ

ଲକ୍ଷ୍ନୌ, ୨୯।୧୨: ବିନା ହେଲମେଟରେ ସ୍କୁଟିରେ ବସି ଯାତ୍ରା କରୁଥିବା କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଉତ୍ତରପ୍ରଦେଶ ପୋଲିସ। ସିଏଏ ବିରୋଧୀ…

7 years ago

ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୨୯।୧୨: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

7 years ago