ଜାତୀୟ

ହିଂସାରେ ମୃତ ମୁସଲମାନ ଯୁବକଙ୍କ ପରିବାରକୁ ଭେଟିଲେନି ମନ୍ତ୍ରୀ

ବିଜ୍‌ନୋର,୨୭-୧୨(ପି.ଟି.):ଉତ୍ତରପ୍ରଦେଶର ଧନ୍ଦାମୂଳକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ କପିଲଦେବ ଅଗ୍ରଓ୍ବାଲ ଗୁରୁବାର ହିଂସା ପ୍ରଭାବିତ ବିଜ୍‌ନୋର ଜିଲା ଗସ୍ତରେ ଯାଇଥିଲେ। ଗତ ଶୁକ୍ରବାର ସିଏଏ ବିରୋଧୀ…

7 years ago

ଗୁଜରାଟରେ ପାକ୍‌ ପଙ୍ଗପାଳ ଆତଙ୍କ

ବଡୋଦରା, ୨୬ା୧୨: ପାକିସ୍ତାନରୁ ଦଳ ଦଳ ପଙ୍ଗପାଳ ଗୁଜରାଟର ବିଭିନ୍ନ ଜିଲାରେ ପ୍ରବେଶ କରିବା ଫଳରେ ଚାଷୀଙ୍କ ନିଦ ହଜାଇ ଦେଲେଣି। ଏମାନେ ବ୍ୟାପକ ଫସଲ ଖାଇ…

7 years ago

ବାୟାବନ୍ଧନ ଯୋଜନା ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୭-୧୨: ବରିଷ୍ଠ ନାଗରିକଙ୍କ ପେନସନ ସ୍କିମ ପ୍ରଧାନମନ୍ତ୍ରୀ ବାୟାବନ୍ଧନ ଯୋଜନା ଲାଗି ସରକାର ଆଧାରକୁ ଅନିବାର୍ଯ୍ୟ କରିଛନ୍ତି। ଏହି ଯୋଜନାରେ ୮% ନିଶ୍ଚିତ ସୁଧହାର ପ୍ରଦାନ ବ୍ୟବସ୍ଥା…

7 years ago

ସେନାଧ୍ୟକ୍ଷଙ୍କ ସିଏଏ ମନ୍ତବ୍ୟକୁ ନେଇ ବିବାଦ:ଅବସର ବେଳେ ଅଡ଼ୁଆ

ନୂଆଦିଲ୍ଲୀ,୨୭-୧୨(ପି.ଟି.):ସିଏଏକୁ ବିରୋଧ କରିବା ଲାଗି ଯୁବବର୍ଗଙ୍କୁ ଭୁଲ୍‌ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ ବୋଲି ସେନାଧ୍ୟକ୍ଷ ଜେନେରାଲ୍‌ ବିପିନ୍‌ ରାଓ୍ବତ୍‌ ଗୁରୁବାର କହିଛନ୍ତି। ଉଗ୍ର ହିଂସାକାଣ୍ଡ,…

7 years ago

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର…

7 years ago

ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ: ମୁହଁ ଖୋଲିଲେ ରାମଦାସ ଉଠାଓ୍ବଲେ

ନୂଆଦିଲ୍ଲୀ,୨୬।୧୨: ଆରଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ ନେଇ ରିପବ୍ଲିକ୍‌ ପାର୍ଟି ଅଫ୍‌ ଇଣ୍ଡିଆ ତଥା କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ ମୁହଁ…

7 years ago

ଅଭ୍ୟାସ ସମୟରେ ଦୁର୍ଘଟଣା: ୨ ଯବାନ ଶହୀଦ୍‌; ୫ ଆହତ

ପୁଣେ,୨୬।୧୨: ଅଭ୍ୟାସ ସମୟରେ ଦୁର୍ଘଟଣା ଘଟି ୨ ଯବାନ ଶହୀଦ୍‌ ହେବା ସହିତ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ…

7 years ago

ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ

ଲକ୍ଷ୍ନୌ,୨୬।୧୨: ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ ଉତ୍ତରପ୍ରଦେଶର କୁଶୀନଗରଠାରେ ସ୍ଥାପିତ ହୋଇଛି। ଏହାକୁ ଅଖିଳ ଭାରତୀୟ କିନ୍ନର ଶିକ୍ଷା ସେବା ଟ୍ରଷ୍ଟ୍‌ ପକ୍ଷରୁ ସ୍ଥାପନା କରାଯାଇଛି। କୁଶୀନଗର…

7 years ago

ସିଏଏ ହିଂସା: ଉତ୍ତରପ୍ରଦେଶ-ମଧ୍ୟପ୍ରଦେଶ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୧୨: ଦେଶରେ ସିଏଏକୁ ନେଇ ହିଂସା ଜାରି ରହିଛି। ଏହାକୁ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ପୋଲିସ ମୁହାଁମୁହିଁ ହୋଇଛନ୍ତି। ମଧ୍ୟପ୍ରଦେଶ ଜବଲପୁରରେ ପୋଲିସ ହିଂସା ସମୟରେ…

7 years ago

ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ

ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ କୁହନ୍ତି…

7 years ago