ଜାତୀୟ

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର ଏକ…

6 years ago

ଦାରିଦ୍ର୍ୟ ଯୋଗୁ ନିଜ ପିଲାଙ୍କୁ ବନ୍ଧା ରଖି ଋଣ ଆଣୁଛନ୍ତି ଲୋକେ

ଶିବପୁରୀ,୯।୮: ଉତ୍ତର ପ୍ରଦେଶ ଶିବପୁରୀ ଜିଲାର ମୁଧେନି ଗାଁରେ ଦାରିଦ୍ର୍ୟତାର ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଏହି ଗାଁର ଲୋକେ ମେଷପାଳକଙ୍କ ପାଖରେ ନିଜ ପିଲାଙ୍କୁ…

6 years ago

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ

ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍‌)…

6 years ago

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ଦଳ…

6 years ago

ହରିୟାଣା ବିଧାନସଭା ନିର୍ବାଚନ: ଭାଜପା ପ୍ରଭାରୀ ନିଯୁକ୍ତ ହେଲେ କେନ୍ଦ୍ରମନ୍ତ୍ରୀ ତୋମାର

ଚଣ୍ଡିଗଡ଼,୯।୮: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋର୍‌ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

6 years ago

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରକାଶ ଜାଭଡେକର ଭାଜପା ନିର୍ବାଚନ ପ୍ରଭାରୀ ନିଯୁକ୍ତ

ନୂଆଦିଲ୍ଲୀ,୯।୮: ଆସନ୍ତା ବର୍ଷ ଆରମ୍ଭରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଭାଜପା ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହେଲାଣି। ଏନେଇ ଭାରତୀୟ ଜନତା ପାର୍ଟି…

6 years ago

କେରଳ, କର୍ନାଟକ ସମେତ ୫ଟି ରାଜ୍ୟରେ ବନ୍ୟା ବିତ୍ପାତ: ଉଦ୍ଧାର କାର୍ଯ୍ୟ ପାଇଁ ପହଞ୍ଚିଲା ବାୟୁସେନା

ଥିରୁଭାନନ୍ତପୁରମ,୯।୮: ଦେଶରେ ବହୁ ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ବିତ୍ପାତ ଦେଖାଦେଇଛି। କେରଳରୁ କର୍ନାଟକ ଓ ମଧ୍ୟପ୍ରଦେଶରୁ ମହାରାଷ୍ଟ୍ର ପର୍ଯ୍ୟନ୍ତ ବହୁ ରାଜ୍ୟ ପାଣି ଘେରରେ…

6 years ago

ବନ୍ୟା ପ୍ରପୀଡିତଙ୍କ ପାଇଁ ମୋଦିଙ୍କୁ ସହାୟତା ମାଗିଲେ ରାହୁଲ

ନୂଆଦିଲ୍ଲୀ, ୯।୮: କେରଳରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବାୟନାଡ ଜିଲା। ଏଠାରୁ ଏମ୍‌ପି ଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ…

6 years ago

ସୋସିଆଲ ମିଡିଆ ପ୍ରଭାବ: ଲତାଙ୍କ ଗୀତ ଗାଇ ଚର୍ଚ୍ଚାକୁ ଆସିଥିବା ରାନୁଙ୍କ ଭାଗ୍ୟ ବଦଳିଲା, ମିଳୁଛି ଅନେକ ଶୋ’ର ଅଫର୍‌

ମୁମ୍ବାଇ: ଆଜିର ଅତ୍ୟାଧୁନିକ ସମାଜରେ ସୋସିଆଲ ମିଡିଆର ପ୍ରଭାବ ଅଧିକ।ଏଥିରେ କୌଣସି ଘଟଣା ଥରେ ଭାଇରାଲ ହେବା ପରେ ରାତାରାତି ଷ୍ଟାର ପାଲଟିଯାଆନ୍ତି ଅନେକେ। ଏପରି କିଛି…

6 years ago

ଶାନ୍ତି ଆଶାରେ କଶ୍ମୀରବାସୀ: ମହିଳା ସୁରକ୍ଷାକର୍ମୀଙ୍କ ସହ ହାତ ମିଳାଇଲେ କଶ୍ମୀର ବାଳକ, ଫଟୋ ଭାଇରାଲ

ଶ୍ରୀନଗର,୯।୮: ଜମ୍ମୁ କଶ୍ମୀରରେ ଧାରା ୩୭୦କୁ ଅଚଳ କରିଦିଆଯିବା ପୂର୍ବରୁ ହିଁ ସେଠାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜମ୍ମୁ ଓ ଶ୍ରୀନଗରରେ ଧାରା ୧୪୪ ଲାଗୁ…

6 years ago