ଜାତୀୟ

ପିତାଙ୍କ ମୃତଦେହ ସାମ୍ନାରେ ବିବାହ କଲେ ଯୁବକ

ବିବାହ ଏକ ଶୁଭ ଅବସର ବୋଲି କୁହାଯାଏ। ହେଲେ ଜଣେ ପିତାଙ୍କ ଇଚ୍ଛା ପୁରଣ କରିବାକୁ ଯାଇ ପୁଅ ପିତାଙ୍କ ମୃତଦେହକୁ ସାମ୍ନାରେ ରଖି ବିବାହ କରିବା…

6 years ago

ବିବାହ ବେଦିରେ ପିତାଙ୍କ ମୃତଦେହ ରଖି ୭ ଘେରା ବୁଲିଲେ ପୁଅ

ଚେନ୍ନାଇ, ୧୨।୮: ତାମିଲନାଡୁର ବିଲ୍ଲୁପୁରମ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପିତାଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ବେଦି ଉପରେ ରଖି ୭ ଘେରା ନେଇଛନ୍ତି…

6 years ago

ଏବେ ମୋଦି, ଶାହଙ୍କୁ ପୂଜା କରୁଛି: ଶିବରାଜ

ଭୋପାଳ, ୧୨।୮: ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଠାଇ ଦିଆଯିବା ଏକ ଐତିହାସିକ ପଦକ୍ଷେପ ବୋଲି ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି। ଭାରତର…

6 years ago

ଜମ୍ମୁ କଶ୍ମୀରରେ ଶାନ୍ତିଶୃଙ୍ଖଳାର ସହ ପାଳନ ହେଲା ଇଦ୍‌:ଗଳିକନ୍ଦିରେ ବୁଲିଲେ ଡୋଭାଲ

ଶ୍ରୀନଗର, ୧୨।୮: କଡ଼ାସୁରକ୍ଷା ଭିତରେ ଜମ୍ମୁ-କଶ୍ମୀରରେ ନିରାଡମ୍ବର ଭାବରେ ଇଦ-ଉଲ-ଜୁହା ପାଳିତ ହୋଇଛି। ମୁଖ୍ୟତଃ ଶ୍ରୀନଗରରେ ଅଧିକ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇଦ ଅବସରରେ…

6 years ago

ସ୍ବାଗତ ସମାରୋହରେ କଟିଲା ଭାଜପା ନେତାଙ୍କ ଆଙ୍ଗୁଳି

ଲକ୍ଷ୍ନୌ,୧୨।୮: ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ ତଥା ପରିବହନ ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂହଙ୍କ ସହ ସୋମବାର ଏକ ଦୁର୍ଘଟଣା ଘଟିଛି। ମୁଜାଫରନଗରର ସର୍କୁଲାର ରୋଡରେ ଆୟୋଜିତ ଏକ…

6 years ago

ଓ୍ବାୟନାଡରେ ବନ୍ୟା ପୀଡ଼ିତଙ୍କୁ ରିଲିଫ ବାଣ୍ଟିଲେ ରାହୁଲ

ଓ୍ବାୟନାଡ:୧୨।୮: କଂଗ୍ରେସ ନେତା ଓ ଓ୍ବାୟନାଡ ଏମ୍‌ପି ରାହୁଲ ଗାନ୍ଧୀ ନିଜ ସଂସଦୀୟ କ୍ଷେତ୍ର ଗସ୍ତରେ ଅଛନ୍ତି। କେରଳ ଓ୍ବାୟନାଡରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ସୋମବାର…

6 years ago

ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କଲା ଏହି ଫଟୋ

ନୂଆଦିଲ୍ଲୀ, ୧୨।୮: ଏବେ ଭାରତର କିଛି ରାଜ୍ୟରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବନ୍ୟାରେ ଏପର୍ଯ୍ୟନ୍ତ ୧୭୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏବେ ବି ଅନେକ ଲୋକ…

6 years ago

କଶ୍ମୀର ସେଓକୁ ଝୁରୁଛନ୍ତି ଲାଲୁ

ରାଞ୍ଚି,୧୨।୮: ଜେଲ୍‌ରେ ବନ୍ଦୀ ଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡ଼ି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ବର୍ତ୍ତମାନ ନିଜ ପସନ୍ଦର କଶ୍ମୀର ସେଓକୁ ଝୁରୁଥିବା ଜଣାପଡ଼ିଛି।…

6 years ago

ଏମିତି ଇଦ୍‌ ପାଳିଲେ ନୌଶାଦ୍‌, ଲୋକେ କହିଲେ ବାଃ ବାଃ

ଥିରୁଭାନନ୍ତପୁରମ୍‌,୧୨।୮: ଦେଶର ଚାରି ରାଜ୍ୟ କେରଳ, କର୍ନାଟକ, ମହାରାଷ୍ଟ୍ର ଏବଂ ଗୁଜରାଟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇଛି। ଏହି ୪ଟି ରାଜ୍ୟରେ ବନ୍ୟା ଯୋଗୁ ୧୭୪ଜଣଙ୍କ ମୃତ୍ୟୁ…

6 years ago

ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର

ବିଶାଖାପଟନମ୍‌,୧୨।୮: ବିଶାଖାପଟନମ୍‌ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ…

6 years ago